ଯିହିଜିକଲ 5:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ଆଉ, ସେ ଦୁଷ୍ଟତା କରି ସେହି ଗୋଷ୍ଠୀଗଣ ଅପେକ୍ଷା ଆମ୍ଭ ଶାସନାବଳି ବିରୁଦ୍ଧରେ ଓ ତାହାର ଚତୁର୍ଦ୍ଦିଗସ୍ଥିତ ଦେଶସମୂହର ଅପେକ୍ଷା ଆମ୍ଭ ବିଧିସକଳର ବିରୁଦ୍ଧରେ ବିଦ୍ରୋହାଚରଣ କରିଅଛି; କାରଣ ସେମାନେ ଆମ୍ଭର ଶାସନାବଳି ଅଗ୍ରାହ୍ୟ କରିଅଛନ୍ତି ଓ ଆମ୍ଭର ବିଧିରୂପ ପଥରେ ଗମନ କରି ନାହାନ୍ତି! Gade chapit laପବିତ୍ର ବାଇବଲ (Re-edited) - (BSI)6 ଆଉ, ସେ ଦୁଷ୍ଟତା କରି ସେହି ଗୋଷ୍ଠୀଗଣ ଅପେକ୍ଷା ଆମ୍ଭ ଶାସନାବଳି ବିରୁଦ୍ଧରେ ଓ ତାହାର ଚତୁର୍ଦ୍ଦିଗସ୍ଥିତ ଦେଶସମୂହର ଅପେକ୍ଷା ଆମ୍ଭ ବିଧିସକଳର ବିରୁଦ୍ଧରେ ବିଦ୍ରୋହାଚରଣ କରିଅଛି; କାରଣ ସେମାନେ ଆମ୍ଭର ଶାସନାବଳି ଅଗ୍ରାହ୍ୟ କରିଅଛନ୍ତି ଓ ଆମ୍ଭର ବିଧିରୂପ ପଥରେ ଗମନ କରିନାହାନ୍ତି। Gade chapit laଓଡିଆ ବାଇବେଲ6 ଆଉ, ସେ ଦୁଷ୍ଟତା କରି ସେହି ଗୋଷ୍ଠୀଗଣ ଅପେକ୍ଷା ଆମ୍ଭ ଶାସନାବଳି ବିରୁଦ୍ଧରେ ଓ ତାହାର ଚତୁର୍ଦ୍ଦିଗସ୍ଥିତ ଦେଶସମୂହର ଅପେକ୍ଷା ଆମ୍ଭ ବିଧିସକଳର ବିରୁଦ୍ଧରେ ବିଦ୍ରୋହାଚରଣ କରିଅଛି; କାରଣ ସେମାନେ ଆମ୍ଭର ଶାସନାବଳି ଅଗ୍ରାହ୍ୟ କରିଅଛନ୍ତି ଓ ଆମ୍ଭର ବିଧିରୂପ ପଥରେ ଗମନ କରି ନାହାନ୍ତି !” Gade chapit laପବିତ୍ର ବାଇବଲ6 ଆଉ ଯିରୁଶାଲମର ଲୋକମାନେ ଦୁଷ୍ଟତା କରି ସେହି ଗୋଷ୍ଠୀଗଣ ଅପେକ୍ଷା ଆମ୍ଭ ଶାସନାବଳି ବିରୁଦ୍ଧରେ ଓ ତାହାର ଚତୁର୍ଦ୍ଦିଗସ୍ଥିତ ଦେଶ ସମୂହର ଅପେକ୍ଷା ଆମ୍ଭ ବିଧି ସକଳର ବିରୁଦ୍ଧରେ ବିଦ୍ରୋହାଚରଣ କରିଅଛନ୍ତି। କାରଣ ସେମାନେ ଆମ୍ଭର ଶାସନାବଳି ଅଗ୍ରାହ୍ୟ କରିଅଛନ୍ତି ଓ ଆମ୍ଭର ବିଧିପୂର୍ବକ ପଥରେ ଗମନ କରି ନାହାନ୍ତି।” Gade chapit la |