ଯିହିଜିକଲ 47:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ପୁଣି, ସେ ମୋତେ କହିଲେ, “ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ କି ଏହା ଦେଖିଲ?” ତହିଁରେ ସେ ମୋତେ ଫେରାଇ ନଦୀତୀରକୁ ଆଣିଲେ। Gade chapit laପବିତ୍ର ବାଇବଲ (Re-edited) - (BSI)6 ପୁଣି, ସେ ମୋତେ କହିଲେ, ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ କି ଏହା ଦେଖିଲ? ତହିଁରେ ସେ ମୋତେ ଫେରାଇ ନଦୀତୀରକୁ ଆଣିଲେ। Gade chapit laଓଡିଆ ବାଇବେଲ6 ପୁଣି, ସେ ମୋତେ କହିଲେ, “ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ କି ଏହା ଦେଖିଲ ?” ତହିଁରେ ସେ ମୋତେ ଫେରାଇ ନଦୀତୀରକୁ ଆଣିଲେ। Gade chapit laପବିତ୍ର ବାଇବଲ6 ତା'ପରେ ସେ ମୋତେ କହିଲେ, “ହେ ମନୁଷ୍ୟ ସନ୍ତାନ, ତୁମ୍ଭେ ଏହା ଦେଖିଲ କି?” ତହୁଁ ସେ ମୋତେ ଫେରାଇ ନଦୀ ତୀରକୁ ଆଣିଲେ। Gade chapit la |
ତହିଁରେ ସେ ମୋତେ କହିଲେ, “ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ କି ଏହା ଦେଖିଲ? ଏହି ସ୍ଥାନରେ ଯିହୁଦା ବଂଶ ଯେଉଁ ଘୃଣାଯୋଗ୍ୟ କର୍ମମାନ କରୁଅଛନ୍ତି, ତାହା କି ସେମାନଙ୍କ ପକ୍ଷୀରେ ଲଘୁ ବିଷୟ? କାରଣ ସେମାନେ ଦେଶକୁ ଦୌରାତ୍ମ୍ୟରେ ପରିପୂର୍ଣ୍ଣ କରିଅଛନ୍ତି ଓ ଆମ୍ଭକୁ କ୍ରୋଧାନ୍ୱିତ କରିବା ପାଇଁ ପୁନର୍ବାର ଫେରିଅଛନ୍ତି; ଆଉ ଦେଖ, ସେମାନେ ଆପଣା ଆପଣା ନାସିକାଗ୍ରରେ ଶାଖା ରଖନ୍ତି।