ଯିହିଜିକଲ 48:21 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ପୁଣି, ପବିତ୍ର ଉପହାର ଭୂମିର ଓ ନଗର ଅଧିକାରର ଏପାଖରେ ଓ ସେପାଖରେ ଅବଶିଷ୍ଟ ଭୂମି ଅଧିପତିଙ୍କର ହେବ; ଅର୍ଥାତ୍, ଅନ୍ୟାନ୍ୟ ଅଂଶର ଅନୁସାରେ ପୂର୍ବ ସୀମା ଆଡ଼େ ପଚିଶ ହଜାର ନଳ ପରିମିତ ଉପହାର ଭୂମିର ସମ୍ମୁଖସ୍ଥ ଭୂମି ଓ ପଶ୍ଚିମ ଦିଗରେ ପଶ୍ଚିମ ଆଡ଼େ ପଚିଶ ହଜାର ନଳ ପରିମିତ ଭୂମିର ସମ୍ମୁଖସ୍ଥ ଭୂମି ଅଧିପତିଙ୍କର ହେବ; ଆଉ, ପବିତ୍ର ଉପହାର ଭୂମି ଓ ଗୃହର ପବିତ୍ର ସ୍ଥାନ ତହିଁର ମଧ୍ୟସ୍ଥିତ ହେବ। Gade chapit laପବିତ୍ର ବାଇବଲ (Re-edited) - (BSI)21 ପୁଣି, ପବିତ୍ର ଉପହାର ଭୂମିର ଓ ନଗର ଅଧିକାରର ଏପାଖରେ ଓ ସେପାଖରେ ଅବଶିଷ୍ଟ ଭୂମି ଅଧିପତିଙ୍କର ହେବ; ଅର୍ଥାତ୍, ଅନ୍ୟାନ୍ୟ ଅଂଶର ଅନୁସାରେ ପୂର୍ବ ସୀମା ଆଡ଼େ ପଚିଶ ହଜାର ନଳ ପରିମିତ ଉପହାର ଭୂମିର ସମ୍ମୁଖସ୍ଥ ଭୂମି ଓ ପଶ୍ଚିମ ଦିଗରେ ପଶ୍ଚିମ ଆଡ଼େ ପଚିଶ ହଜାର ନଳ ପରିମିତ ଭୂମିର ସମ୍ମୁଖସ୍ଥ ଭୂମି ଅଧିପତିଙ୍କର ହେବ; ଆଉ, ପବିତ୍ର ଉପହାର ଭୂମି ଓ ଗୃହର ପବିତ୍ର ସ୍ଥାନ ତହିଁର ମଧ୍ୟସ୍ଥିତ ହେବ। Gade chapit laଓଡିଆ ବାଇବେଲ21 ପୁଣି, ପବିତ୍ର ଉପହାର ଭୂମିର ଓ ନଗର ଅଧିକାରର ଏପାଖରେ ଓ ସେପାଖରେ ଅବଶିଷ୍ଟ ଭୂମି ଅଧିପତିଙ୍କର ହେବ; ଅର୍ଥାତ୍, ଅନ୍ୟାନ୍ୟ ଅଂଶର ଅନୁସାରେ ପୂର୍ବ ସୀମା ଆଡ଼େ ପଚିଶ ହଜାର ନଳ ପରିମିତ ଉପହାର ଭୂମିର ସମ୍ମୁଖସ୍ଥ ଭୂମି ଓ ପଶ୍ଚିମ ଦିଗରେ ପଶ୍ଚିମ ଆଡ଼େ ପଚିଶ ହଜାର ନଳ ପରିମିତ ଭୂମିର ସମ୍ମୁଖସ୍ଥ ଭୂମି ଅଧିପତିଙ୍କର ହେବ; ଆଉ, ପବିତ୍ର ଉପହାର ଭୂମି ଓ ଗୃହର ପବିତ୍ର ସ୍ଥାନ ତହିଁର ମଧ୍ୟସ୍ଥିତ ହେବ। Gade chapit laପବିତ୍ର ବାଇବଲ21-22 “ଭୂମିର ଅଂଶ ପବିତ୍ର ମନ୍ଦିର ପାଇଁ ଅଲଗା ରଖାଗଲା ଏବଂ ସହର ମୁଖ୍ୟଙ୍କ ପାଖକୁ ଯିବା ଉଚିତ୍। ଅର୍ଥାତ୍ ଅନ୍ୟାନ୍ୟ ଅଂଶ ଅନୁସାରେ ପୂର୍ବସୀମା ଆଡ଼େ 25,000 ହାତ ପରିମିତ ଉପହାର ଭୂମିର ସମ୍ମୁଖସ୍ଥ ଭୂମି ଓ ପଶ୍ଚିମ ଦିଗରେ ପଶ୍ଚିମ ଆଡ଼େ 25,000 ହାତ ପରିମିତ ଭୂମିର ସମ୍ମୁଖସ୍ଥ ଭୂମି ଅଧିପତିଙ୍କର ହେବ। ଆଉ ପବିତ୍ର ଉପହାର ଭୂମି ଓ ମନ୍ଦିରର ପବିତ୍ର ସ୍ଥାନ ତହିଁର ମଧ୍ୟବର୍ତ୍ତୀ ହେବ। ଆହୁରି ଅଧିପତିଙ୍କ ଅଂଶର ମଧ୍ୟସ୍ଥିତ ଲେବୀୟମାନଙ୍କ ଅଧିକାରର ସୀମା ଓ ନଗର ଅଧିକାରର ସୀମାଠାରୁ ଯେଉଁ ଭୂମି ଯିହୁଦା ଓ ବିନ୍ୟାମୀନର ସୀମାର ମଧ୍ୟବର୍ତ୍ତୀ ଅଛି ତାହା ଅଧିପତିଙ୍କ ପାଇଁ ହେବ। Gade chapit la |