Biblia Todo Logo
Bib sou entènèt

- Piblisite -




ଯିହିଜିକଲ 41:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ପୁଣି, ପାର୍ଶ୍ୱସ୍ଥ କୋଠରି ସକଳ ଉଚ୍ଚତାରେ ଗୃହକୁ ବେଷ୍ଟନ କରୁ କରୁ ଅଧିକ ଅଧିକ ପ୍ରଶସ୍ତ ହେଲା; କାରଣ ଗୃହର ବେଷ୍ଟନ ଚତୁର୍ଦ୍ଦିଗରେ କ୍ରମଶଃ ଅଧିକ ଉଚ୍ଚ ହେଲା; ଏଥିପାଇଁ ଉଚ୍ଚତାର ଅନୁକ୍ରମେ ଗୃହ ଆହୁରି ଆହୁରି ପ୍ରଶସ୍ତ ହେଲା ଓ ନିମ୍ନତମ କୋଠରିରୁ ଉଚ୍ଚତମ କୋଠରିକୁ ଯିବାର ପଥ ମଧ୍ୟମ କୋଠରି ଦେଇ ଗଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 ପୁଣି, ପାର୍ଶ୍ଵସ୍ଥ କୋଠରିସକଳ ଉଚ୍ଚତାରେ ଗୃହକୁ ବେଷ୍ଟନ କରୁ କରୁ ଅଧିକ ଅଧିକ ପ୍ରଶସ୍ତ ହେଲା; କାରଣ ଗୃହର ବେଷ୍ଟନ ଚତୁର୍ଦ୍ଦିଗରେ କ୍ରମଶଃ ଅଧିକ ଉଚ୍ଚ ହେଲା; ଏଥିପାଇଁ ଉଚ୍ଚତାର ଅନୁକ୍ରମେ ଗୃହ ଆହୁରି ଆହୁରି ପ୍ରଶସ୍ତ ହେଲା ଓ ନିମ୍ନତମ କୋଠରିରୁ ଉଚ୍ଚତମ କୋଠରିକୁ ଯିବାର ପଥ ମଧ୍ୟମ କୋଠରି ଦେଇ ଗଲା।

Gade chapit la Kopi

ଓଡିଆ ବାଇବେଲ

7 ପୁଣି, ପାର୍ଶ୍ୱସ୍ଥ କୋଠରି ସକଳ ଉଚ୍ଚତାରେ ଗୃହକୁ ବେଷ୍ଟନ କରୁ କରୁ ଅଧିକ ଅଧିକ ପ୍ରଶସ୍ତ ହେଲା; କାରଣ ଗୃହର ବେଷ୍ଟନ ଚତୁର୍ଦ୍ଦିଗରେ କ୍ରମଶଃ ଅଧିକ ଉଚ୍ଚ ହେଲା; ଏଥିପାଇଁ ଉଚ୍ଚତାର ଅନୁକ୍ରମେ ଗୃହ ଆହୁରି ଆହୁରି ପ୍ରଶସ୍ତ ହେଲା ଓ ନିମ୍ନତମ କୋଠରିରୁ ଉଚ୍ଚତମ କୋଠରିକୁ ଯିବାର ପଥ ମଧ୍ୟମ କୋଠରି ଦେଇ ଗଲା।

Gade chapit la Kopi

ପବିତ୍ର ବାଇବଲ

7 ପୁଣି ପାର୍ଶ୍ୱସ୍ଥ କୋଠରୀସବୁ ଉଚ୍ଚତାରେ ମନ୍ଦିରକୁ ବେଷ୍ଟନ କରି ଅଧିକ ପ୍ରଶସ୍ତ ହେଲା। କାରଣ ମନ୍ଦିରର ବେଷ୍ଟନ ଚତୁର୍ଦ୍ଦିଗରେ କ୍ରମଶଃ ଅଧିକ ଉଚ୍ଚ ହେଲା। ଏଥିପାଇଁ ଉଚ୍ଚତାର ଅନୁକ୍ରମେ ମନ୍ଦିର ଆହୁରି ଆହୁରି ପ୍ରଶସ୍ତ ହେଲା। ଆଉ ନିମ୍ନତମ କୋଠରୀରୁ ଉଚ୍ଚତମ କୋଠରୀକୁ ଯିବାର ପଥ ମଧ୍ୟମ କୋଠରୀ ଦେଇଗଲା।

Gade chapit la Kopi




ଯିହିଜିକଲ 41:7
4 Referans Kwoze  

ମଧ୍ୟମ କୋଠରିମାନର ଦ୍ୱାର ଗୃହର ଦକ୍ଷିଣ ଭାଗରେ ଥିଲା; ପୁଣି, ଲୋକମାନେ ଘୂର୍ଣ୍ଣିତ ସୋପାନ ଦେଇ ମଧ୍ୟମ କୋଠରିକୁ ଓ ମଧ୍ୟମ କୋଠରିରୁ ତୃତୀୟ କୋଠରିକୁ ଚଢ଼ିଗଲେ।


ଅତଏବ ଆସ, ଆମ୍ଭେମାନେ ଖ୍ରୀଷ୍ଟଙ୍କ ବିଷୟକ ପ୍ରାଥମିକ ଶିକ୍ଷା ପରିତ୍ୟାଗ କରି ମୃତ କର୍ମରୁ ମନ-ପରିବର୍ତ୍ତନ, ଈଶ୍ବରଙ୍କଠାରେ ବିଶ୍ୱାସ,


ତାହା ତ ସବୁ ବୀଜଠାରୁ କ୍ଷୁଦ୍ର, ମାତ୍ର ତାହା ବଢ଼ିଲେ ସବୁ ଶାକଠାରୁ ବଡ଼ ହୋଇ ଏପରି ଗଛ ହୁଏ ଯେ, ଆକାଶର ଚଢ଼େଇମାନେ ଆସି ତାହାର ଡାଳରେ ବାସ କରନ୍ତି।”


ପୁଣି, ସେ ଗୃହର କାନ୍ଥ ଚାରିଆଡ଼େ, ଅର୍ଥାତ୍‍, ମନ୍ଦିର ଓ ମହାପବିତ୍ର ସ୍ଥାନର କାନ୍ଥକୁ ଲଗାଇ ଚାରିଆଡ଼େ ମହଲା ବନାଇଲେ ଓ ଚାରିଆଡ଼େ କୋଠରି ନିର୍ମାଣ କଲେ।


Swiv nou:

Piblisite


Piblisite