Biblia Todo Logo
Bib sou entènèt

- Piblisite -




ଯିହିଜିକଲ 41:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ତେବେ ସେ ଭିତରକୁ ଯାଇ ପ୍ରବେଶ ସ୍ଥାନର ଉପସ୍ତମ୍ଭ, ପ୍ରତ୍ୟେକ ଦୁଇ ହାତ ଲେଖାଏଁ ଓ ପ୍ରବେଶ ସ୍ଥାନ ଛଅ ହାତ; ଆଉ, ପ୍ରବେଶ ସ୍ଥାନର ପ୍ରସ୍ଥ ସାତ ହାତ ମାପିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ତେବେ ସେ ଭିତରକୁ ଯାଇ ପ୍ରବେଶ-ସ୍ଥାନର ଉପସ୍ତମ୍ଭ, ପ୍ରତ୍ୟେକ ଦୁଇ ହାତ ଲେଖାଏଁ ଓ ପ୍ରବେଶ-ସ୍ଥାନ ଛଅ ହାତ; ଆଉ, ପ୍ରବେଶ-ସ୍ଥାନର ପ୍ରସ୍ଥ ସାତ ହାତ ମାପିଲେ।

Gade chapit la Kopi

ଓଡିଆ ବାଇବେଲ

3 ତେବେ ସେ ଭିତରକୁ ଯାଇ ପ୍ରବେଶ-ସ୍ଥାନର ଉପସ୍ତମ୍ଭ, ପ୍ରତ୍ୟେକ ଦୁଇ ହାତ ଲେଖାଏଁ ଓ ପ୍ରବେଶ-ସ୍ଥାନ ଛଅ ହାତ; ଆଉ, ପ୍ରବେଶ-ସ୍ଥାନର ପ୍ରସ୍ଥ ସାତ ହାତ ମାପିଲେ।

Gade chapit la Kopi

ପବିତ୍ର ବାଇବଲ

3 ତା'ପରେ ସେ ଶେଷ କୋଠରୀରେ ପ୍ରବେଶ କଲେ। ସେ ଉଭୟ ପାର୍ଶ୍ୱର କବାଟ ପାଖର କାନ୍ଥଗୁଡ଼ିକୁ ମାପିଲେ। ପ୍ରତ୍ୟେକ ପାଖ ଦୁଇ ଇଞ୍ଚ ମୋଟା ଏବଂ ସାତ ହାତ ପ୍ରସ୍ଥ ଥିଲା।

Gade chapit la Kopi




ଯିହିଜିକଲ 41:3
3 Referans Kwoze  

ପୁଣି, ଦ୍ୱାର ଭିତରେ ଚାରିଆଡ଼େ କ୍ଷୁଦ୍ର କୋଠରି ଓ ଉପସ୍ତମ୍ଭସକଳର ବନ୍ଦ ଜଳାକବାଟି ଥିଲା ଓ ମଣ୍ଡପସକଳରେ ମଧ୍ୟ ତଦ୍ରୂପ ଥିଲା, ଆଉ ଜଳାକବାଟିସବୁ ଭିତରେ ଚାରିଆଡ଼େ ଥିଲା ଓ ପ୍ରତ୍ୟେକ ଉପସ୍ତମ୍ଭ ଉପରେ ଖର୍ଜ୍ଜୁର ବୃକ୍ଷର ଆକୃତି ଥିଲା।


ତେବେ ସେ ମୋତେ ଗୃହର ବାରଣ୍ଡାକୁ ଆଣି ବାରଣ୍ଡାରେ ସ୍ଥିତ ପ୍ରତ୍ୟେକ ଉପସ୍ତମ୍ଭ ମାପିଲେ, ସେ ପ୍ରତ୍ୟେକ ଏପାଖେ ପାଞ୍ଚ ହାତ, ସେପାଖେ ପାଞ୍ଚ ହାତ; ପୁଣି, ଦ୍ୱାରର ପ୍ରସ୍ଥ ଏପାଖେ ତିନି ହାତ, ସେପାଖେ ତିନି ହାତ ଥିଲା।


ଏଥିଉତ୍ତାରେ ସେ ମୋତେ ମନ୍ଦିର ନିକଟକୁ ଆଣି ତହିଁର ଉପସ୍ତମ୍ଭସକଳ ମାପିଲେ, ସେ ଉପସ୍ତମ୍ଭର ପ୍ରସାର ଏପାଖରେ ଛଅ ହାତ, ସେପାଖରେ ଛଅ ହାତ ଥିଲା, ତମ୍ବୁର ପ୍ରସ୍ଥ ହିଁ ଏତିକି।


Swiv nou:

Piblisite


Piblisite