ଯିହିଜିକଲ 42:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ତହିଁ ଉତ୍ତାରେ ସେ ମୋତେ ଉତ୍ତର ଦିଗସ୍ଥ ପଥରେ ବାହାର ପ୍ରାଙ୍ଗଣକୁ ଆଣିଲେ; ଆଉ, ପୃଥକ ସ୍ଥାନର ଓ ଗାନ୍ଥୁନୀର ନିକଟବର୍ତ୍ତୀ ଉତ୍ତର ଦିଗସ୍ଥ କୋଠରିରେ ଉପସ୍ଥିତ କରାଇଲେ। Gade chapit laପବିତ୍ର ବାଇବଲ (Re-edited) - (BSI)1 ତହିଁ ଉତ୍ତାରୁ ସେ ମୋତେ ଉତ୍ତରଦିଗସ୍ଥ ପଥରେ ବାହାର ପ୍ରାଙ୍ଗଣକୁ ଆଣିଲେ; ଆଉ, ପୃଥକ ସ୍ଥାନର ଓ ଗାନ୍ଥୁନୀର ନିକଟବର୍ତ୍ତୀ ଉତ୍ତର-ଦିଗସ୍ଥ କୋଠରିରେ ଉପସ୍ଥିତ କରାଇଲେ। Gade chapit laଓଡିଆ ବାଇବେଲ1 ତହିଁ ଉତ୍ତାରୁ ସେ ମୋତେ ଉତ୍ତରଦିଗସ୍ଥ ପଥରେ ବାହାର ପ୍ରାଙ୍ଗଣକୁ ଆଣିଲେ; ଆଉ, ପୃଥକ୍ ସ୍ଥାନର ଓ ଗାନ୍ଥୁନୀର ନିକଟବର୍ତ୍ତୀ ଉତ୍ତର-ଦିଗସ୍ଥ କୋଠରିରେ ଉପସ୍ଥିତ କରାଇଲେ। Gade chapit laପବିତ୍ର ବାଇବଲ1 ତା'ପରେ ସେ ମୋତେ ଉତ୍ତର ଦିଗସ୍ଥ ଦ୍ୱାର ଦେଇ ବାହାର ପ୍ରାଙ୍ଗଣକୁ ଆଣିଲେ। ଆଉ ନିଷେଦ୍ଧାଞ୍ଚଳରେ ଓ ପ୍ରାସାଦର ସମ୍ମୁଖବର୍ତ୍ତୀ ଉତ୍ତର ଦିଗସ୍ଥ କୋଠରୀରେ ଉପସ୍ଥିତ କରାଇଲେ। Gade chapit la |
ତହୁଁ ସେ ମୋତେ କହିଲେ, “ପୃଥକ ସ୍ଥାନର ଉତ୍ତର ଓ ଦକ୍ଷିଣ ଦିଗରେ ଯେଉଁ କୋଠରିମାନ ଅଛି, ସେହି ସବୁ ପବିତ୍ର କୋଠରି, ଯେଉଁ ଯାଜକମାନେ ସଦାପ୍ରଭୁଙ୍କର ନିକଟବର୍ତ୍ତୀ ଅଟନ୍ତି, ସେମାନେ ସେଠାରେ ମହାପବିତ୍ର ଦ୍ରବ୍ୟସକଳ ଭୋଜନ କରିବେ; ସେହି ସ୍ଥାନରେ ସେମାନେ ମହାପବିତ୍ର ଦ୍ରବ୍ୟସକଳ ଓ ଭକ୍ଷ୍ୟ ନୈବେଦ୍ୟ, ପାପାର୍ଥକ ବଳି ଓ ଦୋଷାର୍ଥକ ବଳି ରଖିବେ; କାରଣ ସେହି ସ୍ଥାନ ପବିତ୍ର ଅଟେ।