Biblia Todo Logo
Bib sou entènèt

- Piblisite -




ଯିହିଜିକଲ 41:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ତହୁଁ ସେ ଗୃହର କାନ୍ଥ ଛଅ ହାତ ଓ ଗୃହର ଚତୁର୍ଦ୍ଦିଗସ୍ଥିତ ପାର୍ଶ୍ୱସ୍ଥ ପ୍ରତ୍ୟେକ କୋଠରିର ପ୍ରସ୍ଥ ଚାରି ହାତ ଲେଖାଏଁ ମାପିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ତହୁଁ ସେ ଗୃହର କାନ୍ଥ ଛଅ ହାତ ଓ ଗୃହର ଚତୁର୍ଦ୍ଦିଗସ୍ଥିତ ପାର୍ଶ୍ଵସ୍ଥ ପ୍ରତ୍ୟେକ କୋଠରିର ପ୍ରସ୍ଥ ଚାରି ହାତ ଲେଖାଏଁ ମାପିଲେ।

Gade chapit la Kopi

ଓଡିଆ ବାଇବେଲ

5 ତହୁଁ ସେ ଗୃହର କାନ୍ଥ ଛଅ ହାତ ଓ ଗୃହର ଚତୁର୍ଦ୍ଦିଗସ୍ଥିତ ପାର୍ଶ୍ୱସ୍ଥ ପ୍ରତ୍ୟେକ କୋଠରିର ପ୍ରସ୍ଥ ଚାରି ହାତ ଲେଖାଏଁ ମାପିଲେ।

Gade chapit la Kopi

ପବିତ୍ର ବାଇବଲ

5 ତା'ପରେ ସେ ମନ୍ଦିରର କାନ୍ଥ ମାପିଲେ। ଏହା ଛଅ ହାତ ଓସାର ଥିଲା ଓ ମନ୍ଦିରର ଚତୁର୍ଦ୍ଦିଗସ୍ଥିତ କୋଠରୀଗୁଡ଼ିକ ଥିଲା ଏବଂ ସେଗୁଡ଼ିକର ପ୍ରସ୍ଥ ଗ୍ଭରି ହାତ ଲେଖାଏଁ ଥିଲା।

Gade chapit la Kopi




ଯିହିଜିକଲ 41:5
5 Referans Kwoze  

ପୁଣି, ପାର୍ଶ୍ୱସ୍ଥ କୋଠରିସକଳର ଦ୍ୱାର ସେହି ଅବଶିଷ୍ଟ ସ୍ଥାନ ପ୍ରତି ଥିଲା, ଗୋଟିଏ ଦ୍ୱାର ଉତ୍ତର ପ୍ରତି ଓ ଅନ୍ୟ ଦ୍ୱାର ଦକ୍ଷିଣ ପ୍ରତି ଥିଲା; ଆଉ, ସେହି ଅବଶିଷ୍ଟ ସ୍ଥାନର ପ୍ରସ୍ଥ ଚତୁର୍ଦ୍ଦିଗରେ ପାଞ୍ଚ ହାତ ଥିଲା।


ଆଉ, ବାରଣ୍ଡାର ପାର୍ଶ୍ୱରେ ଏପାଖରେ ଓ ସେପାଖରେ ବନ୍ଦ ଜଳାକବାଟି ଓ ଖର୍ଜ୍ଜୁର ବୃକ୍ଷର ଆକୃତି ଥିଲା, ଗୃହର ପାର୍ଶ୍ୱସ୍ଥ କୋଠରି ଓ ମୋଟ କଡ଼ିକାଠସବୁ ଏହି ପ୍ରକାର ଥିଲା।


Swiv nou:

Piblisite


Piblisite