Biblia Todo Logo
Bib sou entènèt

- Piblisite -




ଯିହିଜିକଲ 48:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ଇଫ୍ରୟିମର ସୀମା ନିକଟରେ ପୂର୍ବଠାରୁ ପଶ୍ଚିମ ସୀମା ପର୍ଯ୍ୟନ୍ତ; ରୁବେନ୍‍, ଏକ ଅଂଶ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 ଇଫ୍ରୟିମର ସୀମା ନିକଟରେ ପୂର୍ବଠାରୁ ପଶ୍ଚିମ ସୀମା ପର୍ଯ୍ୟନ୍ତ; ରୁବେନ, ଏକ ଅଂଶ।

Gade chapit la Kopi

ଓଡିଆ ବାଇବେଲ

6 ଇଫ୍ରୟିମର ସୀମା ନିକଟରେ ପୂର୍ବଠାରୁ ପଶ୍ଚିମ ସୀମା ପର୍ଯ୍ୟନ୍ତ; ରୁବେନ୍‍, ଏକ ଅଂଶ।

Gade chapit la Kopi




ଯିହିଜିକଲ 48:6
5 Referans Kwoze  

ଏଥିପାଇଁ ଲେୟା ଗର୍ଭବତୀ ହୋଇ ପୁତ୍ର ପ୍ରସବ କରନ୍ତେ, ତାହାର ନାମ ରୁବେନ୍‍ (ପୁତ୍ରକୁ ଦେଖ) ଦେଲା; ଯେହେତୁ ସେ କହିଲା, “ସଦାପ୍ରଭୁ ମୋହର ଦୁଃଖ ଦେଖିଅଛନ୍ତି; ଏବେ ମୋʼ ସ୍ୱାମୀ ମୋତେ ଭଲ ପାଇବେ।”


ଆଉ, ରୁବେନ୍‍ର ସୀମା ନିକଟରେ ପୂର୍ବଠାରୁ ପଶ୍ଚିମ ସୀମା ପର୍ଯ୍ୟନ୍ତ; ଯିହୁଦା, ଏକ ଅଂଶ।


ଆଉ ଯର୍ଦ୍ଦନ ଓ ତହିଁର ଅଞ୍ଚଳ ରୁବେନ୍‍-ସନ୍ତାନଗଣର ସୀମା ଥିଲା, ରୁବେନ୍‍-ସନ୍ତାନମାନଙ୍କ ବଂଶାନୁସାରେ ଏହିସବୁ ନଗର ତହିଁର ଗ୍ରାମ ସମେତ ସେମାନଙ୍କର ଅଧିକାର ହେଲା।


Swiv nou:

Piblisite


Piblisite