ଯିହିଜିକଲ 47:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ସେହି ବ୍ୟକ୍ତି ଯେତେବେଳେ ପରିମାପକ ରଜ୍ଜୁ ଆପଣା ହସ୍ତରେ ଧରି ପୂର୍ବ ଆଡ଼େ ବାହାରିଲେ, ସେତେବେଳେ ସେ ଏକ ହଜାର ହାତ ମାପିଲେ, ପୁଣି, ମୋତେ ଜଳ ମଧ୍ୟଦେଇ ଗମନ କରାଇଲେ, ଜଳ ବଳାଗଣ୍ଠି ପର୍ଯ୍ୟନ୍ତ ହେଲା। Gade chapit laପବିତ୍ର ବାଇବଲ (Re-edited) - (BSI)3 ସେହି ବ୍ୟକ୍ତି ଯେତେବେଳେ ପରିମାପକ ରଜ୍ଜୁ ଆପଣା ହସ୍ତରେ ଧରି ପୂର୍ବଆଡ଼େ ବାହାରିଲେ, ସେତେବେଳେ ସେ ଏକ ହଜାର ହାତ ମାପିଲେ, ପୁଣି ମୋତେ ଜଳ ମଧ୍ୟ ଦେଇ ଗମନ କରାଇଲେ, ଜଳ ବଳାଗଣ୍ଠି ସରିକି ହେଲା। Gade chapit laଓଡିଆ ବାଇବେଲ3 ସେହି ବ୍ୟକ୍ତି ଯେତେବେଳେ ପରିମାପକ ରଜ୍ଜୁ ଆପଣା ହସ୍ତରେ ଧରି ପୂର୍ବଆଡ଼େ ବାହାରିଲେ, ସେତେବେଳେ ସେ ଏକ ହଜାର ହାତ ମାପିଲେ, ପୁଣି, ମୋତେ ଜଳ ମଧ୍ୟ ଦେଇ ଗମନ କରାଇଲେ, ଜଳ ବଳାଗଣ୍ଠି ପର୍ଯ୍ୟନ୍ତ ହେଲା। Gade chapit laପବିତ୍ର ବାଇବଲ3 ସେହି ବ୍ୟକ୍ତି ମାପ ଫିତା ଓ ନିଜ ହାତରେ ନେଇ ପୂର୍ବଆଡ଼େ ଗଲେ ଓ 1,000 ହାତ ମାପିଲେ। ଆଉ ମୋତେ ସେ ଜଳ ମଧ୍ୟଦେଇ ଗମନ କରାଇଲେ। ଜଳ ଆଣ୍ଠୁଏ ପର୍ଯ୍ୟନ୍ତ ହେଲା। Gade chapit la |