ଯିହିଜିକଲ 41:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ଆହୁରି, ମୁଁ ଦେଖିଲି ଯେ, ଗୃହର ଚତୁର୍ଦ୍ଦିଗରେ ଉଚ୍ଚୀକୃତ ଚଉତରା ଥିଲା; ପାର୍ଶ୍ୱସ୍ଥ କୋଠରିସକଳର ଭିତ୍ତିମୂଳ ଛଅ ହାତ ପରିମିତ ସମ୍ପୂର୍ଣ୍ଣ ଏକ ହାତ ଥିଲା। Gade chapit laପବିତ୍ର ବାଇବଲ (Re-edited) - (BSI)8 ଆହୁରି, ମୁଁ ଦେଖିଲି ଯେ, ଗୃହର ଚତୁର୍ଦ୍ଦିଗରେ ଉଚ୍ଚୀକୃତ ମେଜ୍ୟା ଥିଲା; ପାର୍ଶ୍ଵସ୍ଥ କୋଠରିସକଳର ଭିତ୍ତିମୂଳ ଛଅ ହାତ ପରିମିତ ସମ୍ପୂର୍ଣ୍ଣ ଏକ ନଳ ଥିଲା। Gade chapit laଓଡିଆ ବାଇବେଲ8 ଆହୁରି, ମୁଁ ଦେଖିଲି ଯେ, ଗୃହର ଚତୁର୍ଦ୍ଦିଗରେ ଉଚ୍ଚୀକୃତ ଚଉତରା ଥିଲା; ପାର୍ଶ୍ୱସ୍ଥ କୋଠରି ସକଳର ଭିତ୍ତିମୂଳ ଛଅ ହାତ ପରିମିତ ସମ୍ପୂର୍ଣ୍ଣ ଏକ ହାତ ଥିଲା। Gade chapit laପବିତ୍ର ବାଇବଲ8 ମୁଁ ଦେଖିଲି ଯେ ମନ୍ଦିରର ଚତୁର୍ଦ୍ଦିଗରେ ଉଚ୍ଚୀକୃତ ମେଜିଆ ଥିଲା। ପାର୍ଶ୍ୱସ୍ଥ କୋଠରୀଗୁଡ଼ିକର ମୂଳଭିତ୍ତି ଛଅହାତ ପରିମିତ ସମ୍ପୂର୍ଣ୍ଣ ଏକ ନଳ ଥିଲା। Gade chapit la |