ଯିହିଜିକଲ 44:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଏଉତ୍ତାରେ ସେ ମୋତେ ପବିତ୍ର ସ୍ଥାନର ପୂର୍ବାଭିମୁଖ ବାହାର ଦ୍ୱାର ବାଟରେ ଫେରାଇ ଆଣିଲେ, ପୁଣି, ଦ୍ୱାର ବନ୍ଦ ଥିଲା। Gade chapit laପବିତ୍ର ବାଇବଲ (Re-edited) - (BSI)1 ଏଉତ୍ତାରେ ସେ ମୋତେ ପବିତ୍ର ସ୍ଥାନର ପୂର୍ବାଭିମୁଖ ବାହାର ଦ୍ଵାର ବାଟରେ ଫେରାଇ ଆଣିଲେ, ପୁଣି ଦ୍ଵାର ବନ୍ଦ ଥିଲା। Gade chapit laଓଡିଆ ବାଇବେଲ1 ଏଉତ୍ତାରେ ସେ ମୋତେ ପବିତ୍ର ସ୍ଥାନର ପୂର୍ବାଭିମୁଖ ବାହାର ଦ୍ୱାର ବାଟରେ ଫେରାଇ ଆଣିଲେ, ପୁଣି, ଦ୍ୱାର ବନ୍ଦ ଥିଲା। Gade chapit laପବିତ୍ର ବାଇବଲ1 ତା'ପରେ ସେ ମୋତେ ପବିତ୍ର ସ୍ଥାନର ପୂର୍ବାଭିମୁଖ ବାହାର ଫାଟକ ବାଟରେ ଫେରାଇ ଆଣିଲେ। Gade chapit la |
ପୁଣି, ଅଧିପତି ଯେତେବେଳେ ସ୍ଵେଚ୍ଛାଦତ୍ତ ଉପହାର, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମବଳି ଅବା ମଙ୍ଗଳାର୍ଥକ ବଳି ସ୍ଵେଚ୍ଛାଦତ୍ତ ଉପହାର ରୂପେ ଉତ୍ସର୍ଗ କରିବେ, ସେତେବେଳେ ତାଙ୍କ ପାଇଁ ପୂର୍ବାଭିମୁଖ ଦ୍ୱାର ଫିଟାଯିବ, ଆଉ ସେ ବିଶ୍ରାମ ଦିନରେ ଯେପରି କରନ୍ତି, ସେହିପରି ଆପଣା ହୋମବଳି ଓ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କରିବେ। ତହୁଁ ସେ ବାହାରି ଯିବେ ଓ ବାହାରିଗଲା ଉତ୍ତାରେ ଦ୍ୱାର ବନ୍ଦ କରାଯିବ।