Biblia Todo Logo
Bib sou entènèt

- Piblisite -




ଯିହିଜିକଲ 4:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ପୁଣି, ଦେଖ, ଆମ୍ଭେ ତୁମ୍ଭକୁ ରଜ୍ଜୁରେ ବାନ୍ଧୁଅଛୁ, ଏଣୁ ତୁମ୍ଭେ ତୁମ୍ଭର ଅବରୋଧର ଦିନ ସମାପ୍ତ ନ କରିବା ପର୍ଯ୍ୟନ୍ତ ଏ ପାର୍ଶ୍ୱରୁ ସେ ପାର୍ଶ୍ୱକୁ ଲେଉଟିବ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 ପୁଣି ଦେଖ, ଆମ୍ଭେ ତୁମ୍ଭକୁ ରଜ୍ଜୁରେ ବାନ୍ଧୁଅଛୁ, ଏଣୁ ତୁମ୍ଭେ ତୁମ୍ଭର ଅବରୋଧର ଦିନ ସମାପ୍ତ ନ କରିବା ପର୍ଯ୍ୟନ୍ତ ଏପାର୍ଶ୍ଵରୁ ସେପାର୍ଶ୍ଵକୁ ଲେଉଟିବ ନାହିଁ।

Gade chapit la Kopi

ଓଡିଆ ବାଇବେଲ

8 ପୁଣି, ଦେଖ, ଆମ୍ଭେ ତୁମ୍ଭକୁ ରଜ୍ଜୁରେ ବାନ୍ଧୁଅଛୁ, ଏଣୁ ତୁମ୍ଭେ ତୁମ୍ଭର ଅବରୋଧର ଦିନ ସମାପ୍ତ ନ କରିବା ପର୍ଯ୍ୟନ୍ତ ଏ ପାର୍ଶ୍ୱରୁ ସେ ପାର୍ଶ୍ୱକୁ ଲେଉଟିବ ନାହିଁ।

Gade chapit la Kopi

ପବିତ୍ର ବାଇବଲ

8 ବର୍ତ୍ତମାନ ଦେଖ, ଆମ୍ଭେ ତୁମ୍ଭକୁ ରଜ୍ଜୁରେ ବାନ୍ଧି ଅଛୁ। ଏଣୁ ତୁମ୍ଭେ ତୁମ୍ଭର ନଗର ଉପରେ ଅବରୋଧର ସମାପ୍ତ ନ କରିବା ପର୍ଯ୍ୟନ୍ତ ଏ ପାର୍ଶ୍ୱରୁ ସେ ପାର୍ଶ୍ୱକୁ ଲେଉଟିବ ନାହିଁ।”

Gade chapit la Kopi




ଯିହିଜିକଲ 4:8
3 Referans Kwoze  

ମାତ୍ର ହେ ମନୁଷ୍ୟ-ସନ୍ତାନ, ଦେଖ, ଲୋକମାନେ ତୁମ୍ଭ ଉପରେ ରଜ୍ଜୁ ଦେଇ ତଦ୍ଦ୍ୱାରା ତୁମ୍ଭକୁ ବାନ୍ଧିବେ, ତହିଁରେ ତୁମ୍ଭେ ବାହାରି ସେମାନଙ୍କ ମଧ୍ୟରେ ଯିବ ନାହିଁ;


ଆହୁରି, ତୁମ୍ଭେ ଆପଣା ପାଇଁ ଗହମ, ଯବ, ଶିମ, ମସୁର, କାଙ୍ଗୁ ଓ ଜହ୍ନା ନେଇ ଗୋଟିଏ ପାତ୍ରରେ ରଖି ତହିଁରୁ ରୁଟି ପ୍ରସ୍ତୁତ କର; ତୁମ୍ଭେ ଯେଉଁ ତିନି ଶହ ନବେ ଦିନ ଆପଣା ପାର୍ଶ୍ୱରେ ଶୟନ କରିବ, ସେହି ଦିନର ସଂଖ୍ୟାନୁସାରେ ତାହା ଭୋଜନ କରିବ।


ତହିଁର ତୃତୀୟାଂଶ ନେଇ ଅବରୋଧ କାଳ ସମାପ୍ତ ହେଲେ ନଗରର ମଧ୍ୟସ୍ଥାନରେ ଅଗ୍ନିରେ ଦଗ୍ଧ କରିବ; ପୁଣି, ତୃତୀୟାଂଶ ନେଇ ତହିଁର ଚତୁର୍ଦ୍ଦିଗରେ ଖଡ୍ଗରେ କାଟିବ; ଆଉ, ତୃତୀୟାଂଶ ନେଇ ବାୟୁରେ ଉଡ଼ାଇ ଦେବ ଓ ଆମ୍ଭେ ତହିଁର ପଛେ ପଛେ ଖଡ୍ଗ ନିଷ୍କୋଷ କରିବା।


Swiv nou:

Piblisite


Piblisite