Biblia Todo Logo
Bib sou entènèt

- Piblisite -




ଯିହିଜିକଲ 44:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ପୁଣି, ସଦାପ୍ରଭୁ ମୋତେ କହିଲେ, “ଏହି ଦ୍ୱାର ବନ୍ଦ ରହିବ, ତାହା ମୁକ୍ତ ହେବ ନାହିଁ, କିଅବା କୌଣସି ମନୁଷ୍ୟ ତାହା ଦେଇ ପ୍ରବେଶ କରିବ ନାହିଁ, କାରଣ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ତାହା ଦେଇ ପ୍ରବେଶ କରିଅଛନ୍ତି; ଏଥିପାଇଁ ତାହା ବନ୍ଦ ରହିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ପୁଣି, ସଦାପ୍ରଭୁ ମୋତେ କହିଲେ, ଏହି ଦ୍ଵାର ବନ୍ଦ ରହିବ, ତାହା ମୁକ୍ତ ହେବ ନାହିଁ, କିଅବା କୌଣସି ମନୁଷ୍ୟ ତାହା ଦେଇ ପ୍ରବେଶ କରିବ ନାହିଁ, କାରଣ ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵର ତାହା ଦେଇ ପ୍ରବେଶ କରିଅଛନ୍ତିନ୍ତ ଏଥିପାଇଁ ତାହା ବନ୍ଦ ରହିବ।

Gade chapit la Kopi

ଓଡିଆ ବାଇବେଲ

2 ପୁଣି, ସଦାପ୍ରଭୁ ମୋତେ କହିଲେ, “ଏହି ଦ୍ୱାର ବନ୍ଦ ରହିବ, ତାହା ମୁକ୍ତ ହେବ ନାହିଁ, କିଅବା କୌଣସି ମନୁଷ୍ୟ ତାହା ଦେଇ ପ୍ରବେଶ କରିବ ନାହିଁ, କାରଣ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ତାହା ଦେଇ ପ୍ରବେଶ କରିଅଛନ୍ତି; ଏଥିପାଇଁ ତାହା ବନ୍ଦ ରହିବ।

Gade chapit la Kopi

ପବିତ୍ର ବାଇବଲ

2 ତା'ପରେ ସଦାପ୍ରଭୁ ମୋତେ କହିଲେ, “ଏହି ଫାଟକ ବନ୍ଦ ରହିବ। ତାହା ମୁକ୍ତ ହେବ ନାହିଁ କିମ୍ବା କୌଣସି ମନୁଷ୍ୟ ତାହାଦେଇ ପ୍ରବେଶ କରିବ ନାହିଁ, ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ତାହାଦେଇ ପ୍ରବେଶ କରିଅଛନ୍ତି, ଏଥିପାଇଁ ତାହା ବନ୍ଦ ରହିବ।

Gade chapit la Kopi




ଯିହିଜିକଲ 44:2
5 Referans Kwoze  

ପୁଣି, ତାହାଙ୍କ ଚରଣତଳ ସ୍ଥାନ ଉଜ୍ଜ୍ୱଳ ନୀଳକାନ୍ତମଣି ନିର୍ମିତ କାର୍ଯ୍ୟ ତୁଲ୍ୟ ଓ ନିର୍ମଳତାରେ ଠିକ୍ ଆକାଶ ପରି ଥିଲା।


ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ଭିତର ପ୍ରାଙ୍ଗଣର ପୂର୍ବାଭିମୁଖ ଦ୍ୱାର କାର୍ଯ୍ୟ କରିବାର ଛଅ ଦିନସାରା ବନ୍ଦ ରହିବ; ମାତ୍ର ବିଶ୍ରାମ ଦିନ ଖୋଲା ହେବ ଓ ଅମାବାସ୍ୟା ଦିନ ଖୋଲା ହେବ।


ଏଥିଉତ୍ତାରେ ସେ ମୋତେ ଦ୍ୱାରକୁ, ଅର୍ଥାତ୍‍, ପୂର୍ବାଭିମୁଖ ଦ୍ୱାର ନିକଟକୁ ଆଣିଲେ;


Swiv nou:

Piblisite


Piblisite