Biblia Todo Logo
Bib sou entènèt

- Piblisite -




ଯିହିଜିକଲ 47:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ଆଉ, ନଦୀ ନିକଟରେ ତହିଁର ତୀର ଉପରେ, ଏପାଖରେ ଓ ସେପାଖରେ ସର୍ବପ୍ରକାର ଭୋଜନାର୍ଥ ଫଳବୃକ୍ଷ ହେବ, ତହିଁର ପତ୍ର ମଳିନ ହେବ ନାହିଁ, କିଅବା ତହିଁର ଫଳର ଅଭାବ ହେବ ନାହିଁ; ସେହି ଜଳସବୁ ପବିତ୍ର ସ୍ଥାନରୁ ନିର୍ଗତ ହେବା ସକାଶୁ ବୃକ୍ଷ ପ୍ରତି ମାସ ନୂତନ ଫଳ ଫଳିବ ଓ ତହିଁର ଫଳ ଆହାରାର୍ଥେ ଓ ତହିଁର ପତ୍ର ଆରୋଗ୍ୟାର୍ଥେ ହେବ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ଆଉ, ନଦୀ ନିକଟରେ ତହିଁର ତୀର ଉପରେ, ଏପାଖରେ ଓ ସେପାଖରେ ସର୍ବପ୍ରକାର ଭୋଜନାର୍ଥ ଫଳବୃକ୍ଷ ହେବ, ତହିଁର ପତ୍ର ମଳିନ ହେବ ନାହିଁ, କିଅବା ତହିଁର ଫଳର ଅଭାବ ହେବ ନାହିଁ; ସେହି ଜଳସବୁ ପବିତ୍ର ସ୍ଥାନରୁ ନିର୍ଗତ ହେବା ହେତୁରୁ ବୃକ୍ଷ ପ୍ରତି ମାସ ନୂତନ ଫଳ ଫଳିବ ଓ ତହିଁର ଫଳ ଆହାରାର୍ଥେ ଓ ତହିଁର ପତ୍ର ଆରୋଗ୍ୟାର୍ଥେ ହେବ।

Gade chapit la Kopi

ଓଡିଆ ବାଇବେଲ

12 ଆଉ, ନଦୀ ନିକଟରେ ତହିଁର ତୀର ଉପରେ, ଏପାଖରେ ଓ ସେପାଖରେ ସର୍ବପ୍ରକାର ଭୋଜନାର୍ଥ ଫଳବୃକ୍ଷ ହେବ, ତହିଁର ପତ୍ର ମଳିନ ହେବ ନାହିଁ, କିଅବା ତହିଁର ଫଳର ଅଭାବ ହେବ ନାହିଁ; ସେହି ଜଳସବୁ ପବିତ୍ର ସ୍ଥାନରୁ ନିର୍ଗତ ହେବା ସକାଶୁ ବୃକ୍ଷ ପ୍ରତି ମାସ ନୂତନ ଫଳ ଫଳିବ ଓ ତହିଁର ଫଳ ଆହାରାର୍ଥେ ଓ ତହିଁର ପତ୍ର ଆରୋଗ୍ୟାର୍ଥେ ହେବ।

Gade chapit la Kopi

ପବିତ୍ର ବାଇବଲ

12 ନଦୀର ଉଭୟ ପାର୍ଶ୍ୱରେ ସବୁପ୍ରକାର ଖାଦ୍ୟ ଉପଯୋଗୀ ଫଳବୃକ୍ଷ ହେବ ଓ ସେଗୁଡ଼ିକର ପତ୍ର ମଳିନ ହେବ ନାହିଁ ଏବଂ ଫଳର ଅଭାବ ହେବ ନାହିଁ। କାରଣ ସେହି ବୃକ୍ଷଗୁଡ଼ିକ ପବିତ୍ର ସ୍ଥାନର ନିର୍ଗତ ଜଳରେ ବଢ଼ିଥିବା ହେତୁ ପ୍ରତି ମାସରେ ନୂତନ ଫଳ ଧାରଣ କରିବେ। ଆଉ ତାହାର ଫଳ ଆହାରାର୍ଥେ ଓ ପତ୍ର ଆରୋଗ୍ୟାର୍ଥେ ଔଷଧ ରୂପେ ବ୍ୟବହୃତ ହେବ।”

Gade chapit la Kopi




ଯିହିଜିକଲ 47:12
11 Referans Kwoze  

ସେହି ନଦୀର ଉଭୟ ପାର୍ଶ୍ୱରେ ଦ୍ୱାଦଶ ଥର ଫଳଦାୟକ ଜୀବନ-ବୃକ୍ଷ ଅଛି, ସେଥିରେ ପ୍ରତିମାସରେ ଫଳ ଫଳେ, ପୁଣି, ସେହି ବୃକ୍ଷର ପତ୍ର ଜାତିସମୂହର ଆରୋଗ୍ୟକାରକ।


ଯେଉଁ ବୃକ୍ଷ ଜଳସ୍ରୋତ ନିକଟରେ ରୋପିତ, ଯେ ସ୍ୱସମୟରେ ଫଳ ଉତ୍ପନ୍ନ କରେ, ଯାହାର ପତ୍ର ହିଁ ମଳିନ ହୁଏ ନାହିଁ, ଏପରି ବୃକ୍ଷ ସଦୃଶ ସେ ହେବ; ପୁଣି, ସେ ଯାହା କରେ, ତାହା ସଫଳ ହେବ।


ମୁଁ ଫେରି ଆସିଲା ବେଳେ ଦେଖ, ନଦୀତୀରର ଏପାଖରେ ଓ ସେପାଖରେ ଅନେକ ଅନେକ ବୃକ୍ଷ ଥିଲା।


କାରଣ ସେ ଜଳ ନିକଟରେ ରୋପିତ ଓ ନଦୀ କୂଳରେ ବିସ୍ତୃତମୂଳ ବୃକ୍ଷ ତୁଲ୍ୟ ହେବ ଓ ଗ୍ରୀଷ୍ମ ଉପସ୍ଥିତ ହେବା ବେଳେ ସେ ଭୟ କରିବ ନାହିଁ, ମାତ୍ର ତାହାର ପତ୍ର ସତେଜ ହେବ; ଆଉ, ଅନାବୃଷ୍ଟିର ବର୍ଷରେ ସେ ଚିନ୍ତିତ ହେବ ନାହିଁ, କିଅବା ତାହାର ଫଳ ଫଳିବାର ନିବୃତ୍ତ ହେବ ନାହିଁ।”


ସଦାପ୍ରଭୁ ପରମେଶ୍ୱର ସେହି ଭୂମିରୁ ନାନାଜାତୀୟ ସୁଦୃଶ୍ୟ ଓ ସୁଖାଦ୍ୟ ବୃକ୍ଷ, ପୁଣି, ସେହି ଉଦ୍ୟାନର ମଧ୍ୟସ୍ଥାନରେ ଅମୃତ ବୃକ୍ଷ ଓ ସଦସତ୍‍ ଜ୍ଞାନଦାୟକ ବୃକ୍ଷ ଉତ୍ପନ୍ନ କଲେ।


ଧାର୍ମିକ ଲୋକ ତାଳ ବୃକ୍ଷ ପରି ବର୍ଦ୍ଧିଷ୍ଣୁ ହେବ; ସେ ଲିବାନୋନରେ ଏରସ ବୃକ୍ଷ ତୁଲ୍ୟ ବୃଦ୍ଧି ପାଇବ।


ସେ ସୂର୍ଯ୍ୟ ସାକ୍ଷାତରେ ସତେଜ ହୁଏ, ତାହାର କୋମଳ ଶାଖା ତାହାର ଉଦ୍ୟାନରେ ମାଡ଼ିଯାଏ।


ସିୟୋନର ଶୋକାର୍ତ୍ତ ଲୋକମାନଙ୍କ ପାଇଁ ନିରୂପଣ କରିବାକୁ, ଅର୍ଥାତ୍‍, ଭସ୍ମର ପରିବର୍ତ୍ତେ ଭୂଷଣ, ଦୁଃଖର ପରିବର୍ତ୍ତେ ସୁଖରୂପ ତୈଳ, ଅବସନ୍ନ ଆତ୍ମାର ପରିବର୍ତ୍ତେ ପ୍ରଶଂସାରୂପ ବସ୍ତ୍ର ପ୍ରଦାନ କରିବାକୁ ସେ ମୋତେ ପ୍ରେରଣ କରିଅଛନ୍ତି; ତହିଁରେ ସଦାପ୍ରଭୁ ଯେପରି ଗୌରବାନ୍ୱିତ ହେବେ, ଏଥିପାଇଁ ସେମାନେ ଧର୍ମରୂପ ବୃକ୍ଷ ଓ ତାହାଙ୍କର ଉଦ୍ୟାନ ବୋଲି ବିଖ୍ୟାତ ହେବେ।


ମଧ୍ୟ ତୁମ୍ଭର ଲୋକ ସମସ୍ତେ ଧାର୍ମିକ ହେବେ, ସେମାନେ ଅନନ୍ତକାଳ ପର୍ଯ୍ୟନ୍ତ ଦେଶ ଅଧିକାର କରିବେ, ସେମାନେ ଆମ୍ଭର ଗୌରବାର୍ଥେ ଆମ୍ଭର ରୋପିତ ଶାଖା ଓ ଆମ୍ଭର ହସ୍ତକୃତ କର୍ମ ଅଟନ୍ତି।


ଗିଲୀୟଦରେ କʼଣ ଔଷଧ ନାହିଁ? ସେଠାରେ କʼଣ ବୈଦ୍ୟ ନାହାନ୍ତି? ତେବେ ମୋʼ ଲୋକମାନଙ୍କ କନ୍ୟା କାହିଁକି ପୁନଃ ସ୍ୱାସ୍ଥ୍ୟଲାଭ କରୁ ନାହିଁ?


ପାଦର ତଳଠାରୁ ମସ୍ତକ ପର୍ଯ୍ୟନ୍ତ କିଛି ସ୍ୱାସ୍ଥ୍ୟ ନାହିଁ; କେବଳ କ୍ଷତ, ଦାଗ ଓ ପୂଜପୂର୍ଣ୍ଣ ଘା; ସେହି ସବୁ ଟିପା କିମ୍ବା ବନ୍ଧାଯାଇ ନାହିଁ, କିଅବା ତୈଳ ଦ୍ୱାରା କୋମଳ କରାଯାଇ ନାହିଁ।


Swiv nou:

Piblisite


Piblisite