Biblia Todo Logo
Bib sou entènèt

- Piblisite -




ଯିହିଜିକଲ 5:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 “ପୁଣି, ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଏକ ତୀକ୍ଷ୍ଣ ଖଡ୍ଗ, ବାରିକର କ୍ଷୁର ପରି ନେଇ ଆପଣା ମସ୍ତକ ଓ ଦାଢ଼ି ଉପରେ ଚଳାଇବ; ତହୁଁ ନିକିତି ନେଇ ସେହି କେଶ ତୌଲି ଭାଗ ଭାଗ କରିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ପୁଣି, ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଖଣ୍ତେ ତୀକ୍ଷ୍ଣ ଖଡ଼୍‍ଗ, ନାପିତର କ୍ଷୁର ପରି ନେଇ ଆପଣା ମସ୍ତକ ଓ ଦାଢ଼ି ଉପରେ ଚଳାଇବନ୍ତ ତହୁଁ ନିକ୍ତି ନେଇ ସେହି କେଶ ତୌଲି ଭାଗ ଭାଗ କରିବ।

Gade chapit la Kopi

ଓଡିଆ ବାଇବେଲ

1 “ପୁଣି, ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଏକ ତୀକ୍ଷ୍ଣ ଖଡ୍ଗ, ବାରିକର କ୍ଷୁର ପରି ନେଇ ଆପଣା ମସ୍ତକ ଓ ଦାଢ଼ି ଉପରେ ଚଳାଇବ; ତହୁଁ ନିକିତି ନେଇ ସେହି କେଶ ତୌଲି ଭାଗ ଭାଗ କରିବ।

Gade chapit la Kopi

ପବିତ୍ର ବାଇବଲ

1-2 “ହେ ମନୁଷ୍ୟ ପୁତ୍ର, ନାପିତର କ୍ଷୁର ପରି ତୁମ୍ଭେ ଏକ ତୀ‌କ୍ଷ୍‌ଣ ‌‌ଖ‌ଡ଼୍‌ଗରେ ନିଜର ମସ୍ତକ ଓ ଦାଢ଼ି ଖିଅର ହେବ। ତହୁଁ ନିକିତିରେ ବାଳକୁ ଓଜନ କର ଏବଂ ଏହା ତିନି ଭାଗରେ ବିଭକ୍ତ କର। ତା'ପରେ ଏହାର ଏକ ତୃତୀୟାଂଶ ନିଅ ଏବଂ ତୁମ୍ଭର ଅବରୋଧ ସମାପ୍ତ ହେଲା ପରେ, ସେହି ବାଳକୁ ସେହି ‘ନଗର’ ନ‌କ୍‌ସାର ମଝିରେ ଦ‌ଗ୍‌ଧ କରିବ। ଆଉ ଏକ ତୃତୀୟାଂଶ ‌‌ଖ‌ଡ଼୍‌ଗରେ କାଟ ଓ ‘ନଗର’ ଚତୁର୍ଦ୍ଦିଗରେ ଭିଣି ଦିଅ। ଆଉ ଏକ ତୃତୀୟାଂଶ କେଶ ପବନର ମୁହଁକୁ ଫୋପାଡ଼ି ଦିଅ କାରଣ ଆମ୍ଭେ ସେମାନଙ୍କୁ ଦୂର ଦେଶ ପର୍ଯ୍ୟନ୍ତ ଅନୁସରଣ କରିବା ଓ ଖଣ୍ଡାରେ ସେମାନଙ୍କୁ ହତ୍ୟା କରିବା।

Gade chapit la Kopi




ଯିହିଜିକଲ 5:1
6 Referans Kwoze  

ସେମାନେ ଆପଣାମାନଙ୍କର ମସ୍ତକ କ୍ଷୌର କରିବେ ନାହିଁ କିଅବା ଆପଣାମାନଙ୍କର କେଶ ଦୀର୍ଘ ହେବାକୁ ଦେବେ ନାହିଁ; ସେମାନେ କେବଳ କେଶ କର୍ତ୍ତନ କରିବେ।


ସେହି ଦିନ ପ୍ରଭୁ ନଦୀର ସେପାରିସ୍ଥ ଭଡ଼ାଟିଆ କ୍ଷୁର ଦ୍ୱାରା, ଅର୍ଥାତ୍‍, ଅଶୂରର ରାଜା ଦ୍ୱାରା ମସ୍ତକ, ପଦର ଲୋମ କ୍ଷୌର କରିବେ ଓ ତଦ୍ଦ୍ୱାରା ଦାଢ଼ି ମଧ୍ୟ ନଷ୍ଟ ହେବ।


ସେମାନେ ଆପଣା ଆପଣା ମସ୍ତକ ମୁଣ୍ଡନ କରିବେ ନାହିଁ ଓ ଆପଣା ଆପଣା ଦାଢ଼ିର କୋଣ କ୍ଷୌର କରିବେ ନାହିଁ, କିଅବା ଆପଣା ଆପଣା ଶରୀରରେ ଅସ୍ତ୍ରାଘାତ କରିବେ ନାହିଁ।


ତକେଲ, ଆପଣ ନିକ୍ତିରେ ତୌଲା ଯାଇଅଛନ୍ତି ଓ ଊଣା ଦେଖା ଯାଇଅଛନ୍ତି।


ସଦାପ୍ରଭୁ ଏହି କଥା କହିଲେ, “ତୁମ୍ଭେ ଯାଇ କୁମ୍ଭକାରର ଏକ ମୃତ୍ତିକା ପାତ୍ର କ୍ରୟ କର, ଆଉ ଲୋକମାନଙ୍କର କେତେକ ପ୍ରାଚୀନ ଲୋକଙ୍କୁ ଓ ଯାଜକମାନଙ୍କର କେତେକ ପ୍ରାଚୀନ ଲୋକଙ୍କୁ ନେଇ,


ଆହୁରି, “ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଏକ ଇଟା ନେଇ ଆପଣା ସମ୍ମୁଖରେ ରଖ ଓ ତହିଁ ଉପରେ ଏକ ନଗରର, ଅର୍ଥାତ୍‍, ଯିରୂଶାଲମର ଛବି ଅଙ୍କିତ କର;


Swiv nou:

Piblisite


Piblisite