Biblia Todo Logo
Bib sou entènèt

- Piblisite -




ଯିହିଜିକଲ 47:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ପୁନର୍ବାର ସେ ଏକ ହଜାର ହାତ ମାପିଲେ ଓ ମୋତେ ଜଳ ମଧ୍ୟଦେଇ ଗମନ କରାଇଲେ, ଜଳ ଆଣ୍ଠୁ ପର୍ଯ୍ୟନ୍ତ ହେଲା। ପୁନର୍ବାର ସେ ଏକ ହଜାର ହାତ ମାପିଲେ, ଜଳ ମଧ୍ୟଦେଇ ମୋତେ ଗମନ କରାଇଲେ, ଜଳ କଟି ପର୍ଯ୍ୟନ୍ତ ହେଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ପୁନର୍ବାର ସେ ଏକ ହଜାର ହାତ ମାପିଲେ ଓ ମୋତେ ଜଳ ମଧ୍ୟ ଦେଇ ଗମନ କରାଇଲେ, ଜଳ ଆଣ୍ଠୁ ସରିକି ହେଲା। ପୁନର୍ବାର ସେ ଏକ ହଜାର ହାତ ମାପିଲେ, ଜଳ ମଧ୍ୟ ଦେଇ ମୋତେ ଗମନ କରାଇଲେ, ଜଳ କଟି ସରିକି ହେଲା।

Gade chapit la Kopi

ଓଡିଆ ବାଇବେଲ

4 ପୁନର୍ବାର ସେ ଏକ ହଜାର ହାତ ମାପିଲେ ଓ ମୋତେ ଜଳ ମଧ୍ୟ ଦେଇ ଗମନ କରାଇଲେ, ଜଳ ଆଣ୍ଠୁ ପର୍ଯ୍ୟନ୍ତ ହେଲା। ପୁନର୍ବାର ସେ ଏକ ହଜାର ହାତ ମାପିଲେ, ଜଳ ମଧ୍ୟ ଦେଇ ମୋତେ ଗମନ କରାଇଲେ, ଜଳ କଟି ପର୍ଯ୍ୟନ୍ତ ହେଲା।

Gade chapit la Kopi

ପବିତ୍ର ବାଇବଲ

4 ପୁଣି ସେ 1,000 ହାତ ମାପିଲେ ଓ ମୋତେ ଜଳ ମଧ୍ୟଦେଇ ଗମନ କରାଇଲେ, ଜଳ ଆଣ୍ଠୁ ପର୍ଯ୍ୟନ୍ତ ହେଲା। ପୁନର୍ବାର 1,000 ହାତ ମାପିଲେ ଓ ଜଳ ମଧ୍ୟଦେଇ ମୋତେ ଗମନ କରାଇଲେ, ଜଳ ଅଣ୍ଟା ପର୍ଯ୍ୟନ୍ତ ହେଲା।

Gade chapit la Kopi




ଯିହିଜିକଲ 47:4
5 Referans Kwoze  

ସେହି ବାକ୍ୟ ତୁମ୍ଭମାନଙ୍କ ନିକଟରେ ଉପସ୍ଥିତ ହୋଇଅଛି, ପୁଣି, ତାହା ଯେପରି ସମସ୍ତ ଜଗତରେ ଫଳବନ୍ତ ଓ ବର୍ଦ୍ଧିଷ୍ଣୁ ହୋଇ ଆସୁଅଛି, ତୁମ୍ଭେମାନେ ଯେଉଁ ଦିନ ତାହା ଶୁଣି ସତ୍ୟ ରୂପେ ଈଶ୍ବରଙ୍କ ଅନୁଗ୍ରହର ବୋଧ ପାଇଲ, ସେହି ଦିନଠାରୁ ତୁମ୍ଭମାନଙ୍କ ମଧ୍ୟରେ ସୁଦ୍ଧା ସେହିପରି ହୋଇ ଆସୁଅଛି।


ଏହି ପ୍ରକାରେ ଯିରୂଶାଲମଠାରୁ ଇଲ୍ଲୁରିକ ଦେଶ ପର୍ଯ୍ୟନ୍ତ ଚତୁର୍ଦ୍ଦିଗରେ ମୁଁ ଖ୍ରୀଷ୍ଟଙ୍କ ସୁସମାଚାର ସମ୍ପୂର୍ଣ୍ଣ ରୂପେ ପ୍ରଚାର କରିଅଛି,


ସେହି ବ୍ୟକ୍ତି ଯେତେବେଳେ ପରିମାପକ ରଜ୍ଜୁ ଆପଣା ହସ୍ତରେ ଧରି ପୂର୍ବ ଆଡ଼େ ବାହାରିଲେ, ସେତେବେଳେ ସେ ଏକ ହଜାର ହାତ ମାପିଲେ, ପୁଣି, ମୋତେ ଜଳ ମଧ୍ୟଦେଇ ଗମନ କରାଇଲେ, ଜଳ ବଳାଗଣ୍ଠି ପର୍ଯ୍ୟନ୍ତ ହେଲା।


ତହିଁ ଉତ୍ତାରେ ସେ ଏକ ହଜାର ହାତ ମାପିଲେ; ସେତେବେଳେ ତାହା ଗୋଟିଏ ନଦୀ ହେଲା, ମୁଁ ତହିଁ ମଧ୍ୟଦେଇ ଗମନ କରି ପାରିଲି ନାହିଁ, କାରଣ ଜଳ ବଢ଼ି ଉଠିଥିଲା, ତାହା ପହଁରିବା ଭଳି ଜଳ, ପାର ହେବାକୁ ଅଗମ୍ୟ ନଦୀ ହୋଇଥିଲା।


Swiv nou:

Piblisite


Piblisite