Biblia Todo Logo
Bib sou entènèt

- Piblisite -




ଯିହିଜିକଲ 47:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ତହିଁ ଉତ୍ତାରେ ସେ ଏକ ହଜାର ହାତ ମାପିଲେ; ସେତେବେଳେ ତାହା ଗୋଟିଏ ନଦୀ ହେଲା, ମୁଁ ତହିଁ ମଧ୍ୟଦେଇ ଗମନ କରି ପାରିଲି ନାହିଁ, କାରଣ ଜଳ ବଢ଼ି ଉଠିଥିଲା, ତାହା ପହଁରିବା ଭଳି ଜଳ, ପାର ହେବାକୁ ଅଗମ୍ୟ ନଦୀ ହୋଇଥିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ତହିଁ ଉତ୍ତାରେ ସେ ଏକ ହଜାର ହାତ ମାପିଲେ; ସେତେବେଳେ ତାହା ଗୋଟିଏ ନଦୀ ହେଲା, ମୁଁ ତହିଁ ମଧ୍ୟ ଦେଇ ଗମନ କରି ପାରିଲି ନାହିଁ, କାରଣ ଜଳ ବଢ଼ି ଉଠିଥିଲା, ତାହା ପହଁରିବା ଭଳି ଜଳ, ପାର ହେବାକୁ ଅଗମ୍ୟ ନଦୀ ହୋଇଥିଲା।

Gade chapit la Kopi

ଓଡିଆ ବାଇବେଲ

5 ତହିଁ ଉତ୍ତାରେ ସେ ଏକ ହଜାର ହାତ ମାପିଲେ; ସେତେବେଳେ ତାହା ଗୋଟିଏ ନଦୀ ହେଲା, ମୁଁ ତହିଁ ମଧ୍ୟ ଦେଇ ଗମନ କରି ପାରିଲି ନାହିଁ, କାରଣ ଜଳ ବଢ଼ି ଉଠିଥିଲା, ତାହା ପହଁରିବା ଭଳି ଜଳ, ପାର ହେବାକୁ ଅଗମ୍ୟ ନଦୀ ହୋଇଥିଲା।

Gade chapit la Kopi

ପବିତ୍ର ବାଇବଲ

5 ତାହାପରେ ସେ ଆଉ 1,000 ହାତ ମାପିଲେ। ସେତେବେଳେ ତାହା ଏକ ଗଭୀର ନଦୀ ହେଲା ଓ ମୁଁ ତାହା ମଧ୍ୟଦେଇ ଗମନ କରିପାରିଲି ନାହିଁ। କାରଣ ଜଳ ଏତେ ଗଭୀର ଥିଲା ଯେ, ଜଣକୁ ପହଁରିବା ପାଇଁ ପଡ଼ିଥା’ନ୍ତା, କିନ୍ତୁ କେହି ପାର ହୋଇ ପାରିବେ ନାହିଁ।

Gade chapit la Kopi




ଯିହିଜିକଲ 47:5
8 Referans Kwoze  

କାରଣ ଜଳରାଶି ଯେପରି ସମୁଦ୍ରକୁ ଆବୃତ କରେ, ସେହିପରି ସଦାପ୍ରଭୁଙ୍କ ମହିମା ବିଷୟକ ଜ୍ଞାନରେ ପୃଥିବୀ ପରିପୂର୍ଣ୍ଣ ହେବ।


ସେମାନେ ଆମ୍ଭ ପବିତ୍ର ପର୍ବତର କୌଣସି ସ୍ଥାନରେ ହିଂସା କି ବିନାଶ କରିବେ ନାହିଁ; କାରଣ ସମୁଦ୍ର ଯେପରି ଜଳରେ ଆଚ୍ଛନ୍ନ, ପୃଥିବୀ ସେହିପରି ସଦାପ୍ରଭୁ ବିଷୟକ ଜ୍ଞାନରେ ପରିପୂର୍ଣ୍ଣ ହେବ।


ସପ୍ତମ ଦୂତ ତୂରୀଧ୍ୱନୀ କରନ୍ତେ ସ୍ୱର୍ଗରେ ମହାଶବ୍ଦ ସହ ଏହି ବାଣୀ ହେଲା, “ଜଗତ ଉପରେ ରାଜତ୍ୱ ଆମ୍ଭମାନଙ୍କ ପ୍ରଭୁଙ୍କର ଓ ତାହାଙ୍କ ଖ୍ରୀଷ୍ଟଙ୍କର ହସ୍ତଗତ ହୋଇଅଛି, ଆଉ ସେ ଯୁଗେ ଯୁଗେ ରାଜତ୍ୱ କରିବେ।”


ଏହାପରେ ମୁଁ ଦୃଷ୍ଟିପାତ କଲି, ଆଉ ଦେଖ, ସର୍ବଜାତୀୟ, ସର୍ବଗୋଷ୍ଠୀୟ, ସର୍ବବଂଶୀୟ ଓ ସର୍ବଭାଷାବାଦୀ ଅଗଣ୍ୟ ଏକ ମହାଜନତା ଶୁକ୍ଳ ବସ୍ତ୍ର ପରିହିତ ହୋଇ ଓ ଖଜୁରୀ ଡାଳଗୁଡ଼ିକ ହସ୍ତରେ ଧରି ସିଂହାସନ ଓ ମେଷଶାବକଙ୍କ ସମ୍ମୁଖରେ ଦଣ୍ଡାୟମାନ ହୋଇଅଛନ୍ତି;


ପୁନର୍ବାର ସେ ଏକ ହଜାର ହାତ ମାପିଲେ ଓ ମୋତେ ଜଳ ମଧ୍ୟଦେଇ ଗମନ କରାଇଲେ, ଜଳ ଆଣ୍ଠୁ ପର୍ଯ୍ୟନ୍ତ ହେଲା। ପୁନର୍ବାର ସେ ଏକ ହଜାର ହାତ ମାପିଲେ, ଜଳ ମଧ୍ୟଦେଇ ମୋତେ ଗମନ କରାଇଲେ, ଜଳ କଟି ପର୍ଯ୍ୟନ୍ତ ହେଲା।


Swiv nou:

Piblisite


Piblisite