ଯିହିଜିକଲ 41:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଏଥିଉତ୍ତାରେ ସେ ମୋତେ ମନ୍ଦିର ନିକଟକୁ ଆଣି ତହିଁର ଉପସ୍ତମ୍ଭସକଳ ମାପିଲେ, ସେ ଉପସ୍ତମ୍ଭର ପ୍ରସାର ଏପାଖରେ ଛଅ ହାତ, ସେପାଖରେ ଛଅ ହାତ ଥିଲା, ତମ୍ବୁର ପ୍ରସ୍ଥ ହିଁ ଏତିକି। Gade chapit laପବିତ୍ର ବାଇବଲ (Re-edited) - (BSI)1 ଅନନ୍ତର ସେ ମୋତେ ମନ୍ଦିର ନିକଟକୁ ଆଣି ତହିଁର ଉପସ୍ତମ୍ଭ ସକଳ ମାପିଲେ, ସେ ଉପସ୍ତମ୍ଭର ପ୍ରସାର ଏପାଖରେ ଛଅ ହାତ, ସେପାଖରେ ଛଅ ହାତ ଥିଲା, ତମ୍ଵୁର ପ୍ରସ୍ଥ ହିଁ ଏତିକି। Gade chapit laଓଡିଆ ବାଇବେଲ1 ଏଥିଉତ୍ତାରେ ସେ ମୋତେ ମନ୍ଦିର ନିକଟକୁ ଆଣି ତହିଁର ଉପସ୍ତମ୍ଭ ସକଳ ମାପିଲେ, ସେ ଉପସ୍ତମ୍ଭର ପ୍ରସାର ଏପାଖରେ ଛଅ ହାତ, ସେପାଖରେ ଛଅ ହାତ ଥିଲା, ତମ୍ବୁର ପ୍ରସ୍ଥ ହିଁ ଏତିକି। Gade chapit laପବିତ୍ର ବାଇବଲ1 ତା'ପରେ ସେ ମୋତେ ସଦାପ୍ରଭୁଙ୍କର ପବିତ୍ର ସ୍ଥାନକୁ କଢ଼ାଇ ନେଲେ। ସେ ତାହାର ପାର୍ଶ୍ୱ କାନ୍ଥକୁ ମାପିଲେ। ଏହାର ଉଭୟ ପାର୍ଶ୍ୱରେ ପ୍ରାୟ ଛଅ ହାତ ଲେଖାଏଁ ଥିଲା। ଆଉ ତମ୍ବୁର ପ୍ରସ୍ଥ ହିଁ ଏତିକି। Gade chapit la |