ଯିହିଜିକଲ 42:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ପ୍ରାଙ୍ଗଣ କାନ୍ଥର ପ୍ରଶସ୍ତ ଭାଗରେ ପୂର୍ବ ଦିଗରେ ପୃଥକ ସ୍ଥାନର ଓ ଗାନ୍ଥୁନୀର ସମ୍ମୁଖରେ କୋଠରି ଶ୍ରେଣୀ ଥିଲା। Gade chapit laପବିତ୍ର ବାଇବଲ (Re-edited) - (BSI)10 ପ୍ରାଙ୍ଗଣ କାନ୍ଥର ପ୍ରଶସ୍ତ ଭାଗରେ ପୂର୍ବ ଦିଗରେ ପୃଥକ ସ୍ଥାନର ଓ ଗାନ୍ଥୁନୀର ସମ୍ମୁଖରେ କୋଠରିଶ୍ରେଣୀ ଥିଲା। Gade chapit laଓଡିଆ ବାଇବେଲ10 ପ୍ରାଙ୍ଗଣ କାନ୍ଥର ପ୍ରଶସ୍ତ ଭାଗରେ ପୂର୍ବ ଦିଗରେ ପୃଥକ୍ ସ୍ଥାନର ଓ ଗାନ୍ଥୁନୀର ସମ୍ମୁଖରେ କୋଠରି ଶ୍ରେଣୀ ଥିଲା। Gade chapit laପବିତ୍ର ବାଇବଲ10 ପ୍ରବେଶ ପଥଟି ପ୍ରାଙ୍ଗଣ ପାଖରେ କାନ୍ଥର ଆରମ୍ଭ ବିନ୍ଦୁରେ ଥିଲା। ଦକ୍ଷିଣ ଦିଗରେ କୋଠରୀଗୁଡ଼ିକ ଥିଲା, ନିଷେଦ୍ଧାଞ୍ଚଳ ପାଖରେ ଏବଂ ଅନ୍ୟ ଗୃହର ଅନ୍ୟ ପାଖରେ ଥିଲା। ଏହି କୋଠରୀଗୁଡ଼ିକର ସମ୍ମୁଖରେ ଏଗାରଟି ପଥ ଥିଲା। Gade chapit la |
ତହୁଁ ସେ ମୋତେ କହିଲେ, “ପୃଥକ ସ୍ଥାନର ଉତ୍ତର ଓ ଦକ୍ଷିଣ ଦିଗରେ ଯେଉଁ କୋଠରିମାନ ଅଛି, ସେହି ସବୁ ପବିତ୍ର କୋଠରି, ଯେଉଁ ଯାଜକମାନେ ସଦାପ୍ରଭୁଙ୍କର ନିକଟବର୍ତ୍ତୀ ଅଟନ୍ତି, ସେମାନେ ସେଠାରେ ମହାପବିତ୍ର ଦ୍ରବ୍ୟସକଳ ଭୋଜନ କରିବେ; ସେହି ସ୍ଥାନରେ ସେମାନେ ମହାପବିତ୍ର ଦ୍ରବ୍ୟସକଳ ଓ ଭକ୍ଷ୍ୟ ନୈବେଦ୍ୟ, ପାପାର୍ଥକ ବଳି ଓ ଦୋଷାର୍ଥକ ବଳି ରଖିବେ; କାରଣ ସେହି ସ୍ଥାନ ପବିତ୍ର ଅଟେ।