Biblia Todo Logo
Bib sou entènèt

- Piblisite -




ଯିହିଜିକଲ 42:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ଭିତର ପ୍ରାଙ୍ଗଣର କୋଡ଼ିଏ ହାତ ସମ୍ମୁଖରେ ଓ ବାହାର ପ୍ରାଙ୍ଗଣର ଚଟାଣର ସମ୍ମୁଖରେ ତୃତୀୟ ମହଲାରେ ଲଗାଲଗି ହୋଇ ଅପ୍ରଶସ୍ତ ବାରଣ୍ଡା ଥିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ଭିତର ପ୍ରାଙ୍ଗଣର କୋଡ଼ିଏ ହାତ ସମ୍ମୁଖରେ ଓ ବାହାର ପ୍ରାଙ୍ଗଣର ଚଟାଣର ସମ୍ମୁଖରେ ତୃତୀୟ ମହଲାରେ ଲଗାଲଗି ହୋଇ ଅପ୍ରଶସ୍ତ ବରଣ୍ତା ଥିଲା।

Gade chapit la Kopi

ଓଡିଆ ବାଇବେଲ

3 ଭିତର ପ୍ରାଙ୍ଗଣର କୋଡ଼ିଏ ହାତ ସମ୍ମୁଖରେ ଓ ବାହାର ପ୍ରାଙ୍ଗଣର ଚଟାଣର ସମ୍ମୁଖରେ ତୃତୀୟ ମହଲାରେ ଲଗାଲଗି ହୋଇ ଅପ୍ରଶସ୍ତ ବାରଣ୍ଡା ଥିଲା।

Gade chapit la Kopi

ପବିତ୍ର ବାଇବଲ

3 ଭିତର ପ୍ରାଙ୍ଗଣରେ କୋଡ଼ିଏ ହାତ ସମ୍ମୁଖରେ ଓ ବାହାର ପ୍ରାଙ୍ଗଣର ମନ୍ଦିର ସମ୍ମୁଖରେ ତୃତୀୟ ମହଲାରେ ଲଗାଲଗି ହୋଇ ଅପ୍ରଶସ୍ତ ବାରଣ୍ଡା ଥିଲା।

Gade chapit la Kopi




ଯିହିଜିକଲ 42:3
7 Referans Kwoze  

କୋଠରିସକଳର ମଧ୍ୟରେ ଗୃହର ଚାରିଆଡ଼େ କୋଡ଼ିଏ ହାତ ପ୍ରସ୍ଥ ସ୍ଥାନ ଥିଲା।


ଉପରିସ୍ଥ କୋଠରି ସକଳ ଛୋଟ ଥିଲା; କାରଣ ଗାନ୍ଥୁନୀର ଅଧଃସ୍ଥିତ ଓ ମଧ୍ୟସ୍ଥିତ କୋଠରି ଅପେକ୍ଷା ଅପ୍ରଶସ୍ତ ବାରଣ୍ଡାସବୁ ତହିଁରୁ ଅଧିକ ସ୍ଥାନ ଘେନିଲା।


ତୁମ୍ଭ ମସ୍ତକ କର୍ମିଲ ପର୍ବତ ତୁଲ୍ୟ, ପୁଣି ତୁମ୍ଭ ମସ୍ତକର କେଶ ବାଇଗଣିଆ ରଙ୍ଗ ତୁଲ୍ୟ; ତହିଁର ବେଣୀ-ପାଶରେ ରାଜା ବନ୍ଦୀ ରୂପେ ଧୃତ ଅଟନ୍ତି।


ଏରସ କାଷ୍ଠ ଆମ୍ଭମାନଙ୍କ ଗୃହର କଡ଼ି ଓ ଦେବଦାରୁ କାଷ୍ଠ ଆମ୍ଭମାନଙ୍କର ବରଗା।


ଆଉ ଅଗ୍ନି ଓହ୍ଲାଇବା ବେଳେ ଓ ଗୃହ ଉପରେ ସଦାପ୍ରଭୁଙ୍କ ପ୍ରତାପ ଅବସ୍ଥିତି କରିବା ବେଳେ ସମଗ୍ର ଇସ୍ରାଏଲ ସନ୍ତାନ ତାହା ଦେଖିଲେ ଓ ସେମାନେ ଚଟାଣ ଉପରେ ଭୂମିରେ ମୁହଁ ମାଡ଼ି ପଡ଼ି ପ୍ରଣାମ କଲେ, ପୁଣି ସଦାପ୍ରଭୁଙ୍କର ଧନ୍ୟବାଦ କରି କହିଲେ, “ସେ ମଙ୍ଗଳମୟ, ତାହାଙ୍କର କରୁଣା ସଦାକାଳସ୍ଥାୟୀ।”


Swiv nou:

Piblisite


Piblisite