ଯିହିଜିକଲ 40:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ସେ ମୋତେ ସେହି ସ୍ଥାନକୁ ନେଇଗଲେ, ଆଉ ଦେଖ, ସେଠାରେ ଏକ ପୁରୁଷ ଥିଲେ, ପିତ୍ତଳର ଆଭା ତୁଲ୍ୟ ତାଙ୍କର ଆଭା, ତାଙ୍କ ହସ୍ତରେ ଛଣପଟର ଏକ ରଜ୍ଜୁ ଓ ପରିମାପକ ଏକ ନଳ ଥିଲା ଓ ସେ ଦ୍ୱାରରେ ଠିଆ ହୋଇଥିଲେ। Gade chapit laପବିତ୍ର ବାଇବଲ (Re-edited) - (BSI)3 ସେ ମୋତେ ସେସ୍ଥାନକୁ ନେଇଗଲେ, ଆଉ ଦେଖ, ସେଠାରେ ଏକ ପୁରୁଷ ଥିଲେ, ପିତ୍ତଳର ଆଭା ତୁଲ୍ୟ ତାଙ୍କର ଆଭା, ତାଙ୍କ ହସ୍ତରେ ଛଣପଟର ଏକ ରଜ୍ଜୁ ଓ ପରିମାପକ ଏକ ନଳ ଥିଲା ଓ ସେ ଦ୍ଵାରରେ ଠିଆ ହୋଇଥିଲେ। Gade chapit laଓଡିଆ ବାଇବେଲ3 ସେ ମୋତେ ସେହି ସ୍ଥାନକୁ ନେଇ ଗଲେ, ଆଉ ଦେଖ, ସେଠାରେ ଏକ ପୁରୁଷ ଥିଲେ, ପିତ୍ତଳର ଆଭା ତୁଲ୍ୟ ତାଙ୍କର ଆଭା, ତାଙ୍କ ହସ୍ତରେ ଛଣପଟର ଏକ ରଜ୍ଜୁ ଓ ପରିମାପକ ଏକ ନଳ ଥିଲା ଓ ସେ ଦ୍ୱାରରେ ଠିଆ ହୋଇଥିଲେ। Gade chapit laପବିତ୍ର ବାଇବଲ3 ସେ ମୋତେ ସେ ସ୍ଥାନକୁ ନେଇଗଲେ। ସେଠାରେ ଏକ ପୁରୁଷ ଥିଲେ। ତାଙ୍କର ଆଭା ପିତ୍ତଳର ଆଭା ତୁଲ୍ୟ ଥିଲା। ତାଙ୍କ ହସ୍ତରେ କନାର ଏକ ମାପ ଫିତା ଓ ପରିମାପକ ଏକ ଦଣ୍ଡ ଥିଲା। ଆଉ ସେ ଦ୍ୱାର ନିକଟରେ ଛିଡ଼ା ହୋଇଥିଲେ। Gade chapit la |