Biblia Todo Logo
Bib sou entènèt

- Piblisite -




ଯିହିଜିକଲ 41:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ପୁଣି, ଏକ ମହଲା ଉପରେ ଅନ୍ୟ ମହଲା, ଏହିରୂପେ ପାର୍ଶ୍ୱସ୍ଥ କୋଠରି ସକଳ ତିନି ମହଲା ଓ ଏକ ଏକ ଶ୍ରେଣୀରେ ତିରିଶ କୋଠରି ଥିଲା; ଆଉ, ପାର୍ଶ୍ୱସ୍ଥ କୋଠରି ସକଳ ନିମନ୍ତେ ଗୃହର ଚାରିଆଡ଼େ ଭିତ୍ତି ଥିଲା; କୋଠରି ସକଳ ତହିଁ ଉପରେ ନିର୍ଭର କଲା, ଗୃହର କାନ୍ଥ ଉପରେ ନିର୍ଭର କଲା ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 ପୁଣି, ଏକ ମହଲା ଉପରେ ଅନ୍ୟ ମହଲା, ଏହିରୂପେ ପାର୍ଶ୍ଵସ୍ଥ କୋଠରିସକଳ ତିନି ମହଲା ଓ ଏକ ଏକ ଶ୍ରେଣୀରେ ତିରିଶ କୋଠରି ଥିଲା; ଆଉ, ପାର୍ଶ୍ଵସ୍ଥ କୋଠରିସକଳ ନିମନ୍ତେ ଗୃହର ଚାରିଆଡ଼େ ଭିତ୍ତି ଥିଲା; କୋଠରିସକଳ ତହିଁ ଉପରେ ନିର୍ଭର କଲା, ଗୃହର କାନ୍ଥ ଉପରେ ନିର୍ଭର କଲା ନାହିଁ।

Gade chapit la Kopi

ଓଡିଆ ବାଇବେଲ

6 ପୁଣି, ଏକ ମହଲା ଉପରେ ଅନ୍ୟ ମହଲା, ଏହିରୂପେ ପାର୍ଶ୍ୱସ୍ଥ କୋଠରି ସକଳ ତିନି ମହଲା ଓ ଏକ ଏକ ଶ୍ରେଣୀରେ ତିରିଶ କୋଠରି ଥିଲା; ଆଉ, ପାର୍ଶ୍ୱସ୍ଥ କୋଠରି ସକଳ ନିମନ୍ତେ ଗୃହର ଚାରିଆଡ଼େ ଭିତ୍ତି ଥିଲା; କୋଠରି ସକଳ ତହିଁ ଉପରେ ନିର୍ଭର କଲା, ଗୃହର କାନ୍ଥ ଉପରେ ନିର୍ଭର କଲା ନାହିଁ।

Gade chapit la Kopi

ପବିତ୍ର ବାଇବଲ

6 ପାର୍ଶ୍ୱସ୍ଥ କୋଠରୀଗୁଡ଼ିକ ତିନି ମହଲା ପୃଥକ ଭାବରେ ଥିଲା ଓ ଗୋଟିଏ ଉପରେ ଆଉ ଗୋଟିଏ ମହଲା ଥିଲା। ପ୍ରତ୍ୟେକ ମହଲାରେ ତିରି‌‌ଶ୍‌‌ଟି କୋଠରୀ ଥିଲା। କାନ୍ଥଟି ଥାକ ହୋଇ ନିର୍ମିତ ହୋଇଥିଲା। ପାର୍ଶ୍ୱ କୋଠରୀଗୁଡ଼ିକ ଥାକରେ ନିର୍ମିତ ହୋଇଥିଲା। କୋଠରୀଗୁଡ଼ିକର ଭାର ମନ୍ଦିର କାନ୍ଥରେ ରହିବା ପରିବର୍ତ୍ତେ ତାହା ସେଗୁଡ଼ିକ ଉପରେ ନ୍ୟସ୍ତ ଥିଲା।

Gade chapit la Kopi




ଯିହିଜିକଲ 41:6
6 Referans Kwoze  

ଆଉ, ସେ ସମୁଦାୟ ଗୃହକୁ ଲଗାଇ ପାଞ୍ଚ ପାଞ୍ଚ ହାତ ଉଚ୍ଚର ମହଲା ବନାଇଲେ ଓ ଏରସ କାଷ୍ଠ ଦ୍ୱାରା ଗୃହ ଉପରେ ସେହିସବୁର ଭାର ରହିଲା।


ଯେଉଁ ପରିତ୍ରାଣ ଶେଷକାଳରେ ପ୍ରକାଶିତ ହେବା ପାଇଁ ପ୍ରସ୍ତୁତ ହୋଇଅଛି, ସେଥିନିମନ୍ତେ ତୁମ୍ଭେମାନେ ଈଶ୍ବରଙ୍କ ଶକ୍ତିରେ ବିଶ୍ୱାସ ଦ୍ୱାରା ସୁରକ୍ଷିତ ହେଉଅଛ।


ତହୁଁ ସେ ମୋତେ ବାହାର ପ୍ରାଙ୍ଗଣକୁ ଆଣିଲେ, ଆଉ ଦେଖ, ପ୍ରାଙ୍ଗଣର ଚାରିଆଡ଼େ କେତେକ କୋଠରି ଓ ନିର୍ମିତ ଚଟାଣ ଥିଲା; ସେହି ଚଟାଣ ଉପରେ ତିରିଶ କୋଠରି ଥିଲା।


ତହୁଁ ସେ ଗୃହର କାନ୍ଥ ଛଅ ହାତ ଓ ଗୃହର ଚତୁର୍ଦ୍ଦିଗସ୍ଥିତ ପାର୍ଶ୍ୱସ୍ଥ ପ୍ରତ୍ୟେକ କୋଠରିର ପ୍ରସ୍ଥ ଚାରି ହାତ ଲେଖାଏଁ ମାପିଲେ।


କାରଣ ତାହା ତିନି ମହଲା ଥିଲା, ଆଉ ବାହାର ପ୍ରାଙ୍ଗଣର ସ୍ତମ୍ଭ ପରି ସେହି ସବୁରେ ସ୍ତମ୍ଭ ନ ଥିଲା; ଏଥିପାଇଁ ଭୂମିଠାରୁ ଉଚ୍ଚତମ କୋଠରିସବୁ ଅଧଃସ୍ଥିତ ଓ ମଧ୍ୟସ୍ଥିତ ଅପେକ୍ଷା ଅପ୍ରଶସ୍ତ ଥିଲା।


Swiv nou:

Piblisite


Piblisite