ଯିହିଜିକଲ 6:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ତୁମ୍ଭମାନଙ୍କର ଯାବତୀୟ ବସତି ସ୍ଥାନର ନଗରସକଳ ଉତ୍ସନ୍ନ ହେବ ଓ ଉଚ୍ଚସ୍ଥଳୀସବୁ ଧ୍ୱଂସ ହେବ, ତହିଁରେ ତୁମ୍ଭମାନଙ୍କର ଯଜ୍ଞବେଦିସବୁ ଉତ୍ସନ୍ନ, ଧ୍ୱଂସ ହେବ ଓ ତୁମ୍ଭମାନଙ୍କର ଦେବତାଗଣ ଭଗ୍ନ ଓ ରହିତ ହେବେ ଓ ତୁମ୍ଭମାନଙ୍କର ସୂର୍ଯ୍ୟପ୍ରତିମାଗଣ ଉଚ୍ଛିନ୍ନ ହେବେ, ଆଉ ତୁମ୍ଭମାନଙ୍କର ହସ୍ତକୃତ କର୍ମସବୁ ଲୁପ୍ତ ହେବ। Gade chapit laପବିତ୍ର ବାଇବଲ (Re-edited) - (BSI)6 ତୁମ୍ଭମାନଙ୍କର ଯାବତୀୟ ବସତି-ସ୍ଥାନର ନଗରସକଳ ଉତ୍ସନ୍ନ ହେବ ଓ ଉଚ୍ଚସ୍ଥଳୀସବୁ ଧ୍ଵଂସ ହେବ, ତହିଁରେ ତୁମ୍ଭମାନଙ୍କର ଯଜ୍ଞବେଦିସବୁ ଉତ୍ସନ୍ନ ଓ ଧ୍ଵଂସ ହେବ ଓ ତୁମ୍ଭମାନଙ୍କର ଦେବତାଗଣ ଭଗ୍ନ ଓ ରହିତ ହେବେ ଓ ତୁମ୍ଭମାନଙ୍କର ସୂର୍ଯ୍ୟପ୍ରତିମାଗଣ ଉଚ୍ଛିନ୍ନ ହେବେ, ଆଉ ତୁମ୍ଭମାନଙ୍କର ହସ୍ତକୃତ କର୍ମସବୁ ଲୁପ୍ତ ହେବ। Gade chapit laଓଡିଆ ବାଇବେଲ6 ତୁମ୍ଭମାନଙ୍କର ଯାବତୀୟ ବସତି ସ୍ଥାନର ନଗରସକଳ ଉତ୍ସନ୍ନ ହେବ ଓ ଉଚ୍ଚସ୍ଥଳୀସବୁ ଧ୍ୱଂସ ହେବ, ତହିଁରେ ତୁମ୍ଭମାନଙ୍କର ଯଜ୍ଞବେଦିସବୁ ଉତ୍ସନ୍ନ, ଧ୍ୱଂସ ହେବ ଓ ତୁମ୍ଭମାନଙ୍କର ଦେବତାଗଣ ଭଗ୍ନ ଓ ରହିତ ହେବେ ଓ ତୁମ୍ଭମାନଙ୍କର ସୂର୍ଯ୍ୟପ୍ରତିମାଗଣ ଉଚ୍ଛିନ୍ନ ହେବେ, ଆଉ ତୁମ୍ଭମାନଙ୍କର ହସ୍ତକୃତ କର୍ମସବୁ ଲୁପ୍ତ ହେବ। Gade chapit laପବିତ୍ର ବାଇବଲ6 ତୁମ୍ଭମାନଙ୍କର ବସତିସବୁ ଓ ନଗରଗୁଡ଼ିକ ଭାଙ୍ଗି ଦିଆଯିବ ଓ ଉଚ୍ଚସ୍ଥଳୀସବୁ ଧ୍ୱଂସ କରାଯିବ। ଯାହା ଫଳରେ ତୁମ୍ଭମାନଙ୍କର ଯଜ୍ଞବେଦି କେବେ ପୁଣି ବ୍ୟବହାର ହେବ ନାହିଁ ଓ ତାହା ଭଗ୍ନ ହୋଇ ପଡ଼ି ରହିବ ଓ ତୁମ୍ଭର ମୂର୍ତ୍ତିସବୁ ଚୂର୍ଣ୍ଣବିଚୂର୍ଣ୍ଣ ହେବ। ତୁମ୍ଭର ଧୂପବେଦି ଭଙ୍ଗାଯିବ ଓ ଦୂରରେ ମନୁଷ୍ୟ ନିର୍ମିତ ମୂର୍ତ୍ତିସବୁ ଓ ଅନ୍ୟାନ୍ୟ ବସ୍ତୁସବୁ ତୁମ୍ଭେ ତିଆରି କଲ, ସେଗୁଡ଼ିକ ସମ୍ପୂର୍ଣ୍ଣ ରୂପେ ଧ୍ୱଂସ କରାଯିବ। Gade chapit la |