Biblia Todo Logo
Bib sou entènèt

- Piblisite -




ଯିହିଜିକଲ 40:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ଆମ୍ଭମାନଙ୍କ ନିର୍ବାସନର ପଚିଶ ବର୍ଷରେ, ବର୍ଷର ଆରମ୍ଭରେ ମାସର ଦଶମ ଦିନରେ, ଅର୍ଥାତ୍‍, ନଗର ନିପାତିତ ହେଲା ଉତ୍ତାରେ ଚତୁର୍ଦ୍ଦଶ ବର୍ଷର ଉକ୍ତ ଦିବସରେ ସଦାପ୍ରଭୁଙ୍କର ହସ୍ତ ମୋʼ ଉପରେ ଅଧିଷ୍ଠିତ ଥିଲା ଓ ସେ ମୋତେ ସେହି ସ୍ଥାନରେ ଉପସ୍ଥିତ କରାଇଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ଆମ୍ଭମାନଙ୍କ ନିର୍ବାସନର ପଚିଶ ବର୍ଷରେ, ବର୍ଷର ଆରମ୍ଭରେ ମାସର ଦଶମ ଦିନରେ, ଅର୍ଥାତ୍, ନଗର ନିପାତିତ ହେଲା ଉତ୍ତାରେ ଚତୁର୍ଦ୍ଦଶ ବର୍ଷର ଉକ୍ତ ଦିବସରେ ସଦାପ୍ରଭୁଙ୍କର ହସ୍ତ ମୋʼ ଉପରେ ଅଧିଷ୍ଠିତ ଥିଲା ଓ ସେ ମୋତେ ସେସ୍ଥାନରେ ଉପସ୍ଥିତ କରାଇଲେ।

Gade chapit la Kopi

ଓଡିଆ ବାଇବେଲ

1 ଆମ୍ଭମାନଙ୍କ ନିର୍ବାସନର ପଚିଶ ବର୍ଷରେ, ବର୍ଷର ଆରମ୍ଭରେ ମାସର ଦଶମ ଦିନରେ, ଅର୍ଥାତ୍‍, ନଗର ନିପାତିତ ହେଲା ଉତ୍ତାରେ ଚତୁର୍ଦ୍ଦଶ ବର୍ଷର ଉକ୍ତ ଦିବସରେ ସଦାପ୍ରଭୁଙ୍କର ହସ୍ତ ମୋ’ ଉପରେ ଅଧିଷ୍ଠିତ ଥିଲା ଓ ସେ ମୋତେ ସେହି ସ୍ଥାନରେ ଉପସ୍ଥିତ କରାଇଲେ।

Gade chapit la Kopi

ପବିତ୍ର ବାଇବଲ

1 ଆମ୍ଭର ନିର୍ବାସନର ପଞ୍ଚବିଂଶ ବର୍ଷର, ଆରମ୍ଭରେ ମାସର ଦଶମ ଦିନରେ ସଦାପ୍ରଭୁଙ୍କ ଶକ୍ତି ମୋ’ ଉପରେ ଅଧିଷ୍ଠିତ ହେଲା। ଏହା ବାବିଲ ଯିରୁଶାଲମ ଅକ୍ତିଆର କରିବାର ଚତୁର୍ଦ୍ଦଶବର୍ଷ ପରେ ସେହି ଦିନ ସଦାପ୍ରଭୁ ମୋତେ ସେଠାକୁ ଦର୍ଶନରେ ଆଣିଲେ।

Gade chapit la Kopi




ଯିହିଜିକଲ 40:1
17 Referans Kwoze  

ଏଥିଉତ୍ତାରେ ଆମ୍ଭମାନଙ୍କ ନିର୍ବାସନର ଦ୍ୱାଦଶ ବର୍ଷର ଦଶମ ମାସର ପଞ୍ଚମ ଦିନରେ ଯିରୂଶାଲମରୁ ପଳାତକ ଏକ ଜଣ ମୋʼ ନିକଟକୁ ଆସି କହିଲା, “ନଗର ପରାଜିତ ହୋଇଅଛି।”


ସଦାପ୍ରଭୁଙ୍କ ହସ୍ତ ମୋʼ ଉପରେ ଅଧିଷ୍ଠିତ ହେଲା ଓ ସେ ତାହାଙ୍କ ଆତ୍ମାରେ ମୋତେ ବାହାରକୁ ନେଇଯାଇ ଉପତ୍ୟକାର ମଧ୍ୟସ୍ଥଳୀରେ ବସାଇଲେ; ଆଉ, ତାହା ଅସ୍ଥିରେ ପରିପୂର୍ଣ୍ଣ ଥିଲା।


ଦ୍ୱାଦଶ ମାସର ପଞ୍ଚଦଶ ଦିନରେ ସଦାପ୍ରଭୁଙ୍କର ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା ଏବଂ ସେ କହିଲେ,


ଏଥିଉତ୍ତାରେ ଦ୍ୱାଦଶ ବର୍ଷର ଦ୍ୱାଦଶ ମାସର ପ୍ରଥମ ଦିନରେ ସଦାପ୍ରଭୁଙ୍କର ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା ଏବଂ ସେ କହିଲେ,


ଏଥିଉତ୍ତାରେ ସେହି ସ୍ଥାନରେ ସଦାପ୍ରଭୁଙ୍କର ହସ୍ତ ମୋʼ ଉପରେ ଅଧିଷ୍ଠାନ କଲା; ପୁଣି, ସେ ମୋତେ କହିଲେ, “ତୁମ୍ଭେ ଉଠି ପଦାଭୂମିକୁ ବାହାରି ଯାଅ, ଆଉ ଆମ୍ଭେ ସେଠାରେ ତୁମ୍ଭ ସଙ୍ଗେ କଥାବାର୍ତ୍ତା କରିବା!”


ତହିଁରେ ପରମେଶ୍ୱରଙ୍କ ଆତ୍ମା ମୋତେ ଉପରକୁ ଉଠାଇ ନେଇଗଲେ; ତହୁଁ ମୁଁ ଦୁଃଖିତ ଓ ପରମେଶ୍ୱରଙ୍କ ଆତ୍ମାରେ ତାପିତ ହୋଇ ଗମନ କଲି, ପୁଣି, ସଦାପ୍ରଭୁଙ୍କର ହସ୍ତ ମୋʼ ଉପରେ ପ୍ରବଳ ଥିଲା।


ମୁଁ ପ୍ରଭୁଙ୍କ ଦିନରେ ଆତ୍ମାରେ ଆବିଷ୍ଟ ହୋଇ ମୋହର ପଶ୍ଚାତରେ ତୂରୀଶବ୍ଦ ପରି ଗୋଟିଏ ମହାସ୍ୱର ଏହା କହୁଥିବା ଶୁଣିଲି,


ଏଥିଉତ୍ତାରେ ସତାଇଶ ବର୍ଷର ପ୍ରଥମ ମାସରେ, ମାସର ପ୍ରଥମ ଦିନରେ ସଦାପ୍ରଭୁଙ୍କର ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା ଏବଂ ସେ କହିଲେ,


ତହିଁରେ ପରମେଶ୍ୱରଙ୍କ ଆତ୍ମା ମୋତେ ଉଠାଇ ଦର୍ଶନରେ କଲ୍‍ଦୀୟ ଦେଶକୁ ନିର୍ବାସିତ ଲୋକମାନଙ୍କ ନିକଟକୁ ଆଣିଲେ। ତହୁଁ ମୁଁ ଯେଉଁ ଦର୍ଶନ ପାଇଥିଲି, ତାହା ମୋʼ ନିକଟରୁ ଊର୍ଦ୍ଧ୍ୱଗମନ କଲା।


ଏଥିଉତ୍ତାରେ ଷଷ୍ଠ ବର୍ଷର ଷଷ୍ଠ ମାସର ପଞ୍ଚମ ଦିନରେ ମୁଁ ଆପଣା ଗୃହରେ ବସିଥିଲି ଓ ଯିହୁଦାର ପ୍ରାଚୀନମାନେ ମୋʼ ସମ୍ମୁଖରେ ବସିଥିଲେ, ଏପରି ସମୟରେ ପ୍ରଭୁ, ସଦାପ୍ରଭୁଙ୍କର ହସ୍ତ ମୋʼ ଉପରେ ଅଧିଷ୍ଠିତ ହେଲା।


ସେହି ଚାରି ଶହ ତିରିଶ ବର୍ଷ ଶେଷରେ, ସେହି ଦିନରେ ସଦାପ୍ରଭୁଙ୍କ ସୈନ୍ୟସମୂହ ମିସରରୁ ବାହାର ହେଲେ।


ତୁମ୍ଭେମାନେ ଇସ୍ରାଏଲୀୟ ସମଗ୍ର ମଣ୍ଡଳୀକୁ ଏହି କଥା କୁହ, ଏହି ମାସର ଦଶମ ଦିନରେ ତୁମ୍ଭମାନଙ୍କର ପ୍ରତ୍ୟେକ ମନୁଷ୍ୟ ପିତୃଗୃହାନୁସାରେ ପ୍ରତ୍ୟେକ ପରିବାର ନିମନ୍ତେ ଏକ ଏକ ମେଷଶାବକ ନେବ।


“ତୁମ୍ଭେ ପ୍ରଥମ ମାସରେ ପ୍ରଥମ ଦିନରେ ସମାଗମ-ତମ୍ବୁର ଆବାସ ସ୍ଥାପନ କରିବ।


Swiv nou:

Piblisite


Piblisite