ଯିହିଜିକଲ 45:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ଆଉ, ଏହି ପରିମିତ ଅଂଶରୁ ତୁମ୍ଭେ ପଚିଶ ହଜାର ଦଣ୍ଡ ଦୀର୍ଘ ଓ ଦଶ ହଜାର ଦଣ୍ଡ ପ୍ରସ୍ଥ ଭୂମି ମାପିବ; ପୁଣି, ତହିଁ ମଧ୍ୟରେ ଧର୍ମଧାମ, ମହାପବିତ୍ର ସ୍ଥାନ ହେବ। Gade chapit laପବିତ୍ର ବାଇବଲ (Re-edited) - (BSI)3 ଆଉ, ଏହି ପରିମିତ ଅଂଶରୁ ତୁମ୍ଭେ ପଚିଶହଜାର ନଳ ଦୀର୍ଘ ଓ ଦଶହଜାର ନଳ ପ୍ରସ୍ଥ ଭୂମି ମାପିବ; ପୁଣି, ତହିଁ ମଧ୍ୟରେ ଧର୍ମଧାମ, ମହାପବିତ୍ର ସ୍ଥାନ ହେବ। Gade chapit laଓଡିଆ ବାଇବେଲ3 ଆଉ, ଏହି ପରିମିତ ଅଂଶରୁ ତୁମ୍ଭେ ପଚିଶ ହଜାର ଦଣ୍ଡ ଦୀର୍ଘ ଓ ଦଶ ହଜାର ଦଣ୍ଡ ପ୍ରସ୍ଥ ଭୂମି ମାପିବ; ପୁଣି, ତହିଁ ମଧ୍ୟରେ ଧର୍ମଧାମ, ମହାପବିତ୍ର ସ୍ଥାନ ହେବ। Gade chapit laପବିତ୍ର ବାଇବଲ3 ଆଉ ଏହି ପରିମିତ ଅଂଶରୁ ତୁମ୍ଭେ 25,000 ହାତ ଦୈର୍ଘ୍ୟ ଓ 10,000 ହାତ ପ୍ରସ୍ଥ ଭୂମି ମାପିବ। ଏହାରି ମଧ୍ୟରେ ମନ୍ଦିର ଓ ମହାପବିତ୍ର ସ୍ଥାନ ହେବ। Gade chapit la |