ଯିହିଜିକଲ 6:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ଯେଉଁ ଲୋକ ଦୂରରେ ଅଛି, ସେ ମହାମାରୀରେ ମରିବ; ଯେଉଁ ଲୋକ ନିକଟରେ ଅଛି, ସେ ଖଡ୍ଗ ଦ୍ୱାରା ପତିତ ହେବ; ଯେଉଁ ଲୋକ ଅବଶିଷ୍ଟ ରହେ ଓ ଅବରୁଦ୍ଧ ହୁଏ, ସେ ଦୁର୍ଭିକ୍ଷରେ ମରିବ; ଏହି ପ୍ରକାରେ ଆମ୍ଭେ ସେମାନଙ୍କ ଉପରେ ଆପଣା କୋପ ସମ୍ପନ୍ନ କରିବା। Gade chapit laପବିତ୍ର ବାଇବଲ (Re-edited) - (BSI)12 ଯେଉଁ ଲୋକ ଦୂରରେ ଅଛି, ସେ ମହାମାରୀରେ ମରିବ; ଯେଉଁ ଲୋକ ନିକଟରେ ଅଛି, ସେ ଖଡ଼୍ଗ ଦ୍ଵାରା ପତିତ ହେବ; ଯେଉଁ ଲୋକ ଅବଶିଷ୍ଟ ରହେ ଓ ଅବରୁଦ୍ଧ ହୁଏ, ସେ ଦୁର୍ଭିକ୍ଷରେ ମରିବ; ଏହି ପ୍ରକାରେ ଆମ୍ଭେ ସେମାନଙ୍କ ଉପରେ ଆପଣା କୋପ ସମ୍ପନ୍ନ କରିବା। Gade chapit laଓଡିଆ ବାଇବେଲ12 ଯେଉଁ ଲୋକ ଦୂରରେ ଅଛି, ସେ ମହାମାରୀରେ ମରିବ; ଯେଉଁ ଲୋକ ନିକଟରେ ଅଛି, ସେ ଖଡ୍ଗ ଦ୍ୱାରା ପତିତ ହେବ; ଯେଉଁ ଲୋକ ଅବଶିଷ୍ଟ ରହେ ଓ ଅବରୁଦ୍ଧ ହୁଏ, ସେ ଦୁର୍ଭିକ୍ଷରେ ମରିବ; ଏହି ପ୍ରକାରେ ଆମ୍ଭେ ସେମାନଙ୍କ ଉପରେ ଆପଣା କୋପ ସମ୍ପନ୍ନ କରିବା। Gade chapit laପବିତ୍ର ବାଇବଲ12 ଦୂରବର୍ତ୍ତୀ ଲୋକମାନେ ମହାମାରୀରେ ମରିବେ। ନିକଟବର୍ତ୍ତୀ ଲୋକମାନେ ଖଡ଼୍ଗରେ ନିହତ ହେବେ ଓ ଅବଶିଷ୍ଟ ଲୋକମାନେ ଦୁର୍ଭିକ୍ଷରେ ମରିବେ। କେବଳ ତା'ପରେ ଆମ୍ଭେ ସେମାନଙ୍କ ଉପରେ କ୍ରୋଧିତ ହେବାରୁ ବନ୍ଦ କରିବା। Gade chapit la |