Biblia Todo Logo
Bib sou entènèt

- Piblisite -




ଯିହିଜିକଲ 42:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ପୁଣି, ବାହାର ପ୍ରାଙ୍ଗଣରୁ ସେହି ସବୁ କୋଠରିକୁ ଗଲା ବେଳେ ପୂର୍ବ ଦିଗରେ ତହିଁର ତଳରେ ପ୍ରବେଶ ସ୍ଥାନ ପଡ଼ିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 ପୁଣି, ବାହାର ପ୍ରାଙ୍ଗଣରୁ ସେସବୁ କୋଠରିକୁ ଗଲା ବେଳେ ପୂର୍ବ ଦିଗରେ ତହିଁର ତଳରେ ପ୍ରବେଶ-ସ୍ଥାନ ପଡ଼ିଲା।

Gade chapit la Kopi

ଓଡିଆ ବାଇବେଲ

9 ପୁଣି, ବାହାର ପ୍ରାଙ୍ଗଣରୁ ସେହି ସବୁ କୋଠରିକୁ ଗଲା ବେଳେ ପୂର୍ବ ଦିଗରେ ତହିଁର ତଳରେ ପ୍ରବେଶ-ସ୍ଥାନ ପଡ଼ିଲା।

Gade chapit la Kopi

ପବିତ୍ର ବାଇବଲ

9 ପୁଣି ବାହାର ପ୍ରାଙ୍ଗଣରୁ କୋଠରୀଗୁଡ଼ିକୁ ଗଲାବେଳେ ପୂର୍ବ ଦିଗରେ ତହିଁର ତଳେ ପ୍ରବେଶ ସ୍ଥାନ ଥିଲା।

Gade chapit la Kopi




ଯିହିଜିକଲ 42:9
2 Referans Kwoze  

ଏଉତ୍ତାରେ ସେ ଦ୍ୱାର ପାର୍ଶ୍ୱସ୍ଥ ପ୍ରବେଶ ପଥ ଦେଇ ମୋତେ ଯାଜକମାନଙ୍କର ଉତ୍ତରାଭିମୁଖ ପବିତ୍ର କୋଠରି-ଶ୍ରେଣୀକୁ ଆଣିଲେ; ଆଉ ଦେଖ, ସେଠାରେ ପଶ୍ଚିମ ଦିଗର ପଶ୍ଚାତ ଭାଗରେ ଏକ ସ୍ଥାନ ଥିଲା।


ପୁଣି, ସଦାପ୍ରଭୁ ମୋତେ କହିଲେ, “ହେ ମନୁଷ୍ୟ-ସନ୍ତାନ, ସଦାପ୍ରଭୁଙ୍କ ଗୃହର ସକଳ ବିଧି ଓ ତହିଁର ସକଳ ବ୍ୟବସ୍ଥା ବିଷୟରେ ଯାହା ଯାହା ଆମ୍ଭେ ତୁମ୍ଭକୁ କହିଅଛୁ, ତୁମ୍ଭେ ଉତ୍ତମ ରୂପେ ମନୋଯୋଗ କରି ତାହା ଆପଣା ଚକ୍ଷୁରେ ଦେଖ ଓ ଆପଣା କର୍ଣ୍ଣରେ ଶୁଣ ଓ ଗୃହରେ ପ୍ରବେଶ କରିବାର ଓ ପବିତ୍ର ସ୍ଥାନରୁ ବାହାରିବାର ସକଳ ବିଷୟରେ ଉତ୍ତମ ରୂପେ ମନୋଯୋଗ କର।


Swiv nou:

Piblisite


Piblisite