ଯିହିଜିକଲ 5:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି: ଏ ଯିରୂଶାଲମ; ଆମ୍ଭେ ଏହାକୁ ଗୋଷ୍ଠୀଗଣ ମଧ୍ୟରେ ସ୍ଥାପନ କରିଅଛୁ ଓ ତାହାର ଚତୁର୍ଦ୍ଦିଗରେ ନାନା ଦେଶ ଅଛି। Gade chapit laପବିତ୍ର ବାଇବଲ (Re-edited) - (BSI)5 ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ଏ ଯିରୂଶାଲମ; ଆମ୍ଭେ ଏହାକୁ ଗୋଷ୍ଠୀଗଣ ମଧ୍ୟରେ ସ୍ଥାପନ କରିଅଛୁ ଓ ତାହାର ଚତୁର୍ଦ୍ଦିଗରେ ନାନା ଦେଶ ଅଛି। Gade chapit laଓଡିଆ ବାଇବେଲ5 ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି: “ଏ ଯିରୂଶାଲମ; ଆମ୍ଭେ ଏହାକୁ ଗୋଷ୍ଠୀଗଣ ମଧ୍ୟରେ ସ୍ଥାପନ କରିଅଛୁ ଓ ତାହାର ଚତୁର୍ଦ୍ଦିଗରେ ନାନା ଦେଶ ଅଛି। Gade chapit laପବିତ୍ର ବାଇବଲ5 ତା'ପରେ ସଦାପ୍ରଭୁ ମୋର ପ୍ରଭୁ ମୋତେ କହିଲେ, “ଏହା ଯିରୁଶାଲମ ଅଟେ, ଯାହାକୁ ଆମ୍ଭେ ଦେଶମାନଙ୍କ ମଧ୍ୟରେ ସ୍ଥାପନ କରିଅଛୁ ଓ ତା'ର ଚତୁର୍ଦ୍ଦିଗରେ ଅନ୍ୟାନ୍ୟ ଦେଶଗୁଡ଼ିକ ଅଛି। Gade chapit la |