Biblia Todo Logo
Bib sou entènèt

- Piblisite -




ଯିହିଜିକଲ 42:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ସେ ପରିମାପକ ଦଣ୍ଡ ଦ୍ୱାର ପୂର୍ବ ପାର୍ଶ୍ୱ ମାପିଲେ, ପରିମାପକ ଦଣ୍ଡରେ ଚତୁର୍ଦ୍ଦିଗ ପାଞ୍ଚ ଶହ ଦଣ୍ଡ ହେଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

16 ସେ ପରିମାପକ ନଳ ଦ୍ଵାର ପୂର୍ବ ପାର୍ଶ୍ଵ ମାପିଲେ, ପରିମାପକ ନଳରେ ଚତୁର୍ଦ୍ଦିଗ ପାଞ୍ଚଶହ ନଳ ହେଲା।

Gade chapit la Kopi

ଓଡିଆ ବାଇବେଲ

16 ସେ ପରିମାପକ ଦଣ୍ଡ ଦ୍ୱାର ପୂର୍ବ ପାର୍ଶ୍ୱ ମାପିଲେ, ପରିମାପକ ଦଣ୍ଡରେ ଚତୁର୍ଦ୍ଦିଗ ପାଞ୍ଚଶହ ଦଣ୍ଡ ହେଲା।

Gade chapit la Kopi

ପବିତ୍ର ବାଇବଲ

16 ସେ ପରିମାପକ ନଳଦ୍ୱାରା ପୂର୍ବପାର୍ଶ୍ୱ ମାପିଲେ। ଏହା ଦୈର୍ଘ୍ୟ 500 ହାତ ହେଲା।

Gade chapit la Kopi




ଯିହିଜିକଲ 42:16
5 Referans Kwoze  

ସେ ମୋତେ ସେହି ସ୍ଥାନକୁ ନେଇଗଲେ, ଆଉ ଦେଖ, ସେଠାରେ ଏକ ପୁରୁଷ ଥିଲେ, ପିତ୍ତଳର ଆଭା ତୁଲ୍ୟ ତାଙ୍କର ଆଭା, ତାଙ୍କ ହସ୍ତରେ ଛଣପଟର ଏକ ରଜ୍ଜୁ ଓ ପରିମାପକ ଏକ ନଳ ଥିଲା ଓ ସେ ଦ୍ୱାରରେ ଠିଆ ହୋଇଥିଲେ।


ଏଥିଉତ୍ତାରେ ମୁଁ ଚକ୍ଷୁ ମେଲି ଅନାଇଲି, ଆଉ ଦେଖ, ଆପଣା ହସ୍ତରେ ପରିମାପକ ରଜ୍ଜୁଧାରୀ ଏକ ପୁରୁଷକୁ ଦେଖିଲି।


ସେ ଉତ୍ତର ପାର୍ଶ୍ୱ ମାପିଲେ, ପରିମାପକ ଦଣ୍ଡରେ ଚତୁର୍ଦ୍ଦିଗ ପାଞ୍ଚ ଶହ ଦଣ୍ଡ ହେଲା।


ଆହୁରି, ଯେଉଁ ସମୟରେ ତୁମ୍ଭେମାନେ ଉତ୍ତରାଧିକାର ନିମନ୍ତେ ଗୁଲିବାଣ୍ଟ ଦ୍ୱାରା ଦେଶ ବିଭାଗ କରିବ, ସେହି ସମୟରେ ଦେଶର ଏକ ପବିତ୍ର ଅଂଶ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉପହାର ରୂପେ ଉତ୍ସର୍ଗ କରିବ; ତହିଁର ଦୀର୍ଘତା ପଚିଶ ହଜାର ଓ ପ୍ରସ୍ଥ ଦଶ ହଜାର ହାତ ହେବ; ତାହା ଚତୁର୍ଦ୍ଦିଗରେ ତହିଁର ସମସ୍ତ ସୀମା ମଧ୍ୟରେ ପବିତ୍ର ହେବ।


Swiv nou:

Piblisite


Piblisite