ଯିହିଜିକଲ 5:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ଏଥିପାଇଁ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ, ଆମ୍ଭେ ହିଁ ତୁମ୍ଭର ବିପକ୍ଷ ଅଟୁ ଓ ଆମ୍ଭେ ଗୋଷ୍ଠୀଗଣର ସାକ୍ଷାତରେ ତୁମ୍ଭ ମଧ୍ୟରେ ବିଚାର ସାଧନ କରିବା। Gade chapit laପବିତ୍ର ବାଇବଲ (Re-edited) - (BSI)8 ଏଥିପାଇଁ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ, ଆମ୍ଭେ ହିଁ ତୁମ୍ଭର ବିପକ୍ଷ ଅଟୁ ଓ ଆମ୍ଭେ ଗୋଷ୍ଠୀଗଣର ସାକ୍ଷାତରେ ତୁମ୍ଭ ମଧ୍ୟରେ ବିଚାର ସାଧନ କରିବା। Gade chapit laଓଡିଆ ବାଇବେଲ8 ଏଥିପାଇଁ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, “ଦେଖ, ଆମ୍ଭେ, ଆମ୍ଭେ ହିଁ ତୁମ୍ଭର ବିପକ୍ଷ ଅଟୁ ଓ ଆମ୍ଭେ ଗୋଷ୍ଠୀଗଣର ସାକ୍ଷାତରେ ତୁମ୍ଭ ମଧ୍ୟରେ ବିଚାର ସାଧନ କରିବା। Gade chapit laପବିତ୍ର ବାଇବଲ8 ତେଣୁ ସଦାପ୍ରଭୁ ମୋର ପ୍ରଭୁ କହନ୍ତି, “ତେଣୁ ଆମ୍ଭେ ତୁମ୍ଭର ବିପକ୍ଷ ଅଟୁ ଓ ଆମ୍ଭେ ଜାତିଗୁଡ଼ିକ ମଧ୍ୟରେ ତୁମ୍ଭର ବିଗ୍ଭର କରିବା। Gade chapit la |
ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ଦେଖ, ଆମ୍ଭେ ପାଳକମାନଙ୍କର ପ୍ରତିକୂଳ ଅଟୁ; ଆମ୍ଭେ ସେମାନଙ୍କ ହସ୍ତରୁ ଆମ୍ଭ ମେଷଗଣକୁ ଆଦାୟ କରିବା, ଆଉ ସେମାନଙ୍କୁ ମେଷପାଳନ କର୍ମରୁ ଚ୍ୟୁତ କରିବା ଓ ସେହି ପାଳକମାନେ ଆଉ ଆପଣାମାନଙ୍କୁ ପାଳନ କରିବେ ନାହିଁ; ପୁଣି, ସେମାନଙ୍କ ମୁଖରୁ ଆମ୍ଭେ ଆମ୍ଭର ମେଷଗଣକୁ ଉଦ୍ଧାର କରିବା, ତହିଁରେ ସେମାନେ ସେମାନଙ୍କ ପାଇଁ ଭକ୍ଷ୍ୟ ହେବେ ନାହିଁ।