ଯିହିଜିକଲ 5:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ଏହେତୁ ପ୍ରଭୁ, ସଦାପ୍ରଭୁ କହନ୍ତି, ତୁମ୍ଭେ ଆପଣାର ତୁଚ୍ଛ ବସ୍ତୁସକଳ ଦ୍ୱାରା ଓ ଆପଣାର ସବୁ ଘୃଣାଯୋଗ୍ୟ କର୍ମ ଦ୍ୱାରା ଆମ୍ଭର ପବିତ୍ର ସ୍ଥାନ ଅଶୁଚି କରିଅଛ, ଏଥିପାଇଁ ଆମ୍ଭେ ଜୀବିତ ଥିବା ପ୍ରମାଣେ ଆମ୍ଭେ ହିଁ ତୁମ୍ଭକୁ ହ୍ରାସ କରିବା; ଆହୁରି, ଚକ୍ଷୁଲଜ୍ଜା କରିବା ନାହିଁ, ମଧ୍ୟ ଆମ୍ଭେ କିଛି ଦୟା କରିବା ନାହିଁ। Gade chapit laପବିତ୍ର ବାଇବଲ (Re-edited) - (BSI)11 ଏହେତୁ ପ୍ରଭୁ, ସଦାପ୍ରଭୁ କହନ୍ତି, ତୁମ୍ଭେ ଆପଣାର ତୁଚ୍ଛ ବସ୍ତୁସକଳ ଦ୍ଵାରା ଓ ଆପଣାର ସବୁ ଘୃଣାଯୋଗ୍ୟ କର୍ମ ଦ୍ଵାରା ଆମ୍ଭର ପବିତ୍ର ସ୍ଥାନ ଅଶୁଚି କରିଅଛ, ଏଥିପାଇଁ ଆମ୍ଭେ ଜୀବିତ ଥିବା ପ୍ରମାଣେ ଆମ୍ଭେ ହିଁ ତୁମ୍ଭକୁ ହ୍ରାସ କରିବା; ଆହୁରି, ଚକ୍ଷୁଲଜ୍ଜା କରିବା ନାହିଁ, ମଧ୍ୟ ଆମ୍ଭେ କିଛି ଦୟା କରିବା ନାହିଁ। Gade chapit laଓଡିଆ ବାଇବେଲ11 ଏହେତୁ ପ୍ରଭୁ, ସଦାପ୍ରଭୁ କହନ୍ତି, “ତୁମ୍ଭେ ଆପଣାର ତୁଚ୍ଛ ବସ୍ତୁସକଳ ଦ୍ୱାରା ଓ ଆପଣାର ସବୁ ଘୃଣାଯୋଗ୍ୟ କର୍ମ ଦ୍ୱାରା ଆମ୍ଭର ପବିତ୍ର ସ୍ଥାନ ଅଶୁଚି କରିଅଛ, ଏଥିପାଇଁ ଆମ୍ଭେ ଜୀବିତ ଥିବା ପ୍ରମାଣେ ଆମ୍ଭେ ହିଁ ତୁମ୍ଭକୁ ହ୍ରାସ କରିବା; ଆହୁରି, ଚକ୍ଷୁଲଜ୍ଜା କରିବା ନାହିଁ, ମଧ୍ୟ ଆମ୍ଭେ କିଛି ଦୟା କରିବା ନାହିଁ।” Gade chapit laପବିତ୍ର ବାଇବଲ11 ତହୁଁ ସଦାପ୍ରଭୁ ମୋର ପ୍ରଭୁ କହନ୍ତି, “ତୁମ୍ଭେ ଆପଣାର ତୁଚ୍ଛ ବସ୍ତୁ ସକଳ ଦ୍ୱାରା ଓ ଆପଣାର ସବୁ ଘୃଣାଯୋଗ୍ୟ କର୍ମଦ୍ୱାରା ଆମ୍ଭର ପବିତ୍ର ସ୍ଥାନ ଅଶୁଚି କରିଅଛ, ଏଥିପାଇଁ ଆମ୍ଭେ ଜୀବିତ ଥିବା ପ୍ରମାଣେ ଆମ୍ଭେ ଶପଥ କରୁଛୁ ଯେ, ଆମ୍ଭେ ତୁମ୍ଭମାନଙ୍କୁ ପଛ କରିଦେବା। ଆଉ ତୁମ୍ଭମାନଙ୍କ ପାଇଁ ଦୁଃଖ କରିବା ନାହିଁ କି ଦୟା କରିବା ନାହିଁ। Gade chapit la |
ସେମାନେ ଆମ୍ଭର ଦ୍ୱାର-ପ୍ରବେଶ ସ୍ଥାନ ନିକଟରେ ଆପଣାମାନଙ୍କର ଦ୍ୱାର-ପ୍ରବେଶ ସ୍ଥାନ ଓ ଆମ୍ଭ ଦ୍ୱାରବନ୍ଧ ନିକଟରେ ଆପଣାମାନଙ୍କର ଦ୍ୱାରବନ୍ଧ ରଖିବାରୁ ଆମ୍ଭର ଓ ସେମାନଙ୍କ ମଧ୍ୟରେ କେବଳ ଏକ କାନ୍ଥ ଥିଲା, ପୁଣି, ଆପଣାମାନଙ୍କର କୃତ ଘୃଣାଯୋଗ୍ୟ କ୍ରିୟା ଦ୍ୱାରା ଆମ୍ଭର ପବିତ୍ର ନାମ ସେମାନେ ଅପବିତ୍ର କରିଅଛନ୍ତି; ଏନିମନ୍ତେ ଆମ୍ଭେ ଆପଣାର କ୍ରୋଧରେ ସେମାନଙ୍କୁ ଗ୍ରାସ କରିଅଛୁ।