ଯିହିଜିକଲ 48:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ତାହା ସାଦୋକର ସନ୍ତାନଗଣ ମଧ୍ୟରୁ ପବିତ୍ରୀକୃତ ଯାଜକମାନଙ୍କ ନିମନ୍ତେ ହେବ, ସେମାନେ ଆମ୍ଭର ରକ୍ଷଣୀୟ ରକ୍ଷା କରିଅଛନ୍ତି; ଇସ୍ରାଏଲର ସନ୍ତାନଗଣ ବିପଥଗାମୀ ହେବା ସମୟରେ ଲେବୀୟମାନେ ଯେପରି ବିପଥଗାମୀ ହେଲେ, ସେମାନେ ସେହିପରି ବିପଥଗାମୀ ହେଲେ ନାହିଁ। Gade chapit laପବିତ୍ର ବାଇବଲ (Re-edited) - (BSI)11 ତାହା ସାଦୋକର ସନ୍ତାନଗଣ ମଧ୍ୟରୁ ପବିତ୍ରୀକୃତ ଯାଜକମାନଙ୍କ ନିମନ୍ତେ ହେବ, ସେମାନେ ଆମ୍ଭର ରକ୍ଷଣୀୟ ରକ୍ଷା କରିଅଛନ୍ତି; ଇସ୍ରାଏଲର ସନ୍ତାନଗଣ ବିପଥଗାମୀ ହେବା ସମୟରେ ଲେବୀୟମାନେ ଯେପରି ବିପଥଗାମୀ ହେଲେ, ସେମାନେ ସେପରି ବିପଥଗାମୀ ହେଲେ ନାହିଁ। Gade chapit laଓଡିଆ ବାଇବେଲ11 ତାହା ସାଦୋକର ସନ୍ତାନଗଣ ମଧ୍ୟରୁ ପବିତ୍ରୀକୃତ ଯାଜକମାନଙ୍କ ନିମନ୍ତେ ହେବ, ସେମାନେ ଆମ୍ଭର ରକ୍ଷଣୀୟ ରକ୍ଷା କରିଅଛନ୍ତି; ଇସ୍ରାଏଲର ସନ୍ତାନଗଣ ବିପଥଗାମୀ ହେବା ସମୟରେ ଲେବୀୟମାନେ ଯେପରି ବିପଥଗାମୀ ହେଲେ, ସେମାନେ ସେହିପରି ବିପଥଗାମୀ ହେଲେ ନାହିଁ। Gade chapit laପବିତ୍ର ବାଇବଲ11 ତାହା ସାଦୋକର ସନ୍ତାନଗଣ ମଧ୍ୟରୁ ପବିତ୍ରୀକୃତ ଯାଜକମାନଙ୍କ ବଂଶଧର ନିମନ୍ତେ ହେବ। ଯେଉଁମାନେ ମୋତେ ବିଶ୍ୱସ୍ତ ଭାବରେ ସେବା କରିଛନ୍ତି, କାରଣ ସେମାନେ ଆମର ରକ୍ଷଣୀୟ। ଇସ୍ରାଏଲର ପରିବାରବର୍ଗ ବିପଥଗାମୀ ହେବା ସମୟର ଲେବୀୟମାନେ ଯେପରି ବିପଥଗାମୀ ହେଲେ, ସେମାନେ ସେପରି ବିପଥଗାମୀ ହେଲେ ନାହିଁ। Gade chapit la |