Biblia Todo Logo
Bib sou entènèt

- Piblisite -




ଯିହିଜିକଲ 43:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ପୁଣି, ଗୃହ ମଧ୍ୟରୁ ଏକ ଜଣ ମୋତେ କହିବାର ଶୁଣିଲି ଓ ଏକ ବ୍ୟକ୍ତି ମୋʼ ପାଖରେ ଠିଆ ହେଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 ପୁଣି, ଗୃହ ମଧ୍ୟରୁ ଏକଜଣ ମୋତେ କହିବାର ଶୁଣିଲି ଓ ଏକ ବ୍ୟକ୍ତି ମୋʼ ପାଖରେ ଠିଆ ହେଲେ।

Gade chapit la Kopi

ଓଡିଆ ବାଇବେଲ

6 ପୁଣି, ଗୃହ ମଧ୍ୟରୁ ଏକଜଣ ମୋତେ କହିବାର ଶୁଣିଲି ଓ ଏକ ବ୍ୟକ୍ତି ମୋ’ ପାଖରେ ଠିଆ ହେଲେ।

Gade chapit la Kopi

ପବିତ୍ର ବାଇବଲ

6 ତା'ପରେ କେହି ଜଣେ ମୋତେ କହିବାର ମୁଁ ଶୁଣିଲି, ଯେତେବେଳେ ଲୋକଟି ମୋ’ ପାଖରେ ଛିଡ଼ା ହେଉଥିଲେ।

Gade chapit la Kopi




ଯିହିଜିକଲ 43:6
7 Referans Kwoze  

ସେ ମୋତେ ସେହି ସ୍ଥାନକୁ ନେଇଗଲେ, ଆଉ ଦେଖ, ସେଠାରେ ଏକ ପୁରୁଷ ଥିଲେ, ପିତ୍ତଳର ଆଭା ତୁଲ୍ୟ ତାଙ୍କର ଆଭା, ତାଙ୍କ ହସ୍ତରେ ଛଣପଟର ଏକ ରଜ୍ଜୁ ଓ ପରିମାପକ ଏକ ନଳ ଥିଲା ଓ ସେ ଦ୍ୱାରରେ ଠିଆ ହୋଇଥିଲେ।


ତତ୍ପରେ ମୁଁ ମନ୍ଦିର ମଧ୍ୟରୁ ଗୋଟିଏ ଉଚ୍ଚସ୍ୱର ଶୁଣିଲି, ତାହା ସପ୍ତ ଦୂତଙ୍କୁ କହିଲା, ଯାଅ, ଈଶ୍ବରଙ୍କ କ୍ରୋଧର ସପ୍ତ ପାତ୍ର ପୃଥିବୀ ଉପରେ ଢାଳ।


ନଗରରୁ କଳହର ରବ, ମନ୍ଦିରରୁ ରବ, ଯେ ଆପଣା ଶତ୍ରୁମାନଙ୍କୁ ପ୍ରତିଫଳ ଦିଅନ୍ତି, ସେହି ସଦାପ୍ରଭୁଙ୍କର ରବ!


ଏଥିଉତ୍ତାରେ ସଦାପ୍ରଭୁ ସମାଗମ-ତମ୍ବୁରୁ ମୋଶାଙ୍କୁ ଡାକି କହିଲେ,


ପୁଣି, ସେମାନଙ୍କ ମସ୍ତକର ଉପରିସ୍ଥ ଶୂନ୍ୟର ଊର୍ଦ୍ଧ୍ୱରେ ନୀଳକାନ୍ତମଣି ସଦୃଶ ଏକ ସିଂହାସନର ଆକୃତି ଥିଲା; ଆଉ, ସେହି ସିଂହାସନର ଆକୃତି ଉପରେ ମନୁଷ୍ୟ ସଦୃଶ୍ୟ ଏକ ଆକୃତି ତହିଁର ଊର୍ଦ୍ଧ୍ୱ ଭାଗରେ ଥିଲା।


ଆଉ ଆମ୍ଭେ ସେହି ସ୍ଥାନରେ ତୁମ୍ଭ ସହିତ ସାକ୍ଷାତ କରିବା ଓ ପାପାଚ୍ଛାଦନର ଉପରି ଭାଗରୁ, ଅର୍ଥାତ୍‍, ସାକ୍ଷ୍ୟ-ସିନ୍ଦୁକର ଉପରିସ୍ଥ କିରୂବ ଦ୍ୱୟ ମଧ୍ୟରୁ ତୁମ୍ଭ ସଙ୍ଗେ ଆଳାପ କରି ଇସ୍ରାଏଲ-ସନ୍ତାନଗଣ ବିଷୟକ ଆମ୍ଭର ସମସ୍ତ ଆଜ୍ଞା ତୁମ୍ଭକୁ ଜଣାଇବା।


ଏହା ସମାଗମ-ତମ୍ବୁର ଦ୍ୱାର ନିକଟରେ ସଦାପ୍ରଭୁଙ୍କ ସମ୍ମୁଖରେ ତୁମ୍ଭମାନଙ୍କର ପୁରୁଷାନୁକ୍ରମେ ନିତ୍ୟ (କର୍ତ୍ତବ୍ୟ) ହୋମ ହେବ; ସେହି ସ୍ଥାନରେ ଆମ୍ଭେ ତୁମ୍ଭ ସହିତ ଆଳାପ କରିବା ନିମନ୍ତେ ତୁମ୍ଭମାନଙ୍କ ସହିତ ସାକ୍ଷାତ କରିବା।


Swiv nou:

Piblisite


Piblisite