Biblia Todo Logo
Bib sou entènèt

- Piblisite -




ଯିହିଜିକଲ 41:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ପୁଣି, ସେ ତହିଁର ଦୀର୍ଘତା କୋଡ଼ିଏ ହାତ ଓ ମନ୍ଦିର ସମ୍ମୁଖରେ ତହିଁର ପ୍ରସ୍ଥ କୋଡ଼ିଏ ହାତ ମାପିଲେ; ଆଉ, ସେ ମୋତେ କହିଲେ, “ଏହା ମହାପବିତ୍ର ସ୍ଥାନ ଅଟେ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ପୁଣି, ସେ ତହିଁର ଦୀର୍ଘତା କୋଡ଼ିଏ ହାତ ଓ ମନ୍ଦିର ସମ୍ମୁଖରେ ତହିଁର ପ୍ରସ୍ଥ କୋଡ଼ିଏ ହାତ ମାପିଲେନ୍ତ ଆଉ, ସେ ମୋତେ କହିଲେ, ଏହା ମହାପବିତ୍ର ସ୍ଥାନ ଅଟେ।

Gade chapit la Kopi

ଓଡିଆ ବାଇବେଲ

4 ପୁଣି, ସେ ତହିଁର ଦୀର୍ଘତା କୋଡ଼ିଏ ହାତ ଓ ମନ୍ଦିର ସମ୍ମୁଖରେ ତହିଁର ପ୍ରସ୍ଥ କୋଡ଼ିଏ ହାତ ମାପିଲେ; ଆଉ, ସେ ମୋତେ କହିଲେ, “ଏହା ମହାପବିତ୍ର ସ୍ଥାନ ଅଟେ।”

Gade chapit la Kopi

ପବିତ୍ର ବାଇବଲ

4 ତା'ପରେ ସେ ତା'ର ଦୈର୍ଘ୍ୟ ମାପିଲେ। ଏହାର ଦୈର୍ଘ୍ୟ କୋଡ଼ିଏ ହାତ ଓ ପ୍ରସ୍ଥ କୋଡ଼ିଏ ହାତ ଥିଲା। ଆଉ ସେ ଲୋକଟି ମୋତେ କହିଲା, “ଏହା ମହାପବିତ୍ର ସ୍ଥାନ ଅଟେ।”

Gade chapit la Kopi




ଯିହିଜିକଲ 41:4
11 Referans Kwoze  

ଆଉ ସେହି ମହାପବିତ୍ର ସ୍ଥାନ ଭିତର କୋଡ଼ିଏ ହାତ ଦୀର୍ଘ, କୋଡ଼ିଏ ହାତ ପ୍ରସ୍ଥ ଓ କୋଡ଼ିଏ ହାତ ଉଚ୍ଚ ଥିଲା, ଆଉ ସେ ତହିଁରେ ନିର୍ମଳ ସୁବର୍ଣ୍ଣ ମଡ଼ାଇଲେ ଓ ଧୂପବେଦି ଏରସ କାଷ୍ଠରେ ଆଚ୍ଛାଦନ କଲେ।


ପୁଣି ସେ ମହାପବିତ୍ର ଗୃହ ନିର୍ମାଣ କଲେ; ତହିଁର ଦୈର୍ଘ୍ୟ ଗୃହର ପ୍ରସ୍ଥାନୁସାରେ କୋଡ଼ିଏ ହାତ ଓ ତହିଁର ପ୍ରସ୍ଥ କୋଡ଼ିଏ ହାତ ଥିଲା; ଆଉ ସେ ଛଅ ଶହ ତାଳନ୍ତ ଉତ୍ତମ ସୁବର୍ଣ୍ଣରେ ତାହା ମଡ଼ାଇଲେ।


ନଗରୀଟି ଚାରିକୋଣିଆ, ତାହାର ଦୈର୍ଘ୍ୟ ଓ ପ୍ରସ୍ଥ ସମାନ; ସେ ସେହି ନଳରେ ନଗରୀକୁ ମାପନ୍ତେ ବାର ହଜାର ତୀର ହେଲା; ସେଥିର ଦୈର୍ଘ୍ୟ, ପ୍ରସ୍ଥ ଓ ଉଚ୍ଚତା।


ପୁଣି, ସେ ଗୃହର ପଶ୍ଚାତ୍‍ଭାଗ କୋଡ଼ିଏ ହାତ କରି ଚଟାଣରୁ କାନ୍ଥ ପର୍ଯ୍ୟନ୍ତ ଏରସ କାଷ୍ଠର ପଟା ଦେଲେ; ସେ ଭିତରେ ମହାପବିତ୍ର ସ୍ଥାନ, ଅର୍ଥାତ୍‍, ମହାପବିତ୍ର ସ୍ଥାନ ନିମନ୍ତେ ତାହା ପ୍ରସ୍ତୁତ କଲେ।


ପୁଣି, ସେ ଗୃହର କାନ୍ଥ ଚାରିଆଡ଼େ, ଅର୍ଥାତ୍‍, ମନ୍ଦିର ଓ ମହାପବିତ୍ର ସ୍ଥାନର କାନ୍ଥକୁ ଲଗାଇ ଚାରିଆଡ଼େ ମହଲା ବନାଇଲେ ଓ ଚାରିଆଡ଼େ କୋଠରି ନିର୍ମାଣ କଲେ।


ନିର୍ମଳ ସୁବର୍ଣ୍ଣର ପାତ୍ର, କତୁରୀ, କୁଣ୍ଡ, ଚାମର ଓ ଅଙ୍ଗାରଧାନୀ; ପୁଣି, ଅନ୍ତରାଗାରର, ଅର୍ଥାତ୍‍, ମହାପବିତ୍ର ସ୍ଥାନର କବାଟ ପାଇଁ ଓ ଗୃହର, ଅର୍ଥାତ୍‍, ମନ୍ଦିରର କବାଟ ପାଇଁ ସୁବର୍ଣ୍ଣର କବ୍‌ଜା କଲେ।


ଏଉତ୍ତାରେ ଯାଜକମାନେ ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ତାହାର ସ୍ୱ ସ୍ଥାନକୁ, ଅର୍ଥାତ୍‍, ଗୃହର ମହାପବିତ୍ର ସ୍ଥାନ ମହାପବିତ୍ର ସ୍ଥାନସ୍ଥ କିରୂବମାନଙ୍କ ପକ୍ଷ ତଳକୁ ଆଣିଲେ।


ତହୁଁ ଯାଜକମାନେ ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ତହିଁର ସ୍ଥାନକୁ, ଅର୍ଥାତ୍‍, ଗୃହର ଗର୍ଭାଗାର, ମହାପବିତ୍ର ସ୍ଥାନ, କିରୂବଦ୍ୱୟର ପକ୍ଷ ତଳକୁ ଆଣିଲେ।


ମନ୍ଦିର ଓ ପବିତ୍ର ସ୍ଥାନର ଦୁଇ ଦ୍ୱାର ଥିଲା।


Swiv nou:

Piblisite


Piblisite