Biblia Todo Logo
Bib sou entènèt

- Piblisite -




ଯିହିଜିକଲ 42:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 କାରଣ ତାହା ତିନି ମହଲା ଥିଲା, ଆଉ ବାହାର ପ୍ରାଙ୍ଗଣର ସ୍ତମ୍ଭ ପରି ସେହି ସବୁରେ ସ୍ତମ୍ଭ ନ ଥିଲା; ଏଥିପାଇଁ ଭୂମିଠାରୁ ଉଚ୍ଚତମ କୋଠରିସବୁ ଅଧଃସ୍ଥିତ ଓ ମଧ୍ୟସ୍ଥିତ ଅପେକ୍ଷା ଅପ୍ରଶସ୍ତ ଥିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 କାରଣ ତାହା ତିନି ମହଲା ଥିଲା, ଆଉ ବାହାର ପ୍ରାଙ୍ଗଣର ସ୍ତମ୍ଭ ପରି ସେସବୁରେ ସ୍ତମ୍ଭ ନ ଥିଲା; ଏଥିପାଇଁ ଭୂମିଠାରୁ ଉଚ୍ଚତମ କୋଠରିସବୁ ଅଧଃସ୍ଥିତ ଓ ମଧ୍ୟସ୍ଥିତ ଅପେକ୍ଷା ଅପ୍ରଶସ୍ତ ଥିଲା।

Gade chapit la Kopi

ଓଡିଆ ବାଇବେଲ

6 କାରଣ ତାହା ତିନି ମହଲା ଥିଲା, ଆଉ ବାହାର ପ୍ରାଙ୍ଗଣର ସ୍ତମ୍ଭ ପରି ସେହି ସବୁରେ ସ୍ତମ୍ଭ ନ ଥିଲା; ଏଥିପାଇଁ ଭୂମିଠାରୁ ଉଚ୍ଚତମ କୋଠରିସବୁ ଅଧଃସ୍ଥିତ ଓ ମଧ୍ୟସ୍ଥିତ ଅପେକ୍ଷା ଅପ୍ରଶସ୍ତ ଥିଲା।

Gade chapit la Kopi




ଯିହିଜିକଲ 42:6
3 Referans Kwoze  

ପୁଣି, ଏକ ମହଲା ଉପରେ ଅନ୍ୟ ମହଲା, ଏହିରୂପେ ପାର୍ଶ୍ୱସ୍ଥ କୋଠରି ସକଳ ତିନି ମହଲା ଓ ଏକ ଏକ ଶ୍ରେଣୀରେ ତିରିଶ କୋଠରି ଥିଲା; ଆଉ, ପାର୍ଶ୍ୱସ୍ଥ କୋଠରି ସକଳ ନିମନ୍ତେ ଗୃହର ଚାରିଆଡ଼େ ଭିତ୍ତି ଥିଲା; କୋଠରି ସକଳ ତହିଁ ଉପରେ ନିର୍ଭର କଲା, ଗୃହର କାନ୍ଥ ଉପରେ ନିର୍ଭର କଲା ନାହିଁ।


ମଧ୍ୟମ କୋଠରିମାନର ଦ୍ୱାର ଗୃହର ଦକ୍ଷିଣ ଭାଗରେ ଥିଲା; ପୁଣି, ଲୋକମାନେ ଘୂର୍ଣ୍ଣିତ ସୋପାନ ଦେଇ ମଧ୍ୟମ କୋଠରିକୁ ଓ ମଧ୍ୟମ କୋଠରିରୁ ତୃତୀୟ କୋଠରିକୁ ଚଢ଼ିଗଲେ।


ଉପରିସ୍ଥ କୋଠରି ସକଳ ଛୋଟ ଥିଲା; କାରଣ ଗାନ୍ଥୁନୀର ଅଧଃସ୍ଥିତ ଓ ମଧ୍ୟସ୍ଥିତ କୋଠରି ଅପେକ୍ଷା ଅପ୍ରଶସ୍ତ ବାରଣ୍ଡାସବୁ ତହିଁରୁ ଅଧିକ ସ୍ଥାନ ଘେନିଲା।


Swiv nou:

Piblisite


Piblisite