Biblia Todo Logo
Bib sou entènèt

- Piblisite -




ଯିହିଜିକଲ 5:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ପୁଣି, ଯାହା ଆମ୍ଭେ କରି ନାହୁଁ ଓ ଯହିଁର ତୁଲ୍ୟ ଆଉ ଆମ୍ଭେ କରିବା ନାହିଁ, ଏପରି କର୍ମ, ତୁମ୍ଭମାନଙ୍କର ଘୃଣାଯୋଗ୍ୟ ସକଳ କ୍ରିୟା ସକାଶୁ ଆମ୍ଭେ ତୁମ୍ଭମାନଙ୍କ ମଧ୍ୟରେ କରିବା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 ପୁଣି, ଯାହା ଆମ୍ଭେ କରି ନାହୁଁ ଓ ଯହିଁର ତୁଲ୍ୟ ଆଉ ଆମ୍ଭେ କରିବା ନାହିଁ, ଏପରି କର୍ମ, ତୁମ୍ଭମାନଙ୍କର ଘୃଣାଯୋଗ୍ୟ ସକଳ କ୍ରିୟା ସକାଶୁ ଆମ୍ଭେ ତୁମ୍ଭମାନଙ୍କ ମଧ୍ୟରେ କରିବା।

Gade chapit la Kopi

ଓଡିଆ ବାଇବେଲ

9 ପୁଣି, ଯାହା ଆମ୍ଭେ କରି ନାହୁଁ ଓ ଯହିଁର ତୁଲ୍ୟ ଆଉ ଆମ୍ଭେ କରିବା ନାହିଁ, ଏପରି କର୍ମ, ତୁମ୍ଭମାନଙ୍କର ଘୃଣାଯୋଗ୍ୟ ସକଳ କ୍ରିୟା ସକାଶୁ ଆମ୍ଭେ ତୁମ୍ଭମାନଙ୍କ ମଧ୍ୟରେ କରିବା।”

Gade chapit la Kopi

ପବିତ୍ର ବାଇବଲ

9 ଆମ୍ଭେ ତୁମ୍ଭମାନଙ୍କ ପ୍ରତି ତାହା କରିବା, ଯାହା ଆଗରୁ କେବେ କରି ନାହୁଁ କିଅବା ଭବିଷ୍ୟତରେ କେବେ କରିବା ନାହିଁ, କାରଣ ଏହିସବୁ ତୁମ୍ଭମାନଙ୍କର ଘୃଣ୍ୟ ବ୍ୟବହାର ପାଇଁ ହେବ।

Gade chapit la Kopi




ଯିହିଜିକଲ 5:9
7 Referans Kwoze  

କାରଣ ସେତେବେଳେ ଏପରି ମହାକ୍ଲେଶ ଘଟିବ ଯେ ଜଗତର ଆରମ୍ଭରୁ ଆଜି ପର୍ଯ୍ୟନ୍ତ ଘଟି ନାହିଁ, ପୁଣି, କେବେ ହେଁ ଘଟିବ ନାହିଁ।


ପୁଣି, ସେ ଆମ୍ଭମାନଙ୍କ ଉପରେ ମହା ଅମଙ୍ଗଳ ଘଟାଇବା ଦ୍ୱାରା ଆମ୍ଭମାନଙ୍କ ବିରୁଦ୍ଧରେ ଓ ଯେଉଁ ବିଚାରକର୍ତ୍ତାଗଣ ଆମ୍ଭମାନଙ୍କର ବିଚାର କଲେ, ସେମାନଙ୍କ ବିରୁଦ୍ଧରେ ଯାହା କହିଥିଲେ, ଆପଣାର ସେହି ବାକ୍ୟ ସେ ସଫଳ କରିଅଛନ୍ତି; କାରଣ ଯିରୂଶାଲମ ପ୍ରତି ଯାହା କରାଯାଇଅଛି, ସମୁଦାୟ ଆକାଶମଣ୍ଡଳ ତଳେ ସେପରି କରାଯାଇ ନାହିଁ।


“ପୃଥିବୀସ୍ଥ ଯାବତୀୟ ଗୋଷ୍ଠୀ ମଧ୍ୟରେ କେବଳ ତୁମ୍ଭମାନଙ୍କର ପରିଚୟ ଆମ୍ଭେ ନେଇଅଛୁ; ଏଥିପାଇଁ ତୁମ୍ଭମାନଙ୍କର ସକଳ ଅଧର୍ମର ପ୍ରତିଫଳ ଆମ୍ଭେ ତୁମ୍ଭମାନଙ୍କୁ ଦେବା।


କ୍ଷୁଧାରେ ହତ ହେବା ଲୋକମାନଙ୍କ ଅପେକ୍ଷା ଖଡ୍ଗରେ ହତ ହେବା ଲୋକମାନେ ଭଲ; କାରଣ ଏମାନେ କ୍ଷେତ୍ରୋତ୍ପନ୍ନ ଶସ୍ୟର ଅଭାବରୂପ ଶୂଳରେ ବିଦ୍ଧ ହୋଇ କ୍ଷୟ ପାଆନ୍ତି।


କାରଣ ଯେ ଏକ ନିମିଷ ମଧ୍ୟରେ ଉତ୍ପାଟିତ ହେଲା ଓ ଯାହାକୁ କାହାରି ହସ୍ତ ଆକ୍ରମଣ ନ କଲା, ଏପରି ଯେ ସଦୋମ, ତାହାର ପାପ ଅପେକ୍ଷା ମୋʼ ଲୋକଙ୍କ କନ୍ୟାର ଅଧର୍ମ ଅଧିକ ଅଟେ।


ସେହି ସମୟରେ ତୁମ୍ଭ ଲୋକଙ୍କ ସନ୍ତାନଗଣର ସାହାଯ୍ୟକାରୀ ମୀଖାୟେଲ ମହାନ ଅଧିପତି ଠିଆ ହେବେ ଓ ମନୁଷ୍ୟ ଗୋଷ୍ଠୀର ସ୍ଥିତିକାଳଠାରୁ ସେହି ସମୟ ପର୍ଯ୍ୟନ୍ତ ଯେଉଁ ପ୍ରକାର ସଙ୍କଟର ସମୟ କେବେ ହୋଇ ନାହିଁ, ଏପରି ସଙ୍କଟର କାଳ ଉପସ୍ଥିତ ହେବ, ଆଉ, ତୁମ୍ଭ ଗୋଷ୍ଠୀୟ ଯେଉଁ ପ୍ରତ୍ୟେକର ନାମ ପୁସ୍ତକରେ ଲିଖିତ ହୋଇଅଛି, ସେମାନେ ପ୍ରତ୍ୟେକେ ସେହି ସମୟରେ ଉଦ୍ଧାର ପାଇବେ।


ଆମ୍ଭେ ସେମାନଙ୍କର କୃତ ସକଳ ଘୃଣାଯୋଗ୍ୟ କ୍ରିୟା ସକାଶୁ ଯେତେବେଳେ ଦେଶକୁ ଧ୍ୱଂସିତ ଓ ନିର୍ଜନ ସ୍ଥାନ କରିବା, ସେତେବେଳେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ସେମାନେ ଜାଣିବେ।


Swiv nou:

Piblisite


Piblisite