ଯିହିଜିକଲ 41:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ପୁଣି, ପ୍ରବେଶ ସ୍ଥାନର ପ୍ରସ୍ଥ ଦଶ ହାତ ଓ ସେହି ପ୍ରବେଶ ସ୍ଥାନର ପାର୍ଶ୍ୱ ଏପାଖେ ପାଞ୍ଚ ହାତ ଓ ସେପାଖେ ପାଞ୍ଚ ହାତ ଥିଲା; ଆଉ, ସେ ତହିଁର ଦୀର୍ଘତା ଚାଳିଶ ହାତ ଓ ପ୍ରସ୍ଥ କୋଡ଼ିଏ ହାତ ମାପିଲେ। Gade chapit laପବିତ୍ର ବାଇବଲ (Re-edited) - (BSI)2 ପୁଣି, ପ୍ରବେଶ-ସ୍ଥାନର ପ୍ରସ୍ଥ ଦଶ ହାତ ଓ ସେହି ପ୍ରବେଶ-ସ୍ଥାନର ପାର୍ଶ୍ଵ ଏପାଖେ ପାଞ୍ଚ ହାତ ଓ ସେପାଖେ ପାଞ୍ଚ ହାତ ଥିଲା; ଆଉ, ସେ ତହିଁର ଦୀର୍ଘତା ଚାଳିଶ ହାତ ଓ ପ୍ରସ୍ଥ କୋଡ଼ିଏ ହାତ ମାପିଲେ। Gade chapit laଓଡିଆ ବାଇବେଲ2 ପୁଣି, ପ୍ରବେଶ-ସ୍ଥାନର ପ୍ରସ୍ଥ ଦଶ ହାତ ଓ ସେହି ପ୍ରବେଶ-ସ୍ଥାନର ପାର୍ଶ୍ୱ ଏପାଖେ ପାଞ୍ଚ ହାତ ଓ ସେପାଖେ ପାଞ୍ଚ ହାତ ଥିଲା; ଆଉ, ସେ ତହିଁର ଦୀର୍ଘତା ଚାଳିଶ ହାତ ଓ ପ୍ରସ୍ଥ କୋଡ଼ିଏ ହାତ ମାପିଲେ। Gade chapit laପବିତ୍ର ବାଇବଲ2 ପ୍ରବେଶ ସ୍ଥାନ ପ୍ରସ୍ଥ ଦଶ ହାତ ଓ ସେହି ପ୍ରବେଶ ସ୍ଥାନର ପାର୍ଶ୍ୱ ଏପାଖେ ପାଞ୍ଚ ହାତ ଓ ସେପାଖେ ପାଞ୍ଚ ହାତ ଥିଲା। ଏବଂ ସେ ତାହାର ଦୈର୍ଘ୍ୟ ଗ୍ଭଳିଶ୍ ହାତ ଓ ପ୍ରସ୍ଥ କୋଡ଼ିଏ ହାତ ମାପିଲେ। Gade chapit la |