Biblia Todo Logo
Bib sou entènèt

- Piblisite -




ଯିହିଜିକଲ 5:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ଓ ତହିଁ ମଧ୍ୟରୁ ହିଁ କିଛି ନେଇ ଅଗ୍ନି ମଧ୍ୟରେ ପକାଇ ଦଗ୍ଧ କରିବ, ତହିଁରୁ ଅଗ୍ନି ନିର୍ଗତ ହୋଇ ଇସ୍ରାଏଲ ବଂଶ ମଧ୍ୟକୁ ଆସିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ଓ ତହିଁ ମଧ୍ୟରୁ ହିଁ କିଛି ନେଇ ଅଗ୍ନି ମଧ୍ୟରେ ପକାଇ ଦଗ୍ଧ କରିବ, ତହିଁରୁ ଅଗ୍ନି ନିର୍ଗତ ହୋଇ ଇସ୍ରାଏଲ-ବଂଶ ମଧ୍ୟକୁ ଆସିବ।

Gade chapit la Kopi

ଓଡିଆ ବାଇବେଲ

4 ଓ ତହିଁ ମଧ୍ୟରୁ ହିଁ କିଛି ନେଇ ଅଗ୍ନି ମଧ୍ୟରେ ପକାଇ ଦଗ୍ଧ କରିବ, ତହିଁରୁ ଅଗ୍ନି ନିର୍ଗତ ହୋଇ ଇସ୍ରାଏଲ ବଂଶ ମଧ୍ୟକୁ ଆସିବ।”

Gade chapit la Kopi

ପବିତ୍ର ବାଇବଲ

4 ଏହି ବାଳଗୁଡ଼ିକରୁ କିଛି ଅଧିକ ନିଅ ଏବଂ ସେଗୁଡ଼ିକ ଅଗ୍ନିରେ ଫୋପାଡ଼ି ଦିଅ ଏବଂ ସେଗୁଡ଼ିକ ଦ‌ଗ୍‌ଧ କର, କାରଣ ଇସ୍ରାଏଲସାରା ଆମ୍ଭେ ଅଗ୍ନି ପଠାଇବା।”

Gade chapit la Kopi




ଯିହିଜିକଲ 5:4
7 Referans Kwoze  

ନବୂଖଦ୍‍ନିତ୍ସରଙ୍କ ରାଜତ୍ଵର ତେଇଶ ବର୍ଷରେ ନବୂଷରଦନ୍‍ ପ୍ରହରୀବର୍ଗର ସେନାପତି, ସାତ ଶହ ପଇଁଚାଳିଶ ଜଣ ଯିହୁଦୀଙ୍କୁ ବନ୍ଦୀ କରି ନେଇଗଲା; ସର୍ବସୁଦ୍ଧା ଚାରି ସହସ୍ର ଛʼ ଶତ ଲୋକ ଥିଲେ।


ଯେଉଁମାନେ ପଳାଇଗଲେ, ସେମାନେ ବଳହୀନ ହୋଇ ହିଷ୍‍ବୋନର ଛାୟା ତଳେ ଠିଆ ହୁଅନ୍ତି; କାରଣ ହିଷ୍‍ବୋନରୁ ଅଗ୍ନି ଓ ସୀହୋନ ମଧ୍ୟରୁ ଅଗ୍ନିଶିଖା ନିର୍ଗତ ହୋଇ ମୋୟାବର କୋଣ ଓ କଳହକାରୀମାନଙ୍କ ମସ୍ତକର ତାଳୁଆ ଗ୍ରାସ କରିଅଛି।


ହେ ଯିହୁଦାର ଲୋକେ ଓ ଯିରୂଶାଲମର ନିବାସୀଗଣ, ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆପଣାମାନଙ୍କୁ ସୁନ୍ନତ କର ଓ ଆପଣା ଆପଣା ହୃଦୟର ଅଗ୍ରଚର୍ମ କାଢ଼ି ପକାଅ; ନୋହିଲେ ତୁମ୍ଭମାନଙ୍କ କ୍ରିୟାର ଦୁଷ୍ଟତା ସକାଶୁ ଆମ୍ଭର କୋପ ଅଗ୍ନି ତୁଲ୍ୟ ବାହାରି ପ୍ରଜ୍ୱଳିତ ହେବ ଓ କେହି ତାହା ଲିଭାଇ ପାରିବ ନାହିଁ।”


ମାତ୍ର ସପ୍ତମ ମାସରେ ରାଜବଂଶଜାତ ଇଲୀଶାମାର ପୌତ୍ର ନଥନୀୟର ପୁତ୍ର ଇଶ୍ମାୟେଲ ଓ ତାହାର ସଙ୍ଗୀ ଦଶ ଜଣ ଆସିଲେ, ଆଉ ଗଦଲୀୟଙ୍କୁ, ପୁଣି ଯେଉଁ ଯିହୁଦୀୟମାନେ ଓ କଲ୍‍ଦୀୟମାନେ ତାହା ସଙ୍ଗେ ମିସ୍ପାରେ ଥିଲେ, ସେମାନଙ୍କୁ ଆଘାତ କରି ବଧ କଲେ।


ପୁଣି, ତୁମ୍ଭେ ଅଳ୍ପସଂଖ୍ୟକ କେଶ ନେଇ ଆପଣା ବସ୍ତ୍ରର ଅଞ୍ଚଳରେ ବାନ୍ଧିବ


ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି: ଏ ଯିରୂଶାଲମ; ଆମ୍ଭେ ଏହାକୁ ଗୋଷ୍ଠୀଗଣ ମଧ୍ୟରେ ସ୍ଥାପନ କରିଅଛୁ ଓ ତାହାର ଚତୁର୍ଦ୍ଦିଗରେ ନାନା ଦେଶ ଅଛି।


Swiv nou:

Piblisite


Piblisite