Biblia Todo Logo
Bib sou entènèt

- Piblisite -




ଯିହିଜିକଲ 42:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ପୁଣି, କୋଠରିସକଳର ସମ୍ମୁଖରେ ଭିତର ଆଡ଼େ ଦଶ ହାତ ପ୍ରସ୍ଥର ଏକ ପଥ ଓ ଏକ ହାତ ପ୍ରସ୍ଥ ଏକ ପଥ ଥିଲା ଓ ସକଳର ଦ୍ୱାର ଉତ୍ତର ଆଡ଼େ ଥିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ପୁଣି, କୋଠରିସକଳର ସମ୍ମୁଖରେ ଭିତର ଆଡ଼େ ଦଶ ହାତ ପ୍ରସ୍ଥର ଏକ ପଥ ଓ ଏକ ହାତ ପ୍ରସ୍ଥ ଏକ ପଥ ଥିଲା ଓ ସକଳର ଦ୍ଵାର ଉତ୍ତର ଆଡ଼େ ଥିଲା।

Gade chapit la Kopi

ଓଡିଆ ବାଇବେଲ

4 ପୁଣି, କୋଠରି ସକଳର ସମ୍ମୁଖରେ ଭିତର ଆଡ଼େ ଦଶ ହାତ ପ୍ରସ୍ଥର ଏକ ପଥ ଓ ଏକ ହାତ ପ୍ରସ୍ଥ ଏକ ପଥ ଥିଲା ଓ ସକଳର ଦ୍ୱାର ଉତ୍ତର ଆଡ଼େ ଥିଲା।

Gade chapit la Kopi

ପବିତ୍ର ବାଇବଲ

4 କୋଠରୀଗୁଡ଼ିକର ସମ୍ମୁଖରେ ଦଶ ହାତ ପ୍ରସ୍ଥର ଏକ ପଥ ଥିଲା ଓ ସମସ୍ତ ଦ୍ୱାର ଉତ୍ତର ଆଡ଼େ ଥିଲା।

Gade chapit la Kopi




ଯିହିଜିକଲ 42:4
5 Referans Kwoze  

ଏଉତ୍ତାରେ ସେ ଦ୍ୱାର ପାର୍ଶ୍ୱସ୍ଥ ପ୍ରବେଶ ପଥ ଦେଇ ମୋତେ ଯାଜକମାନଙ୍କର ଉତ୍ତରାଭିମୁଖ ପବିତ୍ର କୋଠରି-ଶ୍ରେଣୀକୁ ଆଣିଲେ; ଆଉ ଦେଖ, ସେଠାରେ ପଶ୍ଚିମ ଦିଗର ପଶ୍ଚାତ ଭାଗରେ ଏକ ସ୍ଥାନ ଥିଲା।


“ସଂକୀର୍ଣ୍ଣ ଦ୍ୱାର ଦେଇ ପ୍ରବେଶ କରିବାକୁ ପ୍ରାଣପଣ କର, କାରଣ ମୁଁ ତୁମ୍ଭମାନଙ୍କୁ କହୁଅଛି, ଅନେକ ପ୍ରବେଶ କରିବା ନିମନ୍ତେ ଚେଷ୍ଟା କରିବେ, କିନ୍ତୁ ପାରିବେ ନାହିଁ।


ଆଉ ଜୀବନକୁ ନେଇଯିବା ଦ୍ୱାର ସଂକୀର୍ଣ୍ଣ ଓ ପଥ ଦୁର୍ଗମ, ପୁଣି, ତାହାର ସନ୍ଧାନ ପାଇବା ଲୋକେ ଅଳ୍ପ।


ତହିଁ ଉତ୍ତାରେ ସେ ମୋତେ ଉତ୍ତର ଦିଗସ୍ଥ ପଥରେ ବାହାର ପ୍ରାଙ୍ଗଣକୁ ଆଣିଲେ; ଆଉ, ପୃଥକ ସ୍ଥାନର ଓ ଗାନ୍ଥୁନୀର ନିକଟବର୍ତ୍ତୀ ଉତ୍ତର ଦିଗସ୍ଥ କୋଠରିରେ ଉପସ୍ଥିତ କରାଇଲେ।


ଆଉ, ସେହି ସବୁର ସମ୍ମୁଖବର୍ତ୍ତୀ ପଥ ଉତ୍ତର ଦିଗାଭିମୁଖ କୋଠରିସକଳର ପଥ ପରି ଥିଲା; ସେହି ସବୁର ଦୀର୍ଘତା ପ୍ରମାଣରେ ପ୍ରସ୍ଥ ଥିଲା; ପୁଣି, ସେହି ସବୁର ନିର୍ଗମନ ସ୍ଥାନାନୁସାରେ ଗଠନ ଓ ଦ୍ୱାର ଥିଲା।


Swiv nou:

Piblisite


Piblisite