ଯିହିଜିକଲ 42:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ପୁଣି, ଦକ୍ଷିଣ ଦିଗସ୍ଥିତ କୋଠରିସକଳର ଦ୍ୱାର ତୁଲ୍ୟ ପଥ ମୁଣ୍ଡରେ ଗୋଟିଏ ଦ୍ୱାର ଥିଲା; ସେହି ପଥ କାନ୍ଥର ସମ୍ମୁଖରେ, ଅର୍ଥାତ୍, ସେହି ସ୍ଥାନକୁ ଯିବା ଲୋକର ପୂର୍ବ ଦିଗରେ ପଡ଼ିଲା। Gade chapit laପବିତ୍ର ବାଇବଲ (Re-edited) - (BSI)12 ପୁଣି, ଦକ୍ଷିଣ ଦିଗସ୍ଥିତ କୋଠରିସକଳର ଦ୍ଵାର ତୁଲ୍ୟ ପଥ ମୁଣ୍ତରେ ଗୋଟିଏ ଦ୍ଵାର ଥିଲା; ସେହି ପଥ କାନ୍ଥର ସମ୍ମୁଖରେ, ଅର୍ଥାତ୍, ସେସ୍ଥାନକୁ ଯିବା ଲୋକର ପୂର୍ବ ଦିଗରେ ପଡ଼ିଲା। Gade chapit laଓଡିଆ ବାଇବେଲ12 ପୁଣି, ଦକ୍ଷିଣ ଦିଗସ୍ଥିତ କୋଠରି ସକଳର ଦ୍ୱାର ତୁଲ୍ୟ ପଥ ମୁଣ୍ଡରେ ଗୋଟିଏ ଦ୍ୱାର ଥିଲା; ସେହି ପଥ କାନ୍ଥର ସମ୍ମୁଖରେ, ଅର୍ଥାତ୍, ସେହି ସ୍ଥାନକୁ ଯିବା ଲୋକର ପୂର୍ବ ଦିଗରେ ପଡ଼ିଲା। Gade chapit laପବିତ୍ର ବାଇବଲ12 ପୁଣି ଦକ୍ଷିଣ ଦିଗସ୍ଥିତ କୋଠରୀଗୁଡ଼ିକର ଦ୍ୱାର ତୁଲ୍ୟ ପଥ ଶେଷରେ ଗୋଟିଏ ଦ୍ୱାର ଥିଲା। ସେହି ପଥ କାନ୍ଥର ସମ୍ମୁଖରେ ଅର୍ଥାତ୍ ଯିବା ଲୋକର ପୂର୍ବ ଦିଗରେ ପଡ଼ିଲା। Gade chapit la |