ଯିହିଜିକଲ 6:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ପୁଣି, ହତ ଲୋକମାନେ ତୁମ୍ଭମାନଙ୍କ ମଧ୍ୟରେ ପତିତ ହେବେ, ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ତୁମ୍ଭେମାନେ ଜାଣିବ। Gade chapit laପବିତ୍ର ବାଇବଲ (Re-edited) - (BSI)7 ପୁଣି, ହତ ଲୋକମାନେ ତୁମ୍ଭମାନଙ୍କ ମଧ୍ୟରେ ପତିତ ହେବେ, ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ତୁମ୍ଭେମାନେ ଜାଣିବ। Gade chapit laଓଡିଆ ବାଇବେଲ7 ପୁଣି, ହତ ଲୋକମାନେ ତୁମ୍ଭମାନଙ୍କ ମଧ୍ୟରେ ପତିତ ହେବେ, ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ତୁମ୍ଭେମାନେ ଜାଣିବ। Gade chapit laପବିତ୍ର ବାଇବଲ7 ତୁମ୍ଭମାନଙ୍କର ଲୋକମାନେ ନିହତ ହେବେ, ତାହାହେଲେ ତୁମ୍ଭେମାନେ ଜାଣିବ ଯେ ଆମ୍ଭେ ସଦାପ୍ରଭୁ ଅଟୁ।’” Gade chapit la |
ପୁଣି, ଯେଉଁ ଭବିଷ୍ୟଦ୍ବକ୍ତାମାନେ ଅସାର ଦର୍ଶନ ପାଆନ୍ତି ଓ ମିଥ୍ୟା ମନ୍ତ୍ର ପଢ଼ନ୍ତି, ଆମ୍ଭର ହସ୍ତ ସେମାନଙ୍କର ପ୍ରତିକୂଳ ହେବ; ସେମାନେ ଆମ୍ଭ ଲୋକମାନଙ୍କ ମନ୍ତ୍ରୀ ସଭାରେ ରହିବେ ନାହିଁ, କିଅବା ଇସ୍ରାଏଲ ବଂଶର ବଂଶାବଳୀ ମଧ୍ୟରେ ସେମାନେ ଲିଖିତ ହେବେ ନାହିଁ, ଅଥବା ଇସ୍ରାଏଲ ଦେଶରେ ପ୍ରବେଶ କରିବେ ନାହିଁ; ତହିଁରେ ଆମ୍ଭେ ଯେ ପ୍ରଭୁ, ସଦାପ୍ରଭୁ ଅଟୁ, ଏହା ତୁମ୍ଭେମାନେ ଜାଣିବ।
ପୁଣି, ଯେତେବେଳେ ପ୍ରତ୍ୟେକ ଉଚ୍ଚ ପର୍ବତ ଉପରେ, ସକଳ ପର୍ବତ ଶୃଙ୍ଗରେ, ପ୍ରତ୍ୟେକ ହରିତ୍ବର୍ଣ୍ଣ ବୃକ୍ଷ ତଳେ ଓ ପ୍ରତ୍ୟେକ ନିବିଡ଼ ଅଲୋନ ବୃକ୍ଷ ତଳେ, ଯେଉଁ ଯେଉଁ ସ୍ଥାନରେ ସେମାନେ ଆପଣା ଆପଣାର ସକଳ ଦେବତା ଉଦ୍ଦେଶ୍ୟରେ ସୌରଭାର୍ଥକ ନୈବେଦ୍ୟ ଉତ୍ସର୍ଗ କଲେ, ସେହି ସକଳ ସ୍ଥାନରେ ସେମାନଙ୍କ ଯଜ୍ଞବେଦିର ଚତୁର୍ଦ୍ଦିଗରେ ଦେବତାଗଣର ମଧ୍ୟରେ ସେମାନଙ୍କ ହତ ଲୋକମାନେ ରହିବେ, ସେତେବେଳେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ତୁମ୍ଭେମାନେ ଜାଣିବ।