Biblia Todo Logo
Bib sou entènèt

- Piblisite -




ଯିହିଜିକଲ 42:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ଉପରିସ୍ଥ କୋଠରି ସକଳ ଛୋଟ ଥିଲା; କାରଣ ଗାନ୍ଥୁନୀର ଅଧଃସ୍ଥିତ ଓ ମଧ୍ୟସ୍ଥିତ କୋଠରି ଅପେକ୍ଷା ଅପ୍ରଶସ୍ତ ବାରଣ୍ଡାସବୁ ତହିଁରୁ ଅଧିକ ସ୍ଥାନ ଘେନିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ଉପରିସ୍ଥ କୋଠରିସକଳ ଛୋଟ ଥିଲା; କାରଣ ଗାନ୍ଥୁନୀର ଅଧଃସ୍ଥିତ ଓ ମଧ୍ୟସ୍ଥିତ କୋଠରି ଅପେକ୍ଷା ଅପ୍ରଶସ୍ତ ବରଣ୍ତାସବୁ ତହିଁରୁ ଅଧିକ ସ୍ଥାନ ଘେନିଲା।

Gade chapit la Kopi

ଓଡିଆ ବାଇବେଲ

5 ଉପରିସ୍ଥ କୋଠରି ସକଳ ଛୋଟ ଥିଲା; କାରଣ ଗାନ୍ଥୁନୀର ଅଧଃସ୍ଥିତ ଓ ମଧ୍ୟସ୍ଥିତ କୋଠରି ଅପେକ୍ଷା ଅପ୍ରଶସ୍ତ ବାରଣ୍ଡାସବୁ ତହିଁରୁ ଅଧିକ ସ୍ଥାନ ଘେନିଲା।

Gade chapit la Kopi

ପବିତ୍ର ବାଇବଲ

5-6 ଉପରିସ୍ଥ କୋଠରୀଗୁଡ଼ିକ ଛୋଟ ଥିଲା। କାରଣ ପ୍ରାସାଦର ଅଧଃସ୍ଥିତ ଓ ମଧ୍ୟସ୍ଥିତ କୋଠରୀ ଅପେକ୍ଷା ଅପ୍ରଶସ୍ତ ବାରଣ୍ଡାସବୁ ତହିଁରୁ ଅଧିକ ସ୍ଥାନ ନେଇଥିଲା। କାରଣ ତାହା ତିନି ମହଲା ଥିଲା। ଆଉ ବାହାର ପ୍ରାଙ୍ଗଣର ସ୍ତମ୍ଭ ପରି ସେସବୁରେ ସ୍ତମ୍ଭ ନ ଥିଲା। ଏଥିପାଇଁ ଭୂମିଠାରୁ ଉଚ୍ଚତମ ଅଧଃସ୍ଥିତ ଓ ମଧ୍ୟସ୍ଥିତ ଅପେକ୍ଷା ଅପ୍ରଶସ୍ଥ ଥିଲା।

Gade chapit la Kopi




ଯିହିଜିକଲ 42:5
4 Referans Kwoze  

ପୁଣି, ପାର୍ଶ୍ୱସ୍ଥ କୋଠରି ସକଳ ଉଚ୍ଚତାରେ ଗୃହକୁ ବେଷ୍ଟନ କରୁ କରୁ ଅଧିକ ଅଧିକ ପ୍ରଶସ୍ତ ହେଲା; କାରଣ ଗୃହର ବେଷ୍ଟନ ଚତୁର୍ଦ୍ଦିଗରେ କ୍ରମଶଃ ଅଧିକ ଉଚ୍ଚ ହେଲା; ଏଥିପାଇଁ ଉଚ୍ଚତାର ଅନୁକ୍ରମେ ଗୃହ ଆହୁରି ଆହୁରି ପ୍ରଶସ୍ତ ହେଲା ଓ ନିମ୍ନତମ କୋଠରିରୁ ଉଚ୍ଚତମ କୋଠରିକୁ ଯିବାର ପଥ ମଧ୍ୟମ କୋଠରି ଦେଇ ଗଲା।


ଏଥିଉତ୍ତାରେ ପୃଥକ ସ୍ଥାନର ସମ୍ମୁଖସ୍ଥିତ ଗୃହର ଦୀର୍ଘତା, ଅର୍ଥାତ୍‍, ତାହାର ପଶ୍ଚାତ ଭାଗରେ ଯାହା ଥିଲା, ତାହା ଓ ଏପାଖେ ସେପାଖେ ତହିଁର ଅପ୍ରଶସ୍ତ ବାରଣ୍ଡା ଶହେ ହାତ ମାପିଲେ; ଆଉ, ଭିତର ମନ୍ଦିର ଓ ପ୍ରାଙ୍ଗଣର ବାରଣ୍ଡା (ମାପିଲେ);


ଭିତର ପ୍ରାଙ୍ଗଣର କୋଡ଼ିଏ ହାତ ସମ୍ମୁଖରେ ଓ ବାହାର ପ୍ରାଙ୍ଗଣର ଚଟାଣର ସମ୍ମୁଖରେ ତୃତୀୟ ମହଲାରେ ଲଗାଲଗି ହୋଇ ଅପ୍ରଶସ୍ତ ବାରଣ୍ଡା ଥିଲା।


କାରଣ ତାହା ତିନି ମହଲା ଥିଲା, ଆଉ ବାହାର ପ୍ରାଙ୍ଗଣର ସ୍ତମ୍ଭ ପରି ସେହି ସବୁରେ ସ୍ତମ୍ଭ ନ ଥିଲା; ଏଥିପାଇଁ ଭୂମିଠାରୁ ଉଚ୍ଚତମ କୋଠରିସବୁ ଅଧଃସ୍ଥିତ ଓ ମଧ୍ୟସ୍ଥିତ ଅପେକ୍ଷା ଅପ୍ରଶସ୍ତ ଥିଲା।


Swiv nou:

Piblisite


Piblisite