Biblia Todo Logo
Bib sou entènèt

- Piblisite -




ଯିହିଜିକଲ 41:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ପୁଣି, ପାର୍ଶ୍ୱସ୍ଥ କୋଠରିସକଳର ଦ୍ୱାର ସେହି ଅବଶିଷ୍ଟ ସ୍ଥାନ ପ୍ରତି ଥିଲା, ଗୋଟିଏ ଦ୍ୱାର ଉତ୍ତର ପ୍ରତି ଓ ଅନ୍ୟ ଦ୍ୱାର ଦକ୍ଷିଣ ପ୍ରତି ଥିଲା; ଆଉ, ସେହି ଅବଶିଷ୍ଟ ସ୍ଥାନର ପ୍ରସ୍ଥ ଚତୁର୍ଦ୍ଦିଗରେ ପାଞ୍ଚ ହାତ ଥିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 ପୁଣି, ପାର୍ଶ୍ଵସ୍ଥ କୋଠରିସକଳର ଦ୍ଵାର ସେହି ଅବଶିଷ୍ଟ ସ୍ଥାନ ଆଡ଼େ ଥିଲା, ଗୋଟିଏ ଦ୍ଵାର ଉତ୍ତର ଆଡ଼େ ଓ ଅନ୍ୟ ଦ୍ଵାର ଦକ୍ଷିଣ ଆଡ଼େ ଥିଲା; ଆଉ, ସେହି ଅବଶିଷ୍ଟ ସ୍ଥାନର ପ୍ରସ୍ଥ ଚତୁର୍ଦ୍ଦିଗରେ ପାଞ୍ଚ ହାତ ଥିଲା।

Gade chapit la Kopi

ଓଡିଆ ବାଇବେଲ

11 ପୁଣି, ପାର୍ଶ୍ୱସ୍ଥ କୋଠରି ସକଳର ଦ୍ୱାର ସେହି ଅବଶିଷ୍ଟ ସ୍ଥାନ ପ୍ରତି ଥିଲା, ଗୋଟିଏ ଦ୍ୱାର ଉତ୍ତର ପ୍ରତି ଓ ଅନ୍ୟ ଦ୍ୱାର ଦକ୍ଷିଣ ପ୍ରତି ଥିଲା; ଆଉ, ସେହି ଅବଶିଷ୍ଟ ସ୍ଥାନର ପ୍ରସ୍ଥ ଚତୁର୍ଦ୍ଦିଗରେ ପାଞ୍ଚ ହାତ ଥିଲା।

Gade chapit la Kopi

ପବିତ୍ର ବାଇବଲ

11 ପାର୍ଶ୍ୱସ୍ଥ କୋଠରୀଗୁଡ଼ିକର ଦ୍ୱାର ସେହି ଅବଶିଷ୍ଟ ଖୋଲାସ୍ଥାନ ଆଡ଼େ ଥିଲା। ଗୋଟିଏ ଦ୍ୱାର ଉତ୍ତର ଆଡ଼େ ଓ ଅନ୍ୟ ଗୋଟିଏ ଦ୍ୱାର ଦକ୍ଷିଣ ଆଡ଼େ ଥିଲା। ଆଉ ସେହି ଅବଶିଷ୍ଟ ସ୍ଥାନର ପ୍ରସ୍ଥ ଚତୁର୍ଦ୍ଦିଗରେ ପାଞ୍ଚ ହାତ ଥିଲା।

Gade chapit la Kopi




ଯିହିଜିକଲ 41:11
3 Referans Kwoze  

ବାହାର ଭାଗରେ ପାର୍ଶ୍ୱସ୍ଥ କୋଠରିସକଳର କାନ୍ଥ ପାଞ୍ଚ ହାତ ପ୍ରସ୍ଥ ଥିଲା ଓ ଅବଶିଷ୍ଟ ଯେଉଁ ସ୍ଥାନ ରହିଲା, ତାହା ଗୃହର ପାର୍ଶ୍ୱସ୍ଥ କୋଠରିର ସ୍ଥାନ ଥିଲା।


ପୁଣି, କୋଠରିସକଳର ସମ୍ମୁଖରେ ଭିତର ଆଡ଼େ ଦଶ ହାତ ପ୍ରସ୍ଥର ଏକ ପଥ ଓ ଏକ ହାତ ପ୍ରସ୍ଥ ଏକ ପଥ ଥିଲା ଓ ସକଳର ଦ୍ୱାର ଉତ୍ତର ଆଡ଼େ ଥିଲା।


ତହୁଁ ସେ ଗୃହର କାନ୍ଥ ଛଅ ହାତ ଓ ଗୃହର ଚତୁର୍ଦ୍ଦିଗସ୍ଥିତ ପାର୍ଶ୍ୱସ୍ଥ ପ୍ରତ୍ୟେକ କୋଠରିର ପ୍ରସ୍ଥ ଚାରି ହାତ ଲେଖାଏଁ ମାପିଲେ।


Swiv nou:

Piblisite


Piblisite