ଯିହିଜିକଲ 44:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ପୁଣି, ସଦାପ୍ରଭୁ ମୋତେ କହିଲେ, “ହେ ମନୁଷ୍ୟ-ସନ୍ତାନ, ସଦାପ୍ରଭୁଙ୍କ ଗୃହର ସକଳ ବିଧି ଓ ତହିଁର ସକଳ ବ୍ୟବସ୍ଥା ବିଷୟରେ ଯାହା ଯାହା ଆମ୍ଭେ ତୁମ୍ଭକୁ କହିଅଛୁ, ତୁମ୍ଭେ ଉତ୍ତମ ରୂପେ ମନୋଯୋଗ କରି ତାହା ଆପଣା ଚକ୍ଷୁରେ ଦେଖ ଓ ଆପଣା କର୍ଣ୍ଣରେ ଶୁଣ ଓ ଗୃହରେ ପ୍ରବେଶ କରିବାର ଓ ପବିତ୍ର ସ୍ଥାନରୁ ବାହାରିବାର ସକଳ ବିଷୟରେ ଉତ୍ତମ ରୂପେ ମନୋଯୋଗ କର। Gade chapit laପବିତ୍ର ବାଇବଲ (Re-edited) - (BSI)5 ପୁଣି, ସଦାପ୍ରଭୁ ମୋତେ କହିଲେ, ହେ ମନୁଷ୍ୟ-ସନ୍ତାନ, ସଦାପ୍ରଭୁଙ୍କ ଗୃହର ସକଳ ବିଧି ଓ ତହିଁର ସକଳ ବ୍ୟବସ୍ଥା ବିଷୟରେ ଯାହା ଯାହା ଆମ୍ଭେ ତୁମ୍ଭକୁ କହିଅଛୁ, ତୁମ୍ଭେ ଉତ୍ତମ ରୂପେ ମନୋଯୋଗ କରି ତାହା ଆପଣା ଚକ୍ଷୁରେ ଦେଖ ଓ ଆପଣା କର୍ଣ୍ଣରେ ଶୁଣ ଓ ଗୃହରେ ପ୍ରବେଶ କରିବାର ଓ ପବିତ୍ର ସ୍ଥାନରୁ ବାହାରିବାର ସକଳ ବିଷୟରେ ଉତ୍ତମ ରୂପେ ମନୋଯୋଗ କର। Gade chapit laଓଡିଆ ବାଇବେଲ5 ପୁଣି, ସଦାପ୍ରଭୁ ମୋତେ କହିଲେ, “ହେ ମନୁଷ୍ୟ-ସନ୍ତାନ, ସଦାପ୍ରଭୁଙ୍କ ଗୃହର ସକଳ ବିଧି ଓ ତହିଁର ସକଳ ବ୍ୟବସ୍ଥା ବିଷୟରେ ଯାହା ଯାହା ଆମ୍ଭେ ତୁମ୍ଭକୁ କହିଅଛୁ, ତୁମ୍ଭେ ଉତ୍ତମ ରୂପେ ମନୋଯୋଗ କରି ତାହା ଆପଣା ଚକ୍ଷୁରେ ଦେଖ ଓ ଆପଣା କର୍ଣ୍ଣରେ ଶୁଣ ଓ ଗୃହରେ ପ୍ରବେଶ କରିବାର ଓ ପବିତ୍ର ସ୍ଥାନରୁ ବାହାରିବାର ସକଳ ବିଷୟରେ ଉତ୍ତମ ରୂପେ ମନୋଯୋଗ କର। Gade chapit laପବିତ୍ର ବାଇବଲ5 ପୁଣି ସଦାପ୍ରଭୁ ମୋତେ କହିଲେ, “ହେ ମନୁଷ୍ୟ ପୁତ୍ର, ସଦାପ୍ରଭୁଙ୍କ ମନ୍ଦିରର ସକଳ ବିଧି ଓ ତହିଁର ସକଳ ବ୍ୟବସ୍ଥା ବିଷୟରେ ଯାହା ଯାହା ମୁଁ ତୁମ୍ଭକୁ କହିଅଛୁ, ତୁମ୍ଭେ ମନୋଯୋଗ ସହକାରେ ଧ୍ୟାନ ଦିଅ, ଦେଖ ଓ ଶୁଣ। ଆଉ ମନ୍ଦିରରେ ପ୍ରବେଶ ଓ ପ୍ରସ୍ଥାନ ଉତ୍ତମରୂପେ ଅନୁଧ୍ୟାନ କର। Gade chapit la |