ଯିହିଜିକଲ 45:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ତହିଁ ମଧ୍ୟରୁ ପାଞ୍ଚ ଶହ ନଳ ଦୀର୍ଘ, ପାଞ୍ଚ ଶହ ଦଣ୍ଡ ପ୍ରସ୍ଥ ସମଚତୁଷ୍କୋଣ ହୋଇ ପବିତ୍ର ସ୍ଥାନ ନିମନ୍ତେ ରହିବ ଓ ଚାରିଆଡ଼େ ପଚାଶ ହାତ ପରିମିତ ତଳଭୂମି ରହିବ। Gade chapit laପବିତ୍ର ବାଇବଲ (Re-edited) - (BSI)2 ତହିଁ ମଧ୍ୟରୁ ପାଞ୍ଚଶହ ନଳ ଦୀର୍ଘ, ପାଞ୍ଚଶହ ନଳ ପ୍ରସ୍ଥ ସମଚତୁଷ୍କୋଣ ହୋଇ ପବିତ୍ର ସ୍ଥାନ ନିମନ୍ତେ ରହିବ ଓ ଚାରିଆଡ଼େ ପଚାଶ ହାତ ପରିମିତ ତଳଭୂମି ରହିବ। Gade chapit laଓଡିଆ ବାଇବେଲ2 ତହିଁ ମଧ୍ୟରୁ ପାଞ୍ଚଶହ ନଳ ଦୀର୍ଘ, ପାଞ୍ଚଶହ ଦଣ୍ଡ ପ୍ରସ୍ଥ ସମଚତୁଷ୍କୋଣ ହୋଇ ପବିତ୍ର ସ୍ଥାନ ନିମନ୍ତେ ରହିବ ଓ ଚାରିଆଡ଼େ ପଚାଶ ହାତ ପରିମିତ ତଳଭୂମି ରହିବ। Gade chapit laପବିତ୍ର ବାଇବଲ2 ତାହା ମଧ୍ୟରୁ 500 ହାତ ଦୈର୍ଘ୍ୟ ଓ 500 ହାତ ପ୍ରସ୍ଥ ବିଶିଷ୍ଟ ଏକ ବର୍ଗାକାର କ୍ଷେତ୍ର ସଦାପ୍ରଭୁଙ୍କ ପବିତ୍ର ମନ୍ଦିର ନିମନ୍ତେ ରହିବ। ତାହାର ଚତୁର୍ଦ୍ଦିଗରେ ପଗ୍ଭଶ୍ ହାତ ପରିମିତ ଏକ ଖୋଲା ସ୍ଥାନ ରହିବ। Gade chapit la |