Biblia Todo Logo
Bib sou entènèt

- Piblisite -




ଯିହିଜିକଲ 47:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ତେବେ ସେ ମୋତେ ଉତ୍ତର ଦ୍ୱାରର ପଥ ଦେଇ ବାହାର କରାଇ ଆଣିଲେ, ଆଉ ବାହାର ପଥ ଦେଇ ବୁଲାଇ ପୂର୍ବାଭିମୁଖ ଦ୍ୱାରର ପଥ ଦେଇ ବାହାର ଦ୍ୱାରକୁ ନେଇଗଲେ; ଆଉ ଦେଖ, ସେହି ସ୍ଥାନରେ ଦକ୍ଷିଣ ପାର୍ଶ୍ୱରେ ଜଳ ବହୁଥିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ତେବେ ସେ ମୋତେ ଉତ୍ତର ଦ୍ଵାରର ପଥ ଦେଇ ବାହାର କରାଇ ଆଣିଲେ, ଆଉ ବାହାର ପଥ ଦେଇ ବୁଲାଇ ପୂର୍ବାଭିମୁଖ ଦ୍ଵାରର ପଥ ଦେଇ ବାହାର ଦ୍ଵାରକୁ ନେଇ ଗଲେ; ଆଉ ଦେଖ, ସେସ୍ଥାନରେ ଦକ୍ଷିଣ ପାର୍ଶ୍ଵରେ ଜଳ ବହୁଥିଲା।

Gade chapit la Kopi

ଓଡିଆ ବାଇବେଲ

2 ତେବେ ସେ ମୋତେ ଉତ୍ତର ଦ୍ୱାରର ପଥ ଦେଇ ବାହାର କରାଇ ଆଣିଲେ, ଆଉ ବାହାର ପଥ ଦେଇ ବୁଲାଇ ପୂର୍ବାଭିମୁଖ ଦ୍ୱାରର ପଥ ଦେଇ ବାହାର ଦ୍ୱାରକୁ ନେଇ ଗଲେ; ଆଉ ଦେଖ, ସେହି ସ୍ଥାନରେ ଦକ୍ଷିଣ ପାର୍ଶ୍ୱରେ ଜଳ ବହୁଥିଲା।

Gade chapit la Kopi

ପବିତ୍ର ବାଇବଲ

2 ଏବଂ ସେ ମୋତେ ଉତ୍ତର ଦ୍ୱାରର ପଥଦେଇ ବାହାରକୁ ଆଣିଲେ। ଆଉ ବାହାର ପଥଦେଇ ବୁଲାଇ ପୂର୍ବାଭିମୁଖ ଦ୍ୱାରର ପଥ ଉପରଦେଇ ବାହାର ଦ୍ୱାରକୁ ନେଇଗଲେ। ସେହି ସ୍ଥାନରେ ଦକ୍ଷିଣ ପାର୍ଶ୍ୱରେ ଜଳ ବହୁଥିବାର ମୁଁ ଦେଖିଲି।

Gade chapit la Kopi




ଯିହିଜିକଲ 47:2
5 Referans Kwoze  

ତେବେ ସେ ଉତ୍ତର ଦ୍ୱାର ପଥରେ ମୋତେ ଗୃହ ସମ୍ମୁଖକୁ ଆଣିଲେ; ତହିଁରେ ମୁଁ ଦୃଷ୍ଟିପାତ କଲି, ଆଉ ଦେଖ, ସଦାପ୍ରଭୁଙ୍କ ଗୃହ ସଦାପ୍ରଭୁଙ୍କ ପ୍ରତାପରେ ପରିପୂର୍ଣ୍ଣ ଥିଲା; ତହିଁରେ ମୁଁ ମୁହଁ ମାଡ଼ି ପଡ଼ିଲି।


ପୁଣି, ସଦାପ୍ରଭୁ ମୋତେ କହିଲେ, “ଏହି ଦ୍ୱାର ବନ୍ଦ ରହିବ, ତାହା ମୁକ୍ତ ହେବ ନାହିଁ, କିଅବା କୌଣସି ମନୁଷ୍ୟ ତାହା ଦେଇ ପ୍ରବେଶ କରିବ ନାହିଁ, କାରଣ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ତାହା ଦେଇ ପ୍ରବେଶ କରିଅଛନ୍ତି; ଏଥିପାଇଁ ତାହା ବନ୍ଦ ରହିବ।


ତହୁଁ ସେ ମୋତେ ଉତ୍ତର ଦ୍ୱାରକୁ ଆଣିଲେ ଓ ସେ ପୂର୍ବୋକ୍ତ ପରିମାଣାନୁସାରେ ତାହା ମାପିଲେ;


ଏଥିଉତ୍ତାରେ ସେ ମୋତେ ଫେରାଇ ଗୃହର ଦ୍ୱାର ନିକଟକୁ ଆଣିଲେ; ଆଉ ଦେଖ, ଗୃହ-ପ୍ରବେଶ ସ୍ଥାନର ତଳରୁ ଜଳ ନିର୍ଗତ ହୋଇ ପୂର୍ବ ଦିଗରେ ବହିଲା, କାରଣ ଗୃହର ଅଗ୍ରଭାଗ ପୂର୍ବାଭିମୁଖ ଥିଲା; ଆଉ, ସେହି ଜଳ ତଳରୁ ଗୃହର ଦକ୍ଷିଣ ପାର୍ଶ୍ୱ ଦେଇ ଯଜ୍ଞବେଦିର ଦକ୍ଷିଣ ଦିଗରେ ବହିଲା।


ସେହି ବ୍ୟକ୍ତି ଯେତେବେଳେ ପରିମାପକ ରଜ୍ଜୁ ଆପଣା ହସ୍ତରେ ଧରି ପୂର୍ବ ଆଡ଼େ ବାହାରିଲେ, ସେତେବେଳେ ସେ ଏକ ହଜାର ହାତ ମାପିଲେ, ପୁଣି, ମୋତେ ଜଳ ମଧ୍ୟଦେଇ ଗମନ କରାଇଲେ, ଜଳ ବଳାଗଣ୍ଠି ପର୍ଯ୍ୟନ୍ତ ହେଲା।


Swiv nou:

Piblisite


Piblisite