ଯିହିଜିକଲ 42:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ଆଉ, ସେହି ସବୁର ସମ୍ମୁଖବର୍ତ୍ତୀ ପଥ ଉତ୍ତର ଦିଗାଭିମୁଖ କୋଠରିସକଳର ପଥ ପରି ଥିଲା; ସେହି ସବୁର ଦୀର୍ଘତା ପ୍ରମାଣରେ ପ୍ରସ୍ଥ ଥିଲା; ପୁଣି, ସେହି ସବୁର ନିର୍ଗମନ ସ୍ଥାନାନୁସାରେ ଗଠନ ଓ ଦ୍ୱାର ଥିଲା। Gade chapit laପବିତ୍ର ବାଇବଲ (Re-edited) - (BSI)11 ଆଉ, ସେସବୁର ସମ୍ମୁଖବର୍ତ୍ତୀ ପଥ ଉତ୍ତର ଦିଗାଭିମୁଖ କୋଠରି-ସକଳର ପଥ ପରି ଥିଲା; ସେସବୁର ଦୀର୍ଘତା ପ୍ରମାଣରେ ପ୍ରସ୍ଥ ଥିଲା; ପୁଣି, ସେସବୁର ନିର୍ଗମନ ସ୍ଥାନାନୁସାରେ ଗଠନ ଓ ଦ୍ଵାର ଥିଲା। Gade chapit laଓଡିଆ ବାଇବେଲ11 ଆଉ, ସେହି ସବୁର ସମ୍ମୁଖବର୍ତ୍ତୀ ପଥ ଉତ୍ତର ଦିଗାଭିମୁଖ କୋଠରି-ସକଳର ପଥ ପରି ଥିଲା; ସେହି ସବୁର ଦୀର୍ଘତା ପ୍ରମାଣରେ ପ୍ରସ୍ଥ ଥିଲା; ପୁଣି, ସେହି ସବୁର ନିର୍ଗମନ ସ୍ଥାନାନୁସାରେ ଗଠନ ଓ ଦ୍ୱାର ଥିଲା। Gade chapit laପବିତ୍ର ବାଇବଲ11 ସେଗୁଡ଼ିକ ଉତ୍ତର ଦିଗସ୍ଥ କୋଠରୀଗୁଡ଼ିକର ପରି ଥିଲା। ସେଗୁଡ଼ିକର ଦୈର୍ଘ୍ୟ ପ୍ରସ୍ଥ ସମାନ ଥିଲା। ଆଉ ଏକା ପ୍ରକାରର ଦ୍ୱାର ଥିଲା। Gade chapit la |
ପୁଣି, ସେମାନେ ଯଦି ଆପଣାମାନଙ୍କ କୃତ ସମସ୍ତ କର୍ମ ହେତୁ ଲଜ୍ଜିତ ହୁଅନ୍ତି, ତେବେ ସେମାନେ ଯେପରି ଗୃହର ସକଳ ଆକୃତି ଓ ତହିଁର ସମସ୍ତ ବିଧି ରକ୍ଷା କରି ତଦନୁସାରେ କର୍ମ କରିବେ, ଏଥିପାଇଁ ସେମାନଙ୍କୁ ଗୃହର ଆକାର, ତହିଁର ଗଠନ, ନିର୍ଗମନ-ସ୍ଥାନ ଓ ପ୍ରବେଶ ସ୍ଥାନ, ସକଳ ଆକୃତି ଓ ତହିଁର ସମସ୍ତ ବିଧି, ସମସ୍ତ ଆକୃତି ଓ ତହିଁର ସକଳ ବ୍ୟବସ୍ଥା ସେମାନଙ୍କୁ ଜ୍ଞାତ କରାଅ, ଆଉ ସେମାନଙ୍କ ସାକ୍ଷାତରେ ତାହା ଲେଖ।