Biblia Todo Logo
Bib sou entènèt

- Piblisite -




ଯିହିଜିକଲ 6:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ଏଥିଉତ୍ତାରେ ସଦାପ୍ରଭୁଙ୍କର ଏହି ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା ଏବଂ ସେ କହିଲେ,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ଅନନ୍ତର ସଦାପ୍ରଭୁଙ୍କର ଏହି ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା,

Gade chapit la Kopi

ଓଡିଆ ବାଇବେଲ

1 ଏଥିଉତ୍ତାରେ ସଦାପ୍ରଭୁଙ୍କର ଏହି ବାକ୍ୟ ମୋ’ ନିକଟରେ ଉପସ୍ଥିତ ହେଲା ଏବଂ ସେ କହିଲେ,

Gade chapit la Kopi

ପବିତ୍ର ବାଇବଲ

1 ଅନନ୍ତର ସଦାପ୍ରଭୁଙ୍କର ବାକ୍ୟ ମୋ’ ନିକଟରେ ଉପସ୍ଥିତ ହେଲା।

Gade chapit la Kopi




ଯିହିଜିକଲ 6:1
3 Referans Kwoze  

ଆଉ, ଆମ୍ଭେ ତୁମ୍ଭମାନଙ୍କ ବିରୁଦ୍ଧରେ ଦୁର୍ଭିକ୍ଷ ଓ ହିଂସ୍ରକ ଜନ୍ତୁମାନଙ୍କୁ ପଠାଇବା, ସେମାନେ ତୁମ୍ଭମାନଙ୍କୁ ନିଃସନ୍ତାନ କରିବେ; ମହାମାରୀ ଓ ରକ୍ତ ତୁମ୍ଭମାନଙ୍କର ମଧ୍ୟଦେଇ ଯିବ; ପୁଣି, ଆମ୍ଭେ ତୁମ୍ଭମାନଙ୍କ ବିରୁଦ୍ଧରେ ଖଡ୍ଗ ଆଣିବା; ଆମ୍ଭେ ସଦାପ୍ରଭୁ ଏହି କଥା କହିଅଛୁ।”


“ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଇସ୍ରାଏଲର ପର୍ବତଗଣ ପ୍ରତି ଆପଣା ମୁଖ କରି ସେମାନଙ୍କ ପ୍ରତି ଭବିଷ୍ୟଦ୍‍ବାକ୍ୟ ପ୍ରଚାର କର,


ଏହେତୁ ଦାଉଦର ସିଂହାସନରେ ଉପବିଷ୍ଟ ରାଜା ବିଷୟରେ ଓ ଏହି ନଗରରେ ବାସକାରୀ ସମସ୍ତ ଲୋକଙ୍କର, ଅର୍ଥାତ୍‍, ତୁମ୍ଭର ଯେଉଁ ଭ୍ରାତୃଗଣ ତୁମ୍ଭମାନଙ୍କ ସଙ୍ଗେ ବନ୍ଦୀ ହୋଇଯାଇ ନାହାନ୍ତି, ସେମାନଙ୍କ ବିଷୟରେ ସଦାପ୍ରଭୁ ଏହି କଥା କହନ୍ତି;


Swiv nou:

Piblisite


Piblisite