Biblia Todo Logo
Bib sou entènèt

- Piblisite -




ଯିହିଜିକଲ 7:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ଆହୁରି, ସଦାପ୍ରଭୁଙ୍କ ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା, ଯଥା;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ଆହୁରି, ସଦାପ୍ରଭୁଙ୍କ ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା, ଯଥା,

Gade chapit la Kopi

ଓଡିଆ ବାଇବେଲ

1 ଆହୁରି, ସଦାପ୍ରଭୁଙ୍କ ବାକ୍ୟ ମୋ’ ନିକଟରେ ଉପସ୍ଥିତ ହେଲା, ଯଥା;

Gade chapit la Kopi

ପବିତ୍ର ବାଇବଲ

1 ସଦାପ୍ରଭୁଙ୍କ ବାକ୍ୟ ମୋ’ ନିକଟକୁ ଆସିଲା।

Gade chapit la Kopi




ଯିହିଜିକଲ 7:1
4 Referans Kwoze  

ପୁଣି, ଆମ୍ଭେ ସେମାନଙ୍କ ବିରୁଦ୍ଧରେ ଆପଣା ହସ୍ତ ବିସ୍ତାର କରିବା ଓ ପ୍ରାନ୍ତରଠାରୁ ଦିବ୍ଲା ପର୍ଯ୍ୟନ୍ତ ସେମାନଙ୍କର ସମୁଦାୟ ବସତି-ଦେଶକୁ ଧ୍ୱଂସ ଓ ଶୂନ୍ୟ କରିବା; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ସେମାନେ ଜାଣିବେ।”


“ହେ ମନୁଷ୍ୟ-ସନ୍ତାନ, ପ୍ରଭୁ, ସଦାପ୍ରଭୁ ଇସ୍ରାଏଲ ଦେଶ ପ୍ରତି କହନ୍ତି; ଅନ୍ତିମକାଳ, ଦେଶର ଚାରି କୋଣରେ ଅନ୍ତିମକାଳ ଉପସ୍ଥିତ ହୋଇଅଛି।


ଆହୁରି, ସଦାପ୍ରଭୁଙ୍କର ଏହି ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା, ଯଥା,


ସେମାନେ ଭାବବାଣୀ କହିବା ସମୟ ମଧ୍ୟରେ ଯେପରି ବୃଷ୍ଟି ନ ହୁଏ, ଏଥିନିମନ୍ତେ ଆକାଶ ବନ୍ଦ କରିବାକୁ ସେମାନଙ୍କର କ୍ଷମତା ଅଛି, ପୁଣି, ଯେତେ ଥର ଇଚ୍ଛା, ସେତେ ଥର ଜଳକୁ ରକ୍ତରେ ପରିଣତ କରିବାକୁ ଓ ପୃଥିବୀକୁ ସମସ୍ତ ପ୍ରକାର ମହାମାରୀ ଦ୍ୱାରା ଆଘାତ କରିବାକୁ ମଧ୍ୟ ସେମାନଙ୍କର କ୍ଷମତା ଅଛି।


Swiv nou:

Piblisite


Piblisite