ଯିହିଜିକଲ 6:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ତହିଁରେ ଆମ୍ଭେ ଯେ ସଦାପ୍ରଭୁ, ଏହା ସେମାନେ ଜାଣିବେ; ଆମ୍ଭେ ସେମାନଙ୍କ ପ୍ରତି ଏହି ଅମଙ୍ଗଳ ଘଟାଇବାର କଥା ବୃଥା କହି ନାହୁଁ।” Gade chapit laପବିତ୍ର ବାଇବଲ (Re-edited) - (BSI)10 ତହିଁରେ ଆମ୍ଭେ ଯେ ସଦାପ୍ରଭୁ, ଏହା ସେମାନେ ଜାଣିବେ; ଆମ୍ଭେ ସେମାନଙ୍କ ପ୍ରତି ଏହି ଅମଙ୍ଗଳ ଘଟାଇବାର କଥା ବୃଥା କହି ନାହୁଁ। Gade chapit laଓଡିଆ ବାଇବେଲ10 ତହିଁରେ ଆମ୍ଭେ ଯେ ସଦାପ୍ରଭୁ, ଏହା ସେମାନେ ଜାଣିବେ; ଆମ୍ଭେ ସେମାନଙ୍କ ପ୍ରତି ଏହି ଅମଙ୍ଗଳ ଘଟାଇବାର କଥା ବୃଥା କହି ନାହୁଁ। Gade chapit laପବିତ୍ର ବାଇବଲ10 ଯେଉଁଥିପାଇଁ ସେମାନେ ହୃଦ୍ବୋଧ କରିବେ ଯେ, ଆମ୍ଭେ ସଦାପ୍ରଭୁ ଅଟୁ। ସେମାନେ ମଧ୍ୟ ହୃଦୟଙ୍ଗମ କରିବେ ଯେ, ଆମ୍ଭେ ବୃଥାରେ କହି ନ ଥିଲୁ, ଯେତେବେଳେ ଆମ୍ଭେ କହିଥିଲୁ ଯେ, ଏହା ଆମ୍ଭେ ସେମାନଙ୍କ ପ୍ରତି ଏହି ମନ୍ଦକାର୍ଯ୍ୟ କରିବା।” Gade chapit la |
ପୁଣି, ତୁମ୍ଭମାନଙ୍କର ସେହି ରକ୍ଷାପ୍ରାପ୍ତ ଲୋକମାନେ ଯେଉଁ ଯେଉଁ ଗୋଷ୍ଠୀୟମାନଙ୍କ ମଧ୍ୟକୁ ବନ୍ଦୀ ଅବସ୍ଥାରେ ନୀତ ହେବେ, ସେମାନଙ୍କ ମଧ୍ୟରେ ଥାଇ ଆମ୍ଭକୁ ସ୍ମରଣ କରିବେ, ଅର୍ଥାତ୍, ସେମାନଙ୍କର ଯେଉଁ ବ୍ୟଭିଚାରୀ ହୃଦୟ ଆମ୍ଭକୁ ତ୍ୟାଗ କରି ଯାଇଅଛି ଓ ସେମାନଙ୍କର ଯେଉଁ ଚକ୍ଷୁ ବ୍ୟଭିଚାରୀ ହୋଇ ଦେବତାଗଣର ପଶ୍ଚାତ ଗମନ କରେ, ତହିଁ ସକାଶୁ ଆମ୍ଭେ କିପରି ବିଦୀର୍ଣ୍ଣ ହୋଇଅଛୁ, ଏହା ସେମାନେ ସ୍ମରଣ କରିବେ; ଆଉ, ସେମାନେ ଆପଣା ଆପଣାର ସକଳ ଘୃଣାଯୋଗ୍ୟ ଆଚାର ବ୍ୟବହାର ଦ୍ୱାରା ଯେଉଁ ଦୁଷ୍କ୍ରିୟା କରିଅଛନ୍ତି, ତହିଁ ନିମନ୍ତେ ସେମାନେ ଆପଣାମାନଙ୍କ ଦୃଷ୍ଟିରେ ଆପଣାମାନଙ୍କୁ ଘୃଣା କରିବେ।